ମଧୁରଜଳ ଅଭାବ, ବିପଦରେ ଭିତରକନିକା ହେନ୍ତାଳବଣ
କେନ୍ଦ୍ରାପଡ଼ା,୨୫ା୨(ଜଗନ୍ନାଥ ଧଳ)ଖରାଦିନ ଆରମ୍ଭରୁ ମହାନଦୀରେ ଜଳସଙ୍କଟ ଦେଖାଦେଇଛି। ଶେଷମୁଣ୍ଡରେ ଥିବା ଜାତୀୟ ଉଦ୍ୟାନ ଭିତରକନିକାରେ ମଧୁର ଜଳ ସଙ୍କଟ ଆରମ୍ଭ ହେଲାଣି। ମଧୁର ଜଳ ପାଇଁ ମହାକାଳପଡ଼ା ବନାଞ୍ଚଳରୁ ହରିଣ ଆସି ଗ୍ରାମାଞ୍ଚଳରେ ବିଚରଣ କଲେଣି। ଗୁରୁବାର ଏପରି ଘଟଣାରେ ଗୋଟିଏ…
ଡେରାବିଶ ଆଦର୍ଶ ବିଦ୍ୟାଳୟରେ ଅବ୍ୟବସ୍ଥା
ଡେରାବିଶ,୨୫ା୨(ବେବର୍ତ୍ତା ଅଜୟ ଦାସ)ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟର ସମସ୍ତ ବ୍ଲକରେ ଗୋଟିଏ ଲେଖାଏ ଆଦର୍ଶ ବିଦ୍ୟାଳୟ ଖୋଲିବାକୁ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି ା ହେଲେ ଆଦର୍ଶ ବିଦ୍ୟାଳୟ ଅବ୍ୟବସ୍ଥା ମଧ୍ୟରେ ଚାଲୁଥିବାରୁ…
୬ ଆଶାୟୀଙ୍କ ମଧ୍ୟରୁ ବିଧାୟିକାଙ୍କ ଘରୁ ୨
ଡେରାବିଶ, ୨୪ା୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ପାଟକୁରା ନିର୍ବାଚନମଣ୍ଡଳୀ ଡେରାବିଶ ବ୍ଲକର ୨୬ ପଞ୍ଚାୟତ, ଗରଦପୁର ବ୍ଲକର ୧୮ ଓ ମାର୍ଶାଘାଇ ବ୍ଲକର ୭ ପଞ୍ଚାୟତକୁ ନେଇ ଗଠିତ। ନିର୍ବାଚନମଣ୍ଡଳୀ ନାମ ବହନ କରୁଥିବା ପାଟକୁରାର ଠିକଣା ରହିଛି ଗରଦପୁର…
ବେଳାଭୂମିରେ କୁଆ ଖାଦ୍ୟ ପାଲଟିଛନ୍ତି ଅଲିଭ ରିଡ୍ଲେ
କେନ୍ଦ୍ରାପଡ଼ା, ୨୩ା୨(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ବିଶ୍ୱ ପ୍ରସିଦ୍ଧ ଗହୀରମଥା ଅନ୍ତୁଡିଶାଳରେ ଅଲିଭ ରିଡ୍ଲେ କାଇଁଛଙ୍କ ମୃତ୍ୟୁ ବଢ଼ିବାରେ ଲାଗିଛି। ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ବିକ୍ଷିପ୍ତ ଭାବେ ମୃତ କଇଁଛଙ୍କୁ ଦେଖିବାକୁ ମିଳୁଛି। ବନ ବିଭାଗ ରିପୋର୍ଟରେ ମାତ୍ର ୯୯ଟି ଅଲିଭ ରିଡ୍ଲେ…
କଟକଣାକୁ ଫୁ, ଅବାଧରେ ଚାଲିଛି ଶିକାର
କେନ୍ଦ୍ରାପଡ଼ା, ୨୨ା୨ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ଜାତୀୟ ଉଦ୍ୟାନ ଭିତରକନିକାରେ ବନ ବିଭାଗ କଟକଣାକୁ ଶିକାରୀ ଫୁ କରି ଅବାଧରେ ଶିକାର କରୁଛନ୍ତି। ୩ଦିନ ତଳେ ଭିତରକନିକା ମଧ୍ୟରୁ ହରିଣ ଶିକାର ଅଭିଯୋଗରେ ଶୈଳେନ୍ଦ୍ରସରାଇ ଗଁାର ସୁରେନ୍ଦ୍ର ଦାସଙ୍କଠାରୁ ବନ ବିଭାଗ…
ପ୍ରାଣୀଧନ ଚିକିତ୍ସା ପ୍ରତି ଅବହେଳା
ପଟ୍ଟାମୁଣ୍ଡାଇ, ୨୨ା୨(କଳ୍ପତରୁ ନାୟକ)ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ପାଇଁ ସରକାର ପ୍ରାଣୀଧନ ପାଳନକୁ ପ୍ରୋତ୍ସାହନ ଦେଉଛନ୍ତି। ଏଥିପାଇଁ ଚାଷୀମାନଙ୍କୁ ବ୍ୟାଙ୍କ ଜରିଆରେ ଋଣ ସହାୟତା ଯୋଗାଇ ଦିଆଯାଉଛି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବ୍ୟାଙ୍କଗୁଡ଼ିକ ଦ୍ୱାରା ସମୟୋପଯୋଗୀ ଋଣ ବ୍ୟବସ୍ଥା କରାଯାଉ…
ପଟ୍ଟାମୁଣ୍ଡାଇ ପୌରାଞ୍ଚଳ: ବୃଦ୍ଧି ପାଉଛି ମଶା ଉପଦ୍ରବ
ପଟ୍ଟାମୁଣ୍ଡାଇ,୨୦ା୨ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ମଶାବଂଶ ବୃଦ୍ଧି ଚିନ୍ତାର କାରଣ ହୋଇପଡ଼ିଥିବା ବେଳେ ଏମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ପୌର କର୍ତ୍ତୃପକ୍ଷ ପରିମଳ ବ୍ୟବସ୍ଥା ପ୍ରତି ଯଥେଷ୍ଟ ଧ୍ୟାନ ଦେଉ ନ ଥିବାରୁ ମଶା ସହରବାସୀଙ୍କୁ ଅଥୟ କରିଦେଲେଣି। ଏହାର ନିରାକରଣ…
ନରମ ହାତରେ ତିଆରି ହେଉଛି ଘରକରଣା ସାମଗ୍ରୀ
ମହାକାଳପଡ଼ା,୨୦ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ପଢ଼ିବି ବଢ଼ିବି ଶ୍ରେଷ୍ଠ ହେବି, ଭବିଷ୍ୟତର ଅସୁମାରୀ ସୁନେଲି ସ୍ବପ୍ନକୁ ମନ ଭିତରେ ଜାବୁଡ଼ି ଧରି ଭାଗ୍ୟ ଓ ଭବିଷ୍ୟତର ସ୍ବପ୍ନ ଦେଖୁଛନ୍ତି ବାପାର କମାରଶାଳରେ ୨ ଭଉଣୀ। ଦୃଢ଼ ଇଚ୍ଛା ଶକ୍ତି, କଠିନ ପରିଶ୍ରମ ଆଗରେ ସତେ…
ଲଢ଼ିବେନି ଦେବେନ୍ଦ୍ର, ଝିଅ ପାଇଁ ବାଟ ଛାଡ଼ିଲେ
ଆଳି,୨୦ା୨(ବନମାଳୀ ସେନାପତି): ୨୦୨୪ ସାଧାରଣ ନିର୍ବାଚନକୁ ନେଇ ଆଳି ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନୀ ଉଷ୍ମତା ଦେଖାଦେଲାଣି। ଆଳିର ପୂର୍ବତନ ବିଧାୟକ ତଥା କଂଗ୍ରେସ ନେତା ଦେବେନ୍ଦ୍ର ଶର୍ମା ଚଳିତ ଥର ନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିଛନ୍ତି। ତାଙ୍କ ବଦଳରେ…
କାଞ୍ଜିଆହୁଦା ପରିକଳ୍ପନା ଯୋଜନା ଦିଗହରା
ପଟ୍ଟାମୁଣ୍ଡାଇ,୧୭ା୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଗଳିକନ୍ଦିରୁ ମୁଖ୍ୟ ରାସ୍ତା ଉପରେ ମାଳମାଳ ବୁଲା ଗୋରୁ ବୁଲୁଛନ୍ତି। ସହରର ମୁଖ୍ୟ ରାସ୍ତା ଅବରୋଧ ଯୋଗୁ ଯାଆଆସ କରିବାରେ ସମସ୍ୟା ସୃଷ୍ଟି ହେଉଛି। ଅନ୍ୟପକ୍ଷେ ଷଣ୍ଢ ଲଢ଼େଇ ଚିନ୍ତାର ବିଷୟ…
ଆଜି ୬ ଜିଲାକୁ ‘ଲକ୍ଷ୍ମୀ’ ବସ୍ ସେବା ଆରମ୍ଭ, ଉପକୃତ ହେବେ ଖୋର୍ଦ୍ଧା-ପୁରୀ-କେନ୍ଦ୍ରାପଡ଼ା-ଭଦ୍ରକ-ଯାଜପୁର-ନୟାଗଡ଼ବାସୀ
ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲାରେ ଗଡ଼ିବ ‘ଲକ୍ଷ୍ମୀ ବସ୍’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ଏସବୁ ଜିଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଗାଁ ଲୋକମାନେ…
ମେମୁ ଟ୍ରେନ୍ ଭିତ୍ତିଭୂମି ତଦାରଖ ଏବେ ବି ଅଧୁରା
କେନ୍ଦ୍ରାପଡ଼ା, ୧୬ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଯାତ୍ରୀବାହୀ ରେଳ ଚଳାଚଳ ଜିଲାବାସୀଙ୍କ ଦୀର୍ଘଦିନର ସ୍ବପ୍ନ ରହିଛି। ଜିଲା ମଧ୍ୟ ଦେଇ ୨୦୨୦ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏବେ ଦୈନିକ ୩୦ରୁ ଅଧିକ ମାଲବାହୀ ଟ୍ରେନ୍…

