କେନ୍ଦ୍ରାପଡ଼ା

ନିଶା କବଳରେ ଯୁବଗୋଷ୍ଠୀ, ବଢୁଛି ଅପରାଧ

ପଟ୍ଟାମୁଣ୍ଡାଇ,୨୨ା୩ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ନିଶା କାରବାର ବଢ଼଼ି ଚାଲିଛି। ନିଶାସେବନକାରୀଙ୍କ ସଂଖ୍ୟା ବି ବଢ଼ିଛି। ହାତ ପାହାନ୍ତାରେ ନିଶାଦ୍ରବ୍ୟ ସହଜରେ ମିଳିଯାଉଥିବାରୁ ମାରାତ୍ମକ ନିଶା କବଳରେ ପଡିଲେଣି ଆଜିର ଯୁବପିଢ଼ି। ଅଧିକାଂଶ ଯୁବଗୋଷ୍ଠୀ ମଦ, ଗଞ୍ଜେଇ,…

ଅସରାଏ ବର୍ଷାରେ ବିଦ୍ୟାଳୟରେ ଖେଳୁଛି ପାଣି

ଡେରାବିଶ,୨୦।୩ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଡେରାବିଶ ବ୍ଲକ ଅଧୀନ କୁରୁଜଙ୍ଗାସ୍ଥିତ ଆଦର୍ଶ ବିଦ୍ୟାଳୟ ପାଇଁ ନବ ନିର୍ମିତ ଗୃହ ଅର୍ଦ୍ଧ ନିର୍ମିତ ଅବସ୍ଥାରେ ପଡି ରହିଛି। କେନ୍ଦ୍ରାପଡା ପୂର୍ତ୍ତ ବିଭାଗର ବେପରୁଆ ନୀତି ଯୋଗୁ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ…

ନିଷିଦ୍ଧାଞ୍ଚଳରେ ମତ୍ସ୍ୟଜୀବୀଙ୍କ ଅବାଧ ପ୍ରବେଶ

କେନ୍ଦ୍ରାପଡ଼ା, ୨୦।୩(ଜଗନ୍ନାଥ ଧଳ): ବିଶ୍ୱପ୍ରସିଦ୍ଧ ଗହୀରମଥା ଅନ୍ତୁଡ଼ିଶାଳରେ ସାମୁଦ୍ରିକ କଇଁଛ ଅଲିଭ ରିଡ୍‌ଲେ ସୁରକ୍ଷିତ ନାହାନ୍ତି। ସୁରକ୍ଷା ପାଇଁ ନିକଟରେ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ପର୍ଯ୍ୟଟକଙ୍କ ଅନୁମତିକୁ ବାରଣ ହୋଇଛି। ୨୦୨୩ ନଭେମ୍ବର ପହିଲାରୁ ସାମୁଦ୍ରିକ ଅଞ୍ଚଳକୁ ମତ୍ସ୍ୟଜୀବୀଙ୍କୁ ନିଷିଦ୍ଧ କରାଯାଇଛି।…

କେନ୍ଦ୍ରାପଡ଼ା ରାଜନୀତିରେ ମହିଳାଙ୍କ ପ୍ରତିନିଧିତ୍ୱ କମ୍‌

କେନ୍ଦ୍ରାପଡ଼ା, ୨୦ା୩ (ଜଗନ୍ନାଥ ଧଳ): ଓଡ଼ିଶାରେ ୧୬ଥର ବିଧାନସଭା ଓ ୧୭ଥର ଲୋକ ସଭା ଆସନ ପାଇଁ ନିର୍ବାଚନ ହୋଇଛି। ତେବେ କେନ୍ଦ୍ରାପଡ଼ା ଜିଲା ରାଜନୀତିରେ ସାଂସଦ ଓ ବିଧାୟିକା ଭାବେ ମହିଳାଙ୍କୁ କମ୍‌ ପ୍ରତିନିଧିତ୍ୱ ମିଳିଛି। ସ୍ବାଧୀନତା ସଂଗ୍ରାମ, କ୍ରୀଡ଼ା,…

ବର୍ଷା ପୂର୍ବରୁ ଲୁଣା, କରାଣ୍ଡିଆ ବନ୍ଧ ସୁଦୃଢ଼ ଦାବି

କେନ୍ଦ୍ରାପଡ଼ା,୧୯ା୩ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ଅଛି। ସହରଠାରୁ ୧୦ କି.ମି. ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ,…

ପୌର ପରିଷଦର ସ୍ବଚ୍ଛ ଭାରତ ମିଶନ ଫେଲ୍‌

ପଟ୍ଟାମୁଣ୍ଡାଇ ୧୭ା୩(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲାର ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ କ୍ଷେତ୍ର ଓ ବାଣିଜ୍ୟ କେନ୍ଦ୍ର ଭାବେ ପଟ୍ଟାମୁଣ୍ଡାଇ ପରିଚିତ। ଏଠାକୁ ଦୈନିକ ହଜାର ହଜାର ଲୋକେ ଆସୁଥିବା ବେଳେ ଶୌଚ ଯିବା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ…

