ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ
ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ ଅମଳ ହୋଇଥିଲେ ମଧ୍ୟ ସରକାର ଆଜି ଯାଏ ମଣ୍ଡି ଖୋଲିନାହାନ୍ତି। ଫଳରେ ଚାଷୀ ତାଙ୍କ…
ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…
କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍ନିକ୍ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ ଉଦ୍ୟାନ ଭିତରକନିକା ଉପରେ ରହିଛି। ବନ୍ୟ ପ୍ରାଣୀ ବାର୍ହା, ହରିଣ, ଦେଶୀ ଓ ବିଦେଶାଗତ…
ତେରଗାଁ-ମହାକାଳପଡ଼ା ଲୁଣାନଦୀ ସେତୁ ନିର୍ମାଣ ବନ୍ଦ କଲେ ଲୋକେ
ମହାକାଳପଡ଼ା,୧୨ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ସେତୁ ନିର୍ମାଣ କାର୍ଯ୍ୟ ଅଗ୍ରଗତି ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏହି ନିର୍ମାଣ କାର୍ଯ୍ୟକୁ ଗୁରୁବାର ପୂର୍ବାହ୍ନରେ ବନ୍ଦ କରିବାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସେତୁ ନିର୍ମାଣ…
ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା
ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି ପରମ୍ପରା ସ୍ବତନ୍ତ୍ର ନିଆରା ରହିଛି। ପ୍ରାଚୀନ କାଳରୁ ମୁନି ଋଷିମାନେ ଗୃହ ତ୍ୟାଗ କରି…
ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ
ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ ଫସର୍ ଫାଟିଲା। ରାଜ୍ୟରେ ଭାଜପା ସରକାର ଗଠନ ପରେ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା…
ଗର୍ଭବତୀ ବୋହୂଙ୍କୁ ଗୋଇଠା ମାରିଲେ ଶାଶୁ, ମୃତ ଛୁଆକୁ ଜନ୍ମ ଦେଇ ଚାଲିଗଲା ମା’ର ଜୀବନ
ମହାକାଳପଡ଼ା,୪। ୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ବତିଘର ପଞ୍ଚାୟତ କୋଚିଳା ବେଲାରୀ ଗ୍ରାମର ଗୋବିନ୍ଦ ଗିରିଙ୍କ ପୁଅ ତାପସ ଗିରିଙ୍କୁ ୨ ବର୍ଷ ପୂର୍ବେ ହରିଆବାଙ୍କ ଗ୍ରାମର ସହଦେବ ଆଡିଙ୍କ ଝିଅ ମଞ୍ଜୁଲତା…
ମଶାଣି ନାହିଁ, ରାସ୍ତାକଡ଼ରେ ଜଳୁଛି ଜୁଇ
ମାର୍ଶାଘାଇ,୨୯ା୧୧(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଏକ ଅସହ୍ୟ ଦୃଶ୍ୟ, ଏକ ନିର୍ଦ୍ଦୟ ସତ୍ୟ କେନ୍ଦ୍ରାପଡ଼ା ଜିଲା, ମାର୍ଶାଘାଇ ବ୍ଲକ୍ ବଚ୍ଛରାଇ ପଞ୍ଚାୟତର କୂଳସାହି ଏକ ପଡ଼ା ଗ୍ରାମରେ ଦେଖିବାକୁ ମିଳିଛି। ୫ ଓ ୬ ନମ୍ବର ବିଶିଷ୍ଟ ଏହି ପଡ଼ାରେ ୮୦ରୁ ଶହେ ଘର…
ପେଟ ପାଇଁ ନଦୀବାଲି ଭରସା, ବିପଦରେ ଜୀବନ: ପ୍ରଶାସନ ଦୃଷ୍ଟିଦେବାକୁ ଦାବି
ମହାକାଳପଡ଼ା, ୨୯ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାର ପ୍ରମୁଖ ନଦୀନାଳରୁ ବେଆଇନ ଭାବେ ବାଲି ଉଠାଇ ବଡ଼ ବଡ଼ ଡଙ୍ଗାରେ ଚାଲାଣ କରି ବାଲି ବ୍ୟବସାୟୀମାନେ ବେଶ୍ ଦୁଇପଇସା ରୋଜଗାର କରୁଛନ୍ତି। ଜିଲାର ମହାକାଳପଡ଼ା ଅଞ୍ଚଳ ମହାନଦୀ, ପାଇକା, ଲୁଣା, ଚିତ୍ରୋତ୍ପଳା ଆଦି…
ଲାଞ୍ଚ ନେଇ ଧରାପଡିଲେ ଏଆରଆଇ
କେନ୍ଦ୍ରାପଡା,୨୫।୧୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲା ନିକିରାଇ ରାଜସ୍ବ ସର୍କଲର ଏଆରଆଇ ଅଭିମନ୍ୟୁ ବେହେରା ଲାଞ୍ଚ ନେଇ ମଙ୍ଗଳବାର ଧରା ପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ଲାଞ୍ଚ ନେଇଥିବା ୧୨ ହଜାର ଟଙ୍କା ତାଙ୍କ ନିକଟରୁ ଉଦ୍ଧାର କରିଛି। ଏଥିସହିତ ଆରଇ…
ଜବରଦଖଲରେ ସହରାଞ୍ଚଳ ଜଳପଥ, ଜଳଧାରଣ କ୍ଷମତା ହରାଇଛି ଗୋବରୀ
କେନ୍ଦ୍ରାପଡ଼ା,୨୦ା୧୧ (ଜଗନ୍ନାଥ ଧଳ): ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଜଳ ମଧ୍ୟ ଜହର ପାଲଟିଛି। ନଦୀ ମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ…
ଦେଶ ସୁରକ୍ଷାରେ ଚିନ୍ତା ବଢ଼ାଉଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ
ମହାକାଳପଡ଼ା,୨୦ା୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଦେଶରେ ସୁରକ୍ଷା ଓ ଉପକୂଳ ଅଞ୍ଚଳରେ ବିଶେଷ କରି ବାଂଲାଦେଶୀ ଅନୁପ୍ରବେଶକାରୀ ଆଡ୍ଡା ଜମାଇବା ସହ ଦେଶ ପାଇଁ ବିପଦ ସୃଷ୍ଟି କରୁଛନ୍ତି। ୩ ଦିନ ପୂର୍ବରୁ ଜଗତ୍ସିଂହପୁର ଜିଲାରୁ କେତେଜଣ ବେଆଇନ ଭାବେ ବାଂଲାଦେଶୀ…
ବାର୍ହା ଉପଦ୍ରବ: ଚାଷୀ ହିଡ଼ମୁଣ୍ଡରେ ମଞ୍ଚା ବାନ୍ଧି ରାତି ଅନିଦ୍ରା
ମହାକାଳପଡ଼ା, ୧୯ା୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପାଚିଲା ଧାନ ଜମିରେ ବାର୍ହା ପଲ ଉପଦ୍ରବ କରୁଛନ୍ତି। ବାର୍ହା କ୍ଷେତରେ ପ୍ରବେଶ କରି ଧାନ ନଷ୍ଟ କରୁଥିବା ନେଇ ସ୍ଥାନୀୟ ଚାଷୀମାନେ ମୁଣ୍ଡରେ ହାତ ଦେଲେଣି। ବାର୍ହାଙ୍କୁ…
Archives


