କେନ୍ଦ୍ରାପଡ଼ା

ସରକାରୀ ଅଙ୍କୁଶ ନାହିଁ: ଗଢ଼ିଉଠୁଛି କୋଚିଂ ସେଣ୍ଟର

ପଟ୍ଟାମୁଣ୍ଡାଇ, ୯ା୪ (କଳ୍ପତରୁ ନାୟକ):ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ସରକାରୀ ଶିକ୍ଷକ ବା ଅଧ୍ୟାପକ ବେସରକାରୀ ଭାବେ ଶିକ୍ଷାଦାନ କରିପାରିବେ ନାହିଁ ବୋଲି ସରକାରୀ ନିର୍ଦ୍ଦେଶନାମା ରହିଛି। ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ ସରକାରୀ ଶିକ୍ଷକ, ଅଧ୍ୟାପକମାନେ ସରକାରୀ ନିୟମର ଖୋଲା…

ଗଛ ଛାଇ ବିନା ଡହଳବିକଳ ହେବେ ଶ୍ରଦ୍ଧାଳୁ

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ପଣା ସଂକ୍ରାନ୍ତି ଦିନ ପାରମ୍ପରିକ ଝାମୁଯାତ୍ରା ଅନୁଷ୍ଠିତ ହେବ। ଏହି ଝାମୁଯାତ୍ରାରେ ସଂଖ୍ୟାଧିକ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନକରି ସାନ୍ନିଧ୍ୟ ଲାଭକରିବେ। ମା’ ଙ୍କ…

ଆଳି-ମହୁ ରାସ୍ତା କାମ ମନ୍ଥର

ଆଳି,୮ା୪(ବନମାଳୀ ସେନାପତି): ଗମନାଗମନ କ୍ଷେତ୍ରରେ ଉନ୍ନତି ଆଣିବା ନିମନ୍ତେ ରାଜ୍ୟ ସରକାର ଅର୍ଥ ବିଭିନ୍ନ ବିଭାଗ ମାଧ୍ୟମରେ ଖର୍ଚ୍ଚ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀମାନେ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଜଳାଞ୍ଜଳି ଦେଇ ଠିକାଦାରଙ୍କ ସହ ମିଶି କାର୍ଯ୍ୟ କରୁଥିବାରୁ ସାଧାରଣ ଲୋକ…

ଜଳ ପରିଚାଳନାରେ ତ୍ରୁଟି, ଚାଷୀ ହତାଶ

ପଟ୍ଟାମୁଣ୍ଡାଇ,୮ା୪ (କଳ୍ପତରୁ ନାୟକ): ରାଜ୍ୟରେ ଏକଦା ମନ୍ତ୍ରୀପଡ଼ା ଭାବେ ପରିଚିତ ଲାଭ କରିଥିବା କେନ୍ଦ୍ରାପଡ଼ା ଜିଲାର ସ୍ବତନ୍ତ୍ର ପରିଚୟ ରହିଥିବା ବେଳେ ଆଜି ବି ଶିଳ୍ପ ବିହୀନ ଅବସ୍ଥାରେ ପଡ଼ିରହିଛି। ଜିଲାର ଶତକଡା ୮୦ ଭାଗ ଲୋକ କୃଷି ଉପରେ ନିର୍ଭର…

ତାତି ବଢ଼ାଉଛି ଇଟାଭାଟି ନିଆଁ, ଧୂଆଁ

ପଟ୍ଟାମୁଣ୍ଡାଇ,୮ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଲକ୍ଷାଧିକ ବେଆଇନ ଇଟା ପୋଡ଼ା ଚାଲିଥିବା ବେଳେ ସେଥିରୁ ନିର୍ଗତ ନିଆଁ ପ୍ରକୋପରେ ଅସ୍ବାଭାବିକ ଭାବେ ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ବୃଦ୍ଧି କରାଇବାରେ ଲାଗିଛି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଇଟାଭାଟିର ନିଆଁ ଝାସ…

ଜଙ୍ଗଲ ଭିତରେ ଚାଲିଛି ଜଙ୍ଗଲରାଜ

କେନ୍ଦ୍ରାପଡ଼ା,୮ା୪(ଜଗନ୍ନାଥ ଧଳ): ଧାମରାଠାରୁ ପାରାଦୀପ ବନ୍ଦର ମଧ୍ୟରେ ଥିବା ସାମୁଦ୍ରିକ ଉପକୂଳ ଏବେ ଚିଙ୍ଗୁଡି ଘେରିରେ ଭରିଗଲାଣି। ପ୍ରତ୍ୟେକ ଦିନ ଏହି ତଟାଞ୍ଚଳରେ ଅନୂ୍ୟନ ୧୦ରୁ ଅଧିକ ଘେରି ପ୍ରସ୍ତୁତ ହେଉଛି। ଏଥିରେ ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟ ବାଦ୍‌ ପଡିନାହିଁ।…

