କେନ୍ଦ୍ରାପଡ଼ା

ରାଜନଗର-ପଟ୍ଟାମୁଣ୍ଡାଇ ବିଧାନସଭା ଆସନ, ସବ୍‌ଡିଭିଜନ ଦାବି

ପଟ୍ଟାମୁଣ୍ଡାଇ, ୨୦ା୮(ଅକ୍ଷୟ ବିଶ୍ୱାଳ/କଳ୍ପତରୁ ନାୟକ)ବିଭିନ୍ନ କ୍ଷେତ୍ରରେ ନିଜର ଉତ୍କର୍ଷତା ପ୍ରଦର୍ଶନ କରି କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳ ଉପସ୍ଥିତି ଜାହିର କରିଥିଲା। ରାଜ୍ୟ ରାଜନୀତିକୁ ନିୟନ୍ତ୍ରଣ କରିଆସୁଥିବା ଜିଲାର ପ୍ରମୁଖ ଅଙ୍ଗ ଭାବେ ପଟ୍ଟାମୁଣ୍ଡାଇ ବିଧାନସଭା ଆସନ ଓଡ଼ିଶାର ରାଜନୈତିକ ମାନଚିତ୍ରରେ…

ମୌଳିକ ସୁବିଧା ପାଇଁ ବାଧକ ସାଜିଛି ସେତୁ

କେନ୍ଦ୍ରାପଡ଼ା,୧୯ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ସଦର ମହକୁମାର ୪୮ କିଲୋମିଟର ଦୂରରେ ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ଅଛି ା ଏହି ପଞ୍ଚାୟତର ମାତ୍ର ୧୦ କିଲୋମିଟର ଦୂରରେ ଜଗତସିଂହପୁର ଜିଲାର ଶିଳ୍ପାଞ୍ଚଳ। ଗୋଟିଏ ପାର୍ଶ୍ୱରେ ପାଚୁର୍ଯ୍ୟ ରହିଥିବା ବେଳେ ଏପଟେ…

ଯୁବପିଢ଼ି ହିଁ ବଡ଼ଧରଣର ସମାଧାନ କରିପାରିବେ

କେନ୍ଦ୍ରାପଡ଼ା/ଡେରାବିଶ, ୧୮ା୮(ଜଗନ୍ନାଥ ଧଳ/ବେବର୍ତ୍ତା ଅଜୟ ଦାସ): ଆମମାନଙ୍କ ମଧ୍ୟରେ ପ୍ରଶ୍ନ ପଚାରିବାର ମାନସିକତା ପିଲାବେଳେ ଦେଖାଦେଇଥାଏ। ପିଲାମାନେ ପଚାରି ପଚାରି ସବୁକଥା ଜାଣିବାକୁ ପାଇଥାନ୍ତି। ପରବର୍ତ୍ତୀ ସମୟରେ ଆମେ ଯେତେବେଳେ ସମାଜ ଭିତରକୁ ପ୍ରବେଶ କରୁ, ଶିକ୍ଷାନୁଷ୍ଠାନ ଯାଉ ଏବଂ ବୟସ୍କ…

ପଟ୍ଟାମୁଣ୍ଡାଇରେ ବେଧଡ଼କ ଚାଲିଛି ନିଶା କାରବାର

କେନ୍ଦ୍ରାପଡ଼ା,୧୮ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବେଆଇନ ଦେଶୀ ଓ ବିଦେଶୀ ମଦ ସାଙ୍ଗକୁ ଗଞ୍ଜେଇ, ଅଫିମ, ବ୍ରାଉନସୁଗାର କାରବାର କାୟା ମେଲିଛି। ମାତ୍ର ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହଁି ବୋଲି ସାଧାରଣରେ ଅସନ୍ତୋଷ…

ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗାଁକୁ ରାସ୍ତା ନାହିଁ

ମହାକାଳପଡ଼ା,୧୮ା୮ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଭାରତ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗାଁକୁ ରାସ୍ତା ନାହିଁ ବୋଲି କହିଛନ୍ତି ଗ୍ରାମବାସୀ। ଗ୍ରାମର ଛାତ୍ରୀଛାତ୍ରମାନେ ପାଠ ପଢ଼ିବା ପାଇଁ ୨ କି.ମି. ଦୂର ନିକଟ ଉଚ୍ଚ ବିଦ୍ୟାଳୟକୁ ଯାତାୟାତ ପାଇଁ ବର୍ଷାଦିନରେ…

୧୫ବର୍ଷ ଧରି କଣ୍ଠିଆ ସେତୁ ନିର୍ମାଣ ସରୁନି

କେନ୍ଦ୍ରାପଡ଼ା, ୧୭ା୮(ଜଗନ୍ନାଥ ଧଳ)ଚଳିତ ବ୍ରାହ୍ମଣୀ ନଦୀ ବନ୍ୟାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗଁା ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏଠାରେ ଥିବା କଣ୍ଠିଆ ସେତୁ ନିର୍ମାଣ ଦୀର୍ଘ ୧୫ ବର୍ଷ ତଳେ ଆରମ୍ଭ ହୋଇଥିଲା। ତାହା ଅଦ୍ୟାବଧି ଶେଷ ହୋଇନି।…

ପରିତ୍ୟକ୍ତ ଅବସ୍ଥାରେ ସ୍ବାଧୀନତା ସଂଗ୍ରାମର ସ୍ମାରକୀ

ଡେରାବିଶ,୧୫ା୮(ବେବର୍ତ୍ତା ଅଜୟ ଦାସ): ସ୍ବାଧୀନତା ଆନ୍ଦୋଳନରେ କେନ୍ଦ୍ରାପଡ଼ା ଜିଲାର ଭୂମିକା ଅବିସ୍ମରଣୀୟ। ସ୍ବାଧୀନତା ସଂଗ୍ରାମରେ ଜିଲାର କୋଣ ଅନୁକୋଣରୁ ସେ ସମୟରେ ବହୁ ଛାତ୍ର ଓ ଯୁବକ ନିଜକୁ ଉତ୍ସର୍ଗକରି ଆନ୍ଦୋଳନର ବାର୍ତ୍ତା ପ୍ରତ୍ୟେକ ପରିବାରରେ ପହଞ୍ଚାଇଥିଲେ। ଜାତିର ପିତା ଗାନ୍ଧିଜୀଙ୍କ…

କଅଁଳ କାନ୍ଧରେ ବସ୍ତାନି ବୋଝ

ମହାକାଳପଡ଼ା,୧୪ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ପିଲାମାନଙ୍କ ଶାରୀରିକ, ମାନସିକ ଓ ବୌଦ୍ଧିକ ବିକାଶ ହେବା ପାଇଁ ପ୍ରଚୁର ପରିମାଣରେ ଭିଟାମିନ ଆବଶ୍ୟକତା ରହିଛି। ତେବେ ଏହି କୋମଳମତି ପିଲାମାନଙ୍କର ପ୍ରାରମ୍ଭ କାଳରୁ ଶରୀର ଗଠନ ବିକଶିତ ହେବା ପୂର୍ବରୁ ଶାରୀରିକ କଷ୍ଟ ଅନୁଭବ…

ଶିଳ୍ପ ପ୍ରଦୂଷଣରେ ଆକ୍ରାନ୍ତ ଶିଳ୍ପବିହୀନ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା,୧୩ା୮ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ମଧ୍ୟମ ଅଥବା ବୃହତ୍‌ ଶିଳ୍ପ ନାହିଁ। ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବା ବେଳେ ଅନ୍ୟ ତିନିପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ…

ସ୍କୁଲରେ ବଜ୍ରପାତ, ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଗୁରୁତର

ପାଟକୁରା,୧୩ା୮(ରବୀନ୍ଦ୍ର କୁମାର ବାରିକ) କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୁହାନଗରୀ ହାଇସ୍କୁଲ ଉପରେ ଶନିବାର ବଜ୍ରପାତ ହୋଇଛି ା ଅପରାହ୍ନରେ ଘଟିଥିବା ଏହି ଦୁଃଖଦ ଘଟଣାରେ ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଗୁରୁତର ହୋଇଛନ୍ତି ା ସେମାନଙ୍କୁ ନିକଟସ୍ଥ ସିଏଚ୍‌ସିରେ ଭର୍ତ୍ତି କରାଯାଇଛି…

ବନ ବିଭାଗ ଦ୍ୱାରା ୧୩ ଦେଶୀ କୁଜି କଇଁଛ ଜବତ

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦେଶୀ କଇଁଛ ମାଂସ ସହରକୁ ଚାଲାଣ ବୃଦ୍ଧି ପାଇଥିବା ଦେଖିବାକୁ ମିଳୁଛି। ଏହାର ଚାହିଦା ସହର ଅଞ୍ଚଳରେ ରହିଛି ବୋଲି କୁହାଯାଇଛି। ଏହି ଅଞ୍ଚଳର କେତେଜଣ କଇଁଛ ବେପାରୀ…

ଦେଉଳପଡ଼ା ଗଁାରେ ୨ ଡେଙ୍ଗୁ ରୋଗୀ ଚିହ୍ନଟ

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଦେଉଳପଡ଼ା ଗଁାରେ ୨ ଜଣ ମହିଳା ଡେଙ୍ଗୁ ଜ୍ୱରରେ ପୀଡ଼ିତ ହୋଇଥିବା ଚିହ୍ନଟ ହୋଇଛନ୍ତି। ତେବେ ୨ ଡେଙ୍ଗୁ ରୋଗୀ ମହିଳା ଦ୍ୱୟ କଟକ ବଡ଼ ମେଡ଼ିକାଲରେ ଚିକିତ୍ସିତ ହେଉଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri