କେନ୍ଦ୍ରାପଡ଼ା

ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ ଓଡ଼ିଶାରେ ମଦ୍ୟପାନ ଓ ତମାଖୁ ସେବନ ବହୁ ଅଧିକ ଥିବାରୁ ବୁଦ୍ଧିଜୀବୀ ଉଦ୍‌ବେଗ ପ୍ରକାଶ…

ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି

ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି। ୨୦୦୯ ସୀମା ପୁନଃ ନିର୍ଦ୍ଧାରଣ ପରେ ପଟ୍ଟାମୁଣ୍ଡାଇ ସଂରକ୍ଷିତ ନିର୍ବାଚନ ଆସନର ବିଲୋପ ଘଟି…

କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଇଦାନରେ ୩ ପ୍ରମୁଖ ପ୍ରାର୍ଥୀ

କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ରାଜନୈତିକ ସମ୍ବେଦନଶୀଳ କେନ୍ଦ୍ରାପଡ଼ା ଜିଲାରେ ସାମ୍ପ୍ରତିକ ଖରା ତାତିଠାରୁ ଆହୁରି ଅଧିକ ରାଜନୀତି ତାତି ରହିଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ଲୋକ ସଭା ପ୍ରାର୍ଥୀ ଘୋଷଣା ପରେ ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସାଧାରଣ…

ଭାଙ୍ଗିରୁଜି ଗଲାଣି ମୁକ୍ତାକାଶ ବ୍ୟାୟାମଶାଳା

ପଟ୍ଟାମୁଣ୍ଡାଇ,୧୪ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲାର ଦ୍ୱିତୀୟ ବୃହତମ ସହର ପଟ୍ଟାମୁଣ୍ଡାଇକୁ ୧୯୮୮ରେ ରାଜ୍ୟ ସରକାର ଏନ୍‌ଏସି ଓ ପରେ ମ୍ୟୁନିସିପାଲିଟିର ମାନ୍ୟତା ପ୍ରଦାନ କରିଥିଲେ। ଇତିମଧ୍ୟରେ ଏହି ପୌରପରିଷଦକୁ ୩୫ବର୍ଷ ପୂରିଥିବା ବେଳେ ପୌରାଞ୍ଚଳକୁ ସୌନ୍ଦର୍ଯ୍ୟକରଣ ପାଇଁ ଅନେକ କୋଟି ଟଙ୍କା ବ୍ୟୟ…

୨ବର୍ଷ ହେଲା ଅଲିଭ୍‌ ରିଡ୍‌ଲେଙ୍କ ସଂଖ୍ୟା କମୁଛି

କେନ୍ଦ୍ରାପଡ଼ା,୧୪ା୪(ଜଗନ୍ନାଥ ଧଳ)୨୦୨୩ ମାର୍ଚ୍ଚ ଦ୍ୱିତୀୟ ସପ୍ତାହରେ ଭିତରକନିକା ଜାତୀୟ ଉଦ୍ୟାନସ୍ଥିତ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ଅଣ୍ଡାଦାନ କରିଥିଲେ। ସେହିପରି ୨୦୨୨ରେ ଏମାନଙ୍କ ସଂଖ୍ୟା ୫.୧ ଲକ୍ଷରୁ ଊର୍ଦ୍ଧ୍ୱ ଥିଲା। ମାତ୍ର ଚଳିତ ବର୍ଷ…

ବିପଦସଙ୍କୁଳ ଅବସ୍ଥାରେ ମୁକୁଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ପଟ୍ଟାମୁଣ୍ଡାଇ,୧୩ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଅନେକ ସ୍ଥାନରେ ବିପଦସଙ୍କୁଳ ତଥା ଖୋଲାମେଲା ଅବସ୍ଥାରେ ଅନେକ ଟ୍ରାନ୍ସଫର୍ମର ପଡ଼ିରହିଛି। ଖୋଲାମେଲାରେ ଟ୍ରାନ୍ସଫର୍ମର ପଡ଼ିରହିଥିବାରୁ ଏହା ବିପଦକୁ ଆମନ୍ତ୍ରଣ କରୁଥିବା ସ୍ଥାନୀୟ ଲୋକଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଟ୍ରାନ୍ସଫର୍ମରରେ ଉଚ୍ଚ ଶକ୍ତିସମ୍ପନ୍ନ…