କାହା ପାଖକୁ ଯିବ ରାଜନଗର ବିଧାନସଭା ଆସନ

ପଟ୍ଟାମୁଣ୍ଡାଇ,୧୫ା୩ (କଳ୍ପତରୁ ନାୟକ): ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କିଛି ମାସ ହେବ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ପ୍ରସ୍ତୁତି ଜୋର୍‌ଦାର ଚଳାଇ ଆସୁଥିଲେ। ମାତ୍ର କିଛିଦିନ ହେବ ବିଜେଡି-ଭାଜପା…

ଲୁଣାନଦୀ ଉପରେ ସେତୁ: ବ୍ଲକକୁ ୪୦ କିମି ଦୂରତା କମିବ

ମହାକାଳପଡ଼ା, ୧୫ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଦୀର୍ଘବର୍ଷ ଧରି ଦାବି ହୋଇ ଆସୁଥିଲା, ତେରଗାଁ ସଂଲଗ୍ନ ଲୁଣାନଦୀ ଉପରେ ଏକ ସେତୁ ନିର୍ମାଣ ହେଲେ ମହାକାଳପଡ଼ା ମୁଖ୍ୟାଳୟକୁ ୪୦ କିମି ଦୂରତା କମିବ। ସାଧାରଣ ଲୋକ ବ୍ଲକକୁ ଆସିବାକୁ ହେଲେ ୪୦କିମି…

ବ୍ରାହ୍ମଣୀ ଆଁରେ ଜୁଣଗଡି, ପଞ୍ଚୁପଲ୍ଲୀ

ରାଜନଗର, ୧୫ା୩(ଭାସ୍କର ରାଉତରାୟ): ବ୍ରାହ୍ମଣୀ ନଦୀ ଏବେ କୂଳ ଖାଇବାରେ ଲାଗିଛି। ରାଜନଗର ବ୍ଲକର ଜୁଣଗଡି ଓ ପଞ୍ଚୁପଲ୍ଲୀ ନିକଟରେ ୫ ବର୍ଷ ଧରି ପାଟ୍ଟଶାଳା ନଦୀ ପଠା ଖାଇ ରାଜନଗର-ତାଳଚୁଆ ମୁଖ୍ୟ ରାସ୍ତାକୁ ଗିଳିବା ଆରମ୍ଭ କରିଥିଲା। ଏବେ ସେହି…

ପାଟକୁରା ଉପରେ ଭାଜପାର ନଜର,ଆଶାୟୀ ପ୍ରାର୍ଥୀ ଭାବେ ଚର୍ଚ୍ଚାରେ ତେଜେଶ୍ୱର

ଡେରାବିଶ, ୧୪ା୩ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ଗୁରୁତ୍ୱପୂର୍ଣ୍ଣ ପାଟକୁରା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସର ଆଶାୟୀ ପ୍ରାର୍ଥୀମାନେ ଏବେ ଗାଁରେ ନିଜ ଦଳର ବିଭିନ୍ନ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ଚଳିତ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନମଣ୍ଡଳୀକୁ…

୧୪ ବର୍ଷ ପରେ ଗିରଫ ହେଲେ ହତ୍ୟା ଅଭିଯୁକ୍ତ

କେନ୍ଦୁଝର,୧୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘ ୧୪ ବର୍ଷ ଧରି ଫେରାର ଥିବା ହତ୍ୟା ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଅଭୟ କୁଲୁଙ୍କ ନେତୃତ୍ୱରେ ଚଢାଉ କରି ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛନ୍ତି। ୨୦୧୦ରେ ଏକ ହତ୍ୟା ମାମଲାରେ ସେ…

ଆଶାୟୀଙ୍କଠୁ ଆଗରେ ଅରବିନ୍ଦ

କେନ୍ଦ୍ରାପଡ଼ା,୧୦ା୩(ଜଗନ୍ନାଥ ଧଳ): ବିଜେଡିର ପ୍ରତିଷ୍ଠାତା ସଦସ୍ୟ ତଥ ଭାଜପା ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ନିକଟରେ ବିଜେଡିରେ ସାମିଲ ହେବା ପରେ କେନ୍ଦ୍ରାପଡ଼ା ଜିଲା ପାଟକୁରା ରାଜନୀତି ଚଳଚଞ୍ଚଳ ହୋଇଛି । ଗତ ୨୪ ବର୍ଷ ହେଲା ପ୍ରାୟ ସବୁଆଡ଼ୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?