ପାଟକୁରା ଉପରେ ଭାଜପାର ନଜର,ଆଶାୟୀ ପ୍ରାର୍ଥୀ ଭାବେ ଚର୍ଚ୍ଚାରେ ତେଜେଶ୍ୱର
ଡେରାବିଶ, ୧୪ା୩ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ଗୁରୁତ୍ୱପୂର୍ଣ୍ଣ ପାଟକୁରା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସର ଆଶାୟୀ ପ୍ରାର୍ଥୀମାନେ ଏବେ ଗାଁରେ ନିଜ ଦଳର ବିଭିନ୍ନ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ଚଳିତ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନମଣ୍ଡଳୀକୁ…
୧୪ ବର୍ଷ ପରେ ଗିରଫ ହେଲେ ହତ୍ୟା ଅଭିଯୁକ୍ତ
କେନ୍ଦୁଝର,୧୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘ ୧୪ ବର୍ଷ ଧରି ଫେରାର ଥିବା ହତ୍ୟା ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଅଭୟ କୁଲୁଙ୍କ ନେତୃତ୍ୱରେ ଚଢାଉ କରି ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛନ୍ତି। ୨୦୧୦ରେ ଏକ ହତ୍ୟା ମାମଲାରେ ସେ…
ଆଶାୟୀଙ୍କଠୁ ଆଗରେ ଅରବିନ୍ଦ
କେନ୍ଦ୍ରାପଡ଼ା,୧୦ା୩(ଜଗନ୍ନାଥ ଧଳ): ବିଜେଡିର ପ୍ରତିଷ୍ଠାତା ସଦସ୍ୟ ତଥ ଭାଜପା ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ନିକଟରେ ବିଜେଡିରେ ସାମିଲ ହେବା ପରେ କେନ୍ଦ୍ରାପଡ଼ା ଜିଲା ପାଟକୁରା ରାଜନୀତି ଚଳଚଞ୍ଚଳ ହୋଇଛି । ଗତ ୨୪ ବର୍ଷ ହେଲା ପ୍ରାୟ ସବୁଆଡ଼ୁ…
ପୌରାଞ୍ଚଳର ୬୮ ପ୍ରତିଶତ ଶ୍ରମିକ ଶ୍ରେଣୀର
କେନ୍ଦ୍ରାପଡ଼ା, ୧୦ା୩ (ଜଗନ୍ନାଥ ଧଳ)ମାର୍ଚ୍ଚ ୧୦ ରେ କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ଘୋଷଣାକୁ ୧୫୫ ବର୍ଷ ପୂରଣ ହେବ। ଏହି ସମୟ ଅବଧି ମଧ୍ୟରେ ପୌରାଞ୍ଚଳର ସୀମା ବୃଦ୍ଧି ଘଟିଛି। ସେହି ପରିମାଣରେ ଜନସଂଖ୍ୟା ମଧ୍ୟ ବୃଦ୍ଧି ହୋଇଛି। ୬୮ ପ୍ରତିଶତ ଶ୍ରମିକ…
ସ୍ତ୍ରୀଙ୍କ ଆଗରେ ସ୍ବାମୀଙ୍କୁ ଟାଣିନେଲା କୁମ୍ଭୀର
କେନ୍ଦ୍ରାପଡ଼ା,୮ା୩: କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଲକୁ ପାଣି ମଡ଼ାଇବାକୁ ଯାଇଥିବା ବେଳେ ବାଇଧର ମଲିକଙ୍କୁ ସ୍ତ୍ରୀଙ୍କ ଆଖି ସାମ୍ନାରେ ଟାଣିନେଇଛି କୁମ୍ଭୀର। ହଂସୁଆ ନଦୀରେ ଗ୍ରାମବାସୀଙ୍କ ଦ୍ୱାରା ଖୋଜାଖୋଜି…
ମଦ ବିରୋଧୀ ମହିଳାଙ୍କୁ ଗୁଳିମାଡ଼କୁ ୯ ବର୍ଷ
କେନ୍ଦ୍ରାପଡ଼ା,୮ା୩ (ଜଗନ୍ନାଥ ଧଳ): ୨୦୧୫ ବିଶ୍ୱ ମହିଳା ଦିବସକୁ ଇତିମଧ୍ୟରେ ୯ ବର୍ଷ ପୁରିଛି। ସେହିଦିନ ମଦ ବିରୋଧରେ ଆନ୍ଦୋଳନରତ ମହିଳାଙ୍କୁ ପୋଲିସର ଗୁଳିମାଡ ଘଟଣା କେନ୍ଦ୍ରାପଡ଼ା ଜିଲାରେ ଏବେ ବି ତାଜା ରହିଛି। ଏପରି ଘଟଣା ସତ୍ତ୍ୱେ ମହିଳାମାନେ ମଦ…
ପଟ୍ଟାମୁଣ୍ଡାଇରେ ବଢୁଛି ନକଲି ବ୍ରାଣ୍ଡ୍ ଔଷଧ କାରବାର
ପଟ୍ଟାମୁଣ୍ଡାଇ, ୭ା୩ (କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ଭେଷଜ ନିୟନ୍ତ୍ରକଙ୍କ ବିଭାଗର ଅଧିକାରୀ ପଟ୍ଟାମୁଣ୍ଡାଇ ଅଞ୍ଚଳ ପାଇଁ ଏକପ୍ରକାର ନୀରବତା ଅବଲମ୍ବନ କରୁଥିବାରୁ ଗ୍ରାମାଞ୍ଚଳଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ବ୍ୟାପକ ଭାବେ ବେଆଇନ ଔଷଧ କାରବାର ବୃଦ୍ଧି ପାଉଛି। ନିମ୍ନମାନର ଔଷଧ ସାଙ୍ଗକୁ ନକଲି…
ଆଜି ବିଜେଡିରେ ସାମିଲ ହୋଇପାରନ୍ତି ବିଜୟ ମହାପାତ୍ରଙ୍କ ପୁଅ
ଡେରାବିଶ,୭ା୩(ବେବର୍ତ୍ତା ଅଜୟ ଦାସ): ମଙ୍ଗଳବାର ଅର୍ଥାତ୍ ମାର୍ଚ୍ଚ ୫ ଥିଲା ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ। ପାଟକୁରାରେ ସମାନ୍ତରାଳ ଭାବେ ବିଜୁ ଜୟନ୍ତୀ କରାଯିବା ସହ ବିଜେଡି ନେତାମାନେ ନିଜର ଶକ୍ତି ପ୍ରଦର୍ଶନ କରିଥିଲେ। ଏହା ପାଟକୁରା ରାଜନୀତିକୁ ସରଗରମ କରିଛି।…
କେନ୍ଦ୍ରାପଡ଼ାରେ ଗଡ଼ିବ ପ୍ରଥମ ଯାତ୍ରୀବାହୀ ରେଳ
କେନ୍ଦ୍ରାପଡ଼ା,୫ା୩ (ଜଗନ୍ନାଥ ଧଳ)”କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ ଥର ପାଇଁ ଯାତ୍ରୀବାହୀ ରେଳ ମଙ୍ଗଳବାର ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ରେଳକୁ ସବୁଜ ପତାକା ଦେଖାଇବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଯାଜପୁର ଜିଲା ଗସ୍ତ ସୂଚୀରେ ଏହି କାର୍ଯ୍ୟକ୍ରମ ରହିଥିବା ବେଳେ କେନ୍ଦ୍ରାପଡ଼ା…
୫ରେ ପ୍ରଧାନମନ୍ତ୍ରୀଙ୍କ ଘୋଷଣାକୁ ଅପେକ୍ଷା
କେନ୍ଦ୍ରାପଡ଼ା,୪ା୩(ଜଗନ୍ନାଥ ଧଳ):ଆଗକୁ ସାଧାରଣ ନିର୍ବାଚନ ଆସୁଛି। ଏହା ପୂର୍ବରୁ କେନ୍ଦ୍ରପଡ଼ା ଜିଲାରେ ଯାତ୍ରୀବାହୀ ରେଳ ଚାଲିବା ସ୍ବପ୍ନ ପୂରଣ ହେବାକୁ ଯାଉଥିବା ସୂଚନା ମିଳୁଛି। ଆସନ୍ତା ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯାଜପୁର ଜିଲା ଚଣ୍ଡିଖୋଲକୁ ଗସ୍ତ କରୁଛନ୍ତି। ଏହି ଅବସରରେ…
ଭଙ୍ଗାଘରେ ବିତୁଛି ଗୁଣ୍ଡିଚାଙ୍କ ଜୀବନ
ପଟ୍ଟାମୁଣ୍ଡାଇ,୪ା୩(କଳ୍ପତରୁ ନାୟକ):ଗରିବ ବାସହୀନ ଲୋକଙ୍କୁ ପକ୍କାଗୃହ ଯୋଗାଇ ଦେବା ଲକ୍ଷ୍ୟରେ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁ ପକ୍କାଘର ଭଳି ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ କେତେଜଣ ବିଭାଗୀୟ ଅଧିକାରୀଙ୍କ ଅବହେଳା ଓ ଆନ୍ତରିକତାର ଅଭାବରୁ ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ…
କେନ୍ଦ୍ରାପଡାବାସୀଙ୍କୁ ସରକାରଙ୍କ ବଡ ଉପହାର, ଗଡିବ ମେମୁ ଟ୍ରେନ
ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ବଡ ଉପହାର ଦେଲେ ରାଜ୍ୟ ସରକାର। ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନରେ ଗଡିବ ଯାତ୍ରୀବାହୀ ଟ୍ରେନ। ପାରାଦୀପରୁ କେନ୍ଦ୍ରାପଡ ଦେଇ କେନ୍ଦୁଝରକୁ ଗଡିବ ମେମୋ ଟ୍ରେନ। ମାର୍ଚ୍ଚ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା…
Archives


