କେନ୍ଦ୍ରାପଡ଼ା

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ ହୋଇଛି। ଏଥିସହ ଛାତ୍ରନେତା ଶୁଭଙ୍କର ରାଉତଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ଏବଂ ରାଜନଗର…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉଷ୍ଣତା ପ୍ରକାଶ ପାଇଛି। ବିଶେଷ କରି ଛାତ୍ର ସଂସଦ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି ୨ ଦୃର୍ବୃତ୍ତ ମାରପିଟ କରିଛନ୍ତି। ଏଥିରେ ରାଜକିଶୋର ମହାନ୍ତି(୫୦) ଓ ତାଙ୍କ ସ୍ତ୍ରୀ…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ମାଳପାଟଣା ଗ୍ରାମରେ। ମୃତକ ହେଉଛନ୍ତି ମାଳପାଟଣା ଗ୍ରାମର ନିରଞ୍ଜନ ସାହୁ। ନିରଞ୍ଜନ ଗତକାଲି…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି ମେଣ୍ଟ କର୍ମୀ । କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂଗ୍ରେସ ପକ୍ଷରୁ କର୍ମୀମାନେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ ଅସଦାଚରଣ କରିଥିବା ନେଇ ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ ଓଝାଙ୍କ ସହ ଦୁର୍ବ୍ୟବହାର, ମାଡ଼ପିଟ ଏବଂ ପରେ ପୋଲିସ ତାଙ୍କୁ ଥାନାକୁ ନେଇଯିବା…

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ ପୋଷଣ ମାସ-୨୦୨୬ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ ବିଡିଓ ତଥା…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ ତ୍ରିକୋଣ ଭୂମି ଅବବାହିକା ହୁକିଟୋଲା, ଲଞ୍ଚଘୋଲା, ଷୋଳମୁହାଣ, ମାଦଳୀ, ବାବୁବାଲୀ, ଏକକୁଳାନାସି ଓ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ ବଂଶଧରମାନେ ଲୁଣା ହେନ୍ତାଳ ଜଙ୍ଗଲ ମଧ୍ୟରେ ବସବାସ କରିଆସୁଛନ୍ତି। ତେବେ ସ୍ୱାଧୀନତାର ଏତେ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ବାର୍ଷିକ ତର୍କ ପ୍ରତିଯୋଗିତା-୨୦୨୬ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି। ଡଙ୍ଗା ସୁବିଧା ନାହିଁ କି ବିଜୁଳି ସୁବିଧା ନାହିଁ, ଏଭଳି ସ୍ଥିତିରେ ମାର୍ଶାଘାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?