ଫାଇଲ ତଳେ ୨ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ

କେନ୍ଦ୍ରାପଡ଼ା,୭ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ପୌରାଞ୍ଚଳ ଡ୍ରେନେଜ ସିଷ୍ଟମର ପୁର୍ନଉଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି ା ପୌରପାଳିକା ପକ୍ଷରୁ ଡ୍ରେନ ସଫେଇକୁ ଗୁରୁତ୍ୱ ଦିଆଯାଉଛି ା ମାତ୍ର ଏହି ସମସ୍ୟାର ସାମାଧାନ ପାଇଁ ରାଜ୍ୟ ସରକାରଙ୍କ ସହର ଉନ୍ନୟନ ବିଭାଗ…

ଏଥର ନବାଗତ, ପୁରୁଖାଙ୍କ ମଧ୍ୟରେ ଲଢ଼େଇ

ଆଳି,୭ା୪(ବନମାଳୀ ସେନାପତି)କେନ୍ଦ୍ରାପଡ଼ା ଜିଲା ଆଳି ନିର୍ବାଚନମଣ୍ଡଳୀରେ ରାଜନୈତିକ ବାତାବରଣ ଉଷ୍ଣ ହୋଇଛି। ପ୍ରମୁଖ ରାଜନୈତିକ ଦଳମାନେ ସେମାନଙ୍କ ଅଧିକାଂଶ ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। ଆଳି ନିର୍ବାଚନମଣ୍ଡଳୀରେ ପ୍ରତି ନିର୍ବାଚନରେ ସାଧାରଣତଃ କଂଗ୍ରେସ ଓ ବିଜେଡି ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ୱିତା ହୋଇଥାଏ…

ବାପାଙ୍କ ଆଖି ସାମ୍ନାରେ ୯ ମାସର ଶିଶୁକନ୍ୟାକୁ ଧରି ନଦୀକୁ ଡେଇଁଲେ ମା’

ଆଳି,୫ା୪(ବନମାଳୀ ସେନାପତି): ସ୍ବାମୀଙ୍କ ସାମ୍ନାରେ ୯ ମାସର ଶିଶୁକନ୍ୟାକୁ ଧରି ଖରସ୍ରୋତା ନଦୀକୁ ଶୁକ୍ରବାର ଡେଇଁଛନ୍ତି ଜଣେ ମା’। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ। ଆଳି ଓ ରାଜକନିକାକୁ ସଂଯୋଗ କରୁଥିବା ଗଡ଼ଗଡି…

ବିଦେଶୀଙ୍କୁ ବିଦା କରିବେ, ଗେହ୍ଲା ପୁଅକୁ ଆଶୀର୍ବାଦ ଦେବେ

ରାଜନଗର, ୫ା୪ (ଭାସ୍କର ରାଉତରାୟ):ରାଜନଗର ବିଧାୟକ ପ୍ରାର୍ଥୀ ଧ୍ରୁବ ସାହୁ ଓ କେନ୍ଦ୍ରାପଡ଼ା ଲୋକସଭା ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ରାଜନଗର ଦେବୀ ମଣ୍ଡପରୁ ଗୁରୁବାର ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ଆରମ୍ଭରୁ ସାଂସଦ ପ୍ରାର୍ଥୀ ଅଂଶୁମାନ ରାଜନଗରରୁ ବିଜେଡିର ଡବଲ…

ହଜାରେ ଅଣ୍ଡାରୁ ଗୋଟିଏ କଇଁଛକୁ ମିଳେ ପୂର୍ଣ୍ଣ ଜୀବନ

କେନ୍ଦ୍ରାପଡ଼ା, ୫ା୪ (ଜଗନ୍ନାଥ ଧଳ):ଚଳିତବର୍ଷ ଭିତରକନିକା ଜାତୀୟଉଦ୍ୟାନ ଅନ୍ତର୍ଗତ ଗହୀରମଥା ସମୁଦ୍ର ତଟାଞ୍ଚଳରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ ଅଲିଭ ରିଡ୍‌ଲେ ସମୂହ ଅଣ୍ଡାଦାନ ଆରମ୍ଭ କରିଛନ୍ତି। ବହୁ ବିଳମ୍ବରେ ଗହୀରମଥାର ବିଭିନ୍ନ ସ୍ଥାନରେ ପ୍ରାୟ ୮ ହଜାର ଅଲିଭ ରିଡ୍‌ଲେ…

ଗହୀରମଥାରେ ଅଲିଭ୍‌ରିଡ୍‌ଲେଙ୍କ ଗଣ ଅଣ୍ଡାଦାନ

ରାଜନଗର, ୫।୪(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଉପକୂଳର ଗହୀରମଥାଠାରେ ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳରେ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ବୁଧବାର ପ୍ରଥମ ଦିନରେ ପ୍ରାୟ ୮୦ ହଜାର କଇଁଛ ଗଣ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଥିବା ବନ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?