କେନ୍ଦ୍ରାପଡ଼ା

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି ନିର୍ବାଚନମଣ୍ଡଳୀ ଗଠିତ। ଏହି ନିର୍ବାଚନମଣ୍ଡଳୀରେ ସବୁବେଳେ ରୋଚକ ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳେ। ତେବେ ଏଠାରେ…

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ କର୍ମୀଙ୍କ ସହାୟତାରେ ଘରକୁ ଫେରିବା ପାଇଁ ଟିକେଟ ବ୍ୟବସ୍ଥା ହେଉଛି। କରୋନା ସଂକ୍ରମଣ ସମୟରେ…

ପାଣି ଅଭାବରୁ ପନିପରିବା ଫସଲ ନଷ୍ଟ

ପଟ୍ଟାମୁଣ୍ଡାଇ,୨୫ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ୧୫ ଦିନ ହେଲା କ୍ରମାଗତ ତାପମାତ୍ରା ବୃଦ୍ଧି ପାଉଥିବାରୁ ସକାଳ ୯ଟା ପରେ ଘରୁ ପଦାକୁ ଗୋଡ଼ କାଢ଼ି ହେଉନାହିଁ। ଦିନର ତାପମାତ୍ରା…

ଆଖୁଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ମାର୍ଶାଘାଇ,୨୫ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ)କେନ୍ଦ୍ର, ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ତଳସ୍ତରରେ ତାହା ପ୍ରତିଫଳିତ ହେଉ ନ ଥିବା ଦେଖିବାର ମିଳୁଛି। ମାର୍ଶାଘାଇ ବ୍ଲକ ଏକ କୃଷି ପ୍ରବଣ ଅଞ୍ଚଳ।…

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ନଦୀ ନାଳ ଶୁଖିଲା ପଡିଥିବା ବେଳେ ଗଁାରେ ଥିବା ଜଳାଶୟ ଶୁଖିବାକୁ ବସିଲାଣି। ମଣିଷ…

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ କଂଗ୍ରେସ ମଧ୍ୟରେ ଲଢ଼େଇ ଜୋରଦାର ହେଉଥିବାବେଳେ ଏଥର ଏହି ଆସନରେ ବିଜେଡି, କଂଗ୍ରେସ ଓ…

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ ନିକଟରୁ ଏଣ୍ଡର ପଞ୍ଚାୟତ କ୍ୟାବିନ ଛକ ଯାଏ ୩ କିଲୋମିଟର ରାସ୍ତାକୁ ୨୦୨୩ ମସିହାରେ…

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର ବିଭାଗୀୟ ସରକାରୀ ଅଧିକାରୀମାନେ ଅଭିଯୋଗକୁ ଭ୍ରୂକ୍ଷେପ ନ କରି ଦୁର୍ନୀତି କରିଚାଲୁଛନ୍ତି। ଫଳରେ ସରକାରୀ…

ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ

ପଟ୍ଟାମୁଣ୍ଡାଇ, ୨୨ା୪(କଳ୍ପତରୁ ନାୟକ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିରୁ ନିସ୍ତାର ମିଳିପାରିନାହିଁ। ଉପକୂଳ ଓଡ଼ିଶା କେନ୍ଦ୍ରାପଡ଼ା ଜିଲାରେ ଆଜି ବି ତାପମାତ୍ରା ୪୨ ଡିଗ୍ରୀ ପାଖାପାଖି ରହିଛି। ଅସହ୍ୟ ଗରମ ଯୋଗୁ ଲୋକେ ଯେତେ କାମ ଥିଲେ ବି ଅପରାହ୍ନରେ ବାହାରକୁ…

ବଢୁଛି ଆଳୁ ଦର, ଚିନ୍ତାରେ ଖାଉଟି

କେନ୍ଦ୍ରାପଡ଼ା, ୨୨ା୪ (ଜଗନ୍ନାଥ ଧଳ):ଆଳୁ ଦର ବଢ଼ିବାରେ ଲାଗିଛି। କେନ୍ଦ୍ରାପଡ଼ାରେ ଗତ ସପ୍ତାହରେ ଆଳୁ କେଜି ପ୍ରତି ୨୦ଟଙ୍କା ଥିଲା। ଏବେ ବଜାର ଦର ୨୮କୁ ଛୁଇଁଛି। ଅମଳ ସମୟରେ ଏହି ସ୍ଥିତି ଥିବାବେଳେ ଆସନ୍ତା ନଭେମ୍ବର, ଡିସେମ୍ବରକୁ କେଜି ପ୍ରତି…

ପବନରେ ଆସୁଛି କାରଖାନା ଧୂଆଁ

ମହାକାଳପଡ଼ା, ୨୨ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଳବାୟୁ ପରିବର୍ତ୍ତନରେ ଘଟୁଛି ପରିବର୍ତ୍ତନ। ପୂର୍ବ ଅପେକ୍ଷା ସୂର୍ଯ୍ୟଙ୍କ ଉତ୍ତାପ ବଢ଼ିଛି। ଫଳରେ ଦିନ ୧୦ଟା ସୁଦ୍ଧା ଉପକୂଳ ଅଞ୍ଚଳରେ ୩୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବା ଯୋଗୁ ଚିନ୍ତାରେ ଅଞ୍ଚଳବାସୀ। ମଧ୍ୟାହ୍ନ ସୁଦ୍ଧା ପାଖାପାଖି…

ଲାଇଫ୍‌ ଜାକେଟ୍‌ ବିନା ୬୩ ଘାଟରେ ନୌଚଳାଚଳ

କେନ୍ଦ୍ରାପଡ଼ା,୨୧ା୪ (ଜଗନ୍ନାଥ ଧଳ)ହୀରାକୁଦ ଡ୍ୟାମ୍‌ ଉପର ମହାନଦୀରେ ଶୁକ୍ରବାର ଘଟିଥିବା ଡଙ୍ଗା ବୁଡ଼ି ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଛି। ୪ ଜଣ ନିଖୋଜ ଥିବା ବେଳେ ସୌଭାଗ୍ୟବଶତଃ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ତେବେ ଏହି ଘଟଣା କେନ୍ଦ୍ରାପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?