ବଢୁଛି ଭେଜାଲ, ରଙ୍ଗମିଶା ଖାଦ୍ୟ ବିକ୍ରି
କେନ୍ଦ୍ରାପଡ଼ା,୧୪ା୭(ଜଗନ୍ନାଥ ଧଳ): ଗ୍ରାହକଙ୍କୁ ଆକୃଷ୍ଟ କରିବା ପରି ଖାଦ୍ୟ ସାମଗ୍ରୀ ଷ୍ଟଲ୍ ବା ଦୋକାନରେ ସଜା ହେଉଛି। ରଙ୍ଗବେରଙ୍ଗ ମିଠା ସହ ଅନ୍ୟାନ୍ୟ ଖାଦ୍ୟ ଗ୍ରାହକଙ୍କ ମନ ମୋହୁଛି। ତେବେ ଏହି ରଙ୍ଗିନ ଖାଦ୍ୟ କେନ୍ଦ୍ରାପଡ଼ା ଜିଲାରେ ବିଭିନ୍ନ ରୋଗର କାରଣ…
ମହିଳା, ଶିଶୁଙ୍କଠାରେ ରକ୍ତହୀନତା ବଢୁଛି
କେନ୍ଦ୍ରାପଡ଼ା,୧୩।୭ (ଜଗନ୍ନାଥ ଧଳ)ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ (ଏନ୍ଏଫ୍ଏଚ୍ଏସ୍- ୫) କେନ୍ଦ୍ରାପଡ଼ା ଜିଲାର ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟକୁ ନେଇ ଉଦ୍ବେଗଜନକ ରିପୋର୍ଟ ପ୍ରକାଶ କରିଛି। ଏନ୍ଏଫ୍ଏଚ୍ଏସ୍- ୪ ତୁଳନାରେ ୬ ବର୍ଷ ମଧ୍ୟରେ ୧୬.୫ ପ୍ରତିଶତ ମହିଳା ରକ୍ତହୀନତା ରୋଗରେ…
ଛିଣ୍ଡା ପଲିଥିନ ତଳେ ଅସହାୟ ବୃଦ୍ଧାଙ୍କ ଜୀବନ
ମହାକାଳପଡ଼ା, ୧୧ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅନୁସୂଚିତ ଜନଜାତି ସମ୍ପ୍ରଦାୟଙ୍କ ବିକାଶ କଥା କହୁଥିବା ବେଳେ ତୃଣମୂଳ ସ୍ତରରେ ବିକାଶର ବାସ୍ତବ ଚିତ୍ର ଠିକ୍ ଓଲଟା। ବୟସର ଅପରାହ୍ନରେ ଆଖିକୁ ଭଲ ଭାବେ ଦିଶୁନାହିଁ।…
ମୌସୁମୀ ବର୍ଷାର ଲୁଚକାଳି ଖେଳ, ଚିନ୍ତାରେ ଚାଷୀ
ମହାକାଳପଡ଼ା,୧୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚଳିତବର୍ଷ ଜୁନ୍ ମାସ ତୃତୀୟ ସପ୍ତାହରେ ଦକ୍ଷିଣ ପଶ୍ଚିମ ମୌସୁମୀ ବର୍ଷା ଓଡ଼ିଶା ଉପକୂଳ ଛୁଇଁଥିଲେ ମଧ୍ୟ ଆଶାନୁରୂପକ ବର୍ଷା ହେଉନାହିଁ। ଫଳରେ ସ୍ଥାନୀୟ ଚାଷୀମାନଙ୍କ ଜମିରେ ପାଣି ନ ଥିବାରୁ ତଳି ଧାନ ନଷ୍ଟହେବାକୁ ବସିଲାଣି।…
ସାନିଟାଇଜରରେ ନିଆଁ ଲାଗି ବିସ୍ଫୋରଣ: ୨ ଭଉଣୀ ଗୁରୁତର
ଆଳି,୧୧ା୭(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଚୁଲିରେ ୨ ଭଉଣୀ ପୁରି ଛାଣୁଥିବା ବେଳେ ଚୁଲି ପାଖରେ ଥିବା ଏକ ସାନିଟାଇଜର ଡବାରେ ନିଆଁ ଲାଗି ବିସ୍ଫୋରଣ ହୋଇଥିଲା।…
ଫସଲ ବୀମାରୁ ବଞ୍ଚିତ ଅଣଋଣୀ ଚାଷୀ
କେନ୍ଦ୍ରାପଡ଼ା,୧୦ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର କୃଷି ଉତ୍ପାଦ ପାଇଁ ଜଳ ପରିଚାଳନା ଏକ ବଡ଼ ସମସ୍ୟା। ବର୍ଷା ଓ ବନ୍ୟା ସମୟରେ କ୍ଷେତରୁ ଜଳ ନିଷ୍କାସନ ନ ହେବାରୁ ଫସଲ ନଷ୍ଟ ହେଉଛି