ଗୋବରୀ ପୁନରୁଦ୍ଧାର ନାଁରେ କୋଟି କୋଟି ଟଙ୍କା ଚଳୁ

ପଟ୍ଟାମୁଣ୍ଡାଇ,୧୨ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଦେଇ ବହିଯାଉଥିବା ଗୋବରୀ ନଦୀ ଏବେ ସୁପ୍ତ ଅବସ୍ଥାରେ ଖେଳପଡ଼ିଆରେ ପରିଣତ ହୋଇ ଜବରଦଖଲକାରୀଙ୍କ କବ୍‌ଜାକୁ ଚାଲିଯାଉଛି। କେବଳ ଯେ ନଦୀ ସୁପ୍ତ ହୋଇ ଜବରଦଖଲ ହେଉଛି ତାହା ନୁହେଁ ପରିବେଶ…

୨୫ କୋଟି ବ୍ୟୟ, ଚାଷୀଙ୍କ କାମରେ ଲାଗୁନି

କେନ୍ଦ୍ରାପଡ଼ା, ୧୧ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ରାଜକନିକା ବ୍ଲକ ଅଞ୍ଚଳରେ କେନାଲ ଜଳସେଚନ ସୁବିଧା ନାହିଁ। ଉଠା ଜଳସେଚନ ଅଥବା ବର୍ଷାକୁ ଚାଷୀ ଭରସା କରିଥାନ୍ତି। ତେବେ ଗତ ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ଏକ ବୃହତ୍‌ ଜଳସେଚନ…

ଚାଷଜମି କିସମ ପରିବର୍ତ୍ତନ ପରେ ଘରବାଡ଼ି

ପଟ୍ଟାମୁଣ୍ଡାଇ,୧୧ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ୨୦୧୯ ରୁ ୨୦୨୪ ମଧ୍ୟରେ ପ୍ରାୟ ଶତାଧିକ ହେକ୍ଟର ଅମଳକ୍ଷମ ଉର୍ବର ଚାଷଜମି କିସମ ପରିବର୍ତ୍ତନ ହୋଇ ଘରବାଡ଼ି ହୋଇଥିବାରୁ ଚାଷଜମି ହ୍ରାସ ପାଇଚାଲିଛି । ଯଦି ଏଭଳି ଧାରାରେ ଚାଷଜମି ସଂଖ୍ୟା ହ୍ରାସ…

କେବୁଲ ବିଛାଇବାକୁ କାଟିଦେଲେ ରାସ୍ତା, ପାଣି ପାଇପ୍‌

ଡେରାବିଶ, ୧୧ା୪(ବେବର୍ତ୍ତା ଅଜୟ ଦାସ)ଗ୍ରୀଷ୍ମର ପ୍ରକୋପ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଏଥିପାଇଁ ସରକାରଙ୍କ ପକ୍ଷରୁ ବସୁଧା ଯୋଜନାରେ ପ୍ରତି ଘରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ କରାଯାଉଛି। ହେଲେ ବେସରକାରୀ ମୋବାଇଲ ସଂସ୍ଥାର ଦାୟିତ୍ୱହୀନତା ଓ ବେପରୁଆ ମନୋଭାବ…

୬ ଦିନରେ ୩,୦୨,୯୫୦ କଇଁଛଙ୍କ ଅଣ୍ଡାଦାନ

ରାଜନଗର,୧୦ା୪(ଭାସ୍କର ରାଉତରାୟ):ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଗହୀରମଥା ଲକ୍ଷାଧିକ କଇଁଛଙ୍କ ଅଣ୍ଡାଦେବା ପ୍ରକ୍ରିୟାରେ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତମାସ ୨ ତାରିଖରୁ ଆରମ୍ଭ ହୋଇଥିବା ଏହି ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ ହୋଇଛି। ଅନୁକୂଳ ପାଗର ସୁଯୋଗ…

ଭାଜପା ଆଶାୟୀଙ୍କ ମଧ୍ୟରେ ଟଣାଓଟରା

ପଟ୍ଟାମୁଣ୍ଡାଇ,୧୦ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ସାଧାରଣ ନିର୍ବାଚନକୁ ନେଇ ପ୍ରାର୍ଥୀ ଘୋଷଣା କରିବାରେ ବିଜେଡି ଆଗୁଆ ରହିଥିବା ବେଳେ ଦଳୀୟ କର୍ମୀ ଓ ସମର୍ଥକଙ୍କ ମଧ୍ୟରେ ନିର୍ବାଚନ ଜିତିବାର ଆଶା ବୃଦ୍ଧି ପାଇଛି। ବିଜେଡି ପୁଣି ଧ୍ରୁବ ସାହୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?