୫ଶହ ବର୍ଷର ଚାକୁଣ୍ଡା ଗଛକୁ କାଟିଦେଲେ: ପକ୍ଷୀ ଡହଳବିକଳ
ମହାକାଳପଡ଼ା,୩।୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ୫୦୦ ବର୍ଷରୁ ଅଧିକ ବିଶାଳ ଚାକୁଣ୍ଡା ଗଛକୁ ପରିଚାଳନା କମିଟି କାଟି ଦେଇଛନ୍ତି। ଏହି ବିଶାଳକାୟ ଗଛଟିର ଐତିହ୍ୟ…
ଏଥର କିଡ୍ନୀ ବାହାରକୁ ଯାଉନାହିଁ
କଟକ/ପଟ୍ଟାମୁଣ୍ଡାଇ, ୨ା୩(ଶିଳ୍ପା ପ୍ରିୟଦର୍ଶିନୀ/କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଶ୍ରୀଓମ୍ ଶିବୁ(୧୮)ଙ୍କ ମୃତ୍ୟୁ ପରେ ତାଙ୍କ କିଡ୍ନୀ ୨ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଉଛି। ରମେଶ ଚନ୍ଦ୍ର ଦାସ ଓ ରଶ୍ମିତା ଦାସଙ୍କ ପୁଅ ଶିବୁଙ୍କର ମୁଣ୍ଡ ବିନ୍ଧିବା ସହ ଆଖିକୁ…
ଅଙ୍ଗ ଦାନ କରି ଦୁଇ ଜୀବନ ବଞ୍ଚାଇଲେ କେନ୍ଦ୍ରାପଡ଼ାର ୧୮ ବର୍ଷୀୟ ଯୁବକ
ଭୁବନେଶ୍ୱର,୧ା୩: ମସ୍ତିଷ୍କ ଟ୍ୟୁମରରେ ପୀଡିତ ଜଣେ ୧୮ ବର୍ଷୀୟ ଯୁବକ ଦୁଇ ଜଣଙ୍କୁ ନିଜର ଅଙ୍ଗ ଦାନ କରି ସେମାନଙ୍କୁ ନୂଆ ଜୀବନ ଦେଇଛନ୍ତି। କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ରମେଶ ଦାସଙ୍କ ପୁଅ ଓମ ଶିବୁ କଟକସ୍ଥିତ ଏସସିବି ମେଡିକାଲ…
ଭୟରେ ଦିନ କାଟୁଛନ୍ତି ୫ ମୌଜାର ବାସିନ୍ଦା
ପଟ୍ଟାମୁଣ୍ଡାଇ,୧ା୩ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳରେ ଗତବର୍ଷ ବ୍ରାହ୍ମଣୀ ଓ କାଣୀନଦୀରେ ଆସିଥିବା ବନ୍ୟାରେ ଅଳପୁଆ ପଞ୍ଚାୟତର ଅଳପୁଆ, ଦାମୋଦରପାଟଣା, ରାମନାଏକଡିଆ, ସୁବଳପୁର, ମଣିରାମପୁର ପ୍ରଭୃତି ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ବେଳେ ନଦୀବନ୍ଧ ବିପଦସଙ୍କୁଳ ଅବସ୍ଥାରେ ରହିଛି। ପ୍ରାୟ…
ଟିକେଟ ଦୌଡ଼ରେ ରତିକାନ୍ତ, ବିଶ୍ୱନାଥ
ଡେରାବିଶ୍, ୧ା୩ (ବେବର୍ତ୍ତା ଅଜୟ ଦାସ):୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପାଟକୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ତାତି ଜୋର ଧରିଛି। ରାଜ୍ୟରେ ନିର୍ବାଚନମଣ୍ଡଳୀର ଅଧିକ ଗୁରୁତ୍ୱ ଥିବା ବେଳେ ଅଣକଂଗ୍ରେସ ଓ ଭାଜପା ଗଡ଼ ଭାବେ ପରିଚିତ ଥିବା ଏହି…
୧୭ବର୍ଷ ହେଲା ଅଧାରେ ପଡ଼ିଛି କଣ୍ଠିଆନାଳ ସେତୁ
ପଟ୍ଟାମୁଣ୍ଡାଇ,୧ା୩ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତ କଣ୍ଠିଆନାଳ ସେତୁ ନିର୍ମାଣ କାର୍ଯ୍ୟ ୧୭ବର୍ଷ ହେବ ବନ୍ଦ ପଡିଥିବା ବେଳେ ୨୦୨୩ରେ ରାଜ୍ୟ ସରକାର ଗ୍ରାମ୍ୟ ଉନ୍ନୟନ ବିଭାଗର ବିଜୁ ସେତୁ ଯୋଜନାରେ ୩୬,୯୧,୩୬,୦୦୦ ଟଙ୍କା ବ୍ୟୟ ଅଟକଳକୁ ମଞ୍ଜୁର ଦେଇ…
ଶାଶୁଘର ଯିବା ଲାଗି ୬ ଘଣ୍ଟା ବସି ରହିଲା କନ୍ୟା
ରାଜନଗର,୨୯ା୨(ଭାସ୍କର ରାଉତରାୟ) କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ହାତିନା ପଞ୍ଚାୟତ କଏଥା ଗାଁର ବରଯାତ୍ରୀଙ୍କ ଗଣ୍ଡଗୋଳ ଯୋଗୁ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା ା ଏଥିପାଇଁ ବରକନ୍ୟାଙ୍କୁ ପ୍ରାୟ ୬ଘଣ୍ଟା ଅଟକି ରହିବାକୁ ପଡିଥିଲା ା ବରପକ୍ଷ ୬୬ହଜାର ଟଙ୍କା…
କାମ ହେଉନି, ଭୟଭୀତ ଅବସ୍ଥାରେ ଅଞ୍ଚଳବାସୀ
ଡେରାବିଶ, ୨୮।୨ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ତ୍ରିପୁରାରୀପୁର (ଘଣ୍ଟପଦା) ଦେଇ ବହିଯାଇଥିବା ବିରୂପା ନଦୀପଠାରେ ଶାଗୁଣାଘାଇଠାରେ ୨୦୨୩ ଡିସେମ୍ବର ୨ ସନ୍ଧ୍ୟାରେ ୧୦୦ ଫୁଟରୁ ଊର୍ଦ୍ଧ୍ୱ ଲମ୍ବର ନଦୀପଠା ୧୫…
ମଞ୍ଚ କଳାକାରଙ୍କୁ ନେଇ ଯାଉଥିବା ବୋଲେରୋ ଗଛରେ ପିଟିହେଲା: ୩ ମୃତ. ୪ ଗୁରୁତର
କେନ୍ଦ୍ରାପଡା,୨୬।୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ କେନାଲ ରାସ୍ତ ରାସ୍ତାର ଓସ୍ତପୁର ଠାରେ ବୋଲେରୋ ଗାଡି ସୋମବାର ସକାଳେ ଦୁର୍ଘଟଣାଗସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ନରଣପୁର ଗ୍ରାମର ଉତମ କୁମାର…
ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଫୁ: ବ୍ରାହ୍ମଣୀରୁ ବାଲି ଉତ୍ତୋଳନ
ପଟ୍ଟାମୁଣ୍ଡାଇ, ୨୬ା୨( କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଅଞ୍ଚଳ ବ୍ରାହ୍ମଣୀ ନଦୀପଠାରୁ ବେଆଇନ ଭାବେ ଦିନରାତି ବାଲି ଚୋରା ଚାଲାଣ ହେଉଛି। ପ୍ରଶାସନ ଆଖିରେ ଧୂଳି ଦେଇ ବାଲି ବ୍ୟବସାୟୀ ମାଲାମାଲ ହେଉଛନ୍ତି। ବେଆଇନ ବାଲି ଉତ୍ତୋଳନ ଯୋଗୁ ନଦୀପଠାରୁ…
ନାଳିଆ ଘାସ ବୃତ୍ତିଧାରୀଙ୍କୁ ପ୍ରୋତ୍ସାହନ ନାହିଁ
କେନ୍ଦ୍ରାପଡ଼ା, ୨୬ା୨(ଜଗନ୍ନାଥ ଧଳ):ନାଳିଆ ଘାସରେ ତିଆରି ଟୋକେଇ, ପାଛିଆ, ନାଳିଆ, ସେର, ମାଣ ଟୁକୁଲି ଆଦି ପ୍ରତ୍ୟେକଙ୍କ ଘରେ ପରିଚିତ। ପ୍ରାୟ ୫୦ବର୍ଷ ଧରି ଏହି ହସ୍ତଶିଳ୍ପ କୌଳିକ ବୃତ୍ତି ହୋଇ ରହିଆସିଛି। ଏଥିରେ ଆର୍ଥିକ ସଶକ୍ତୀକରଣ ହେବା ସହ ପରିବାର…
ବିଜୟ ଦେଲେ ସାଙ୍ଘାତିକ୍ ତଥ୍ୟ ପୁଅ ବିଜେଡିରୁ ଲଢ଼ିବା ନେଇ…
ଡେରାବିଶ,୨୫।୨(ବେବର୍ତ୍ତା ଅଜୟ ଦାସ): ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ପାଟକୁରା ବିଧାନସଭା କ୍ଷେତ୍ରର ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏକଦା ଏହି ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ର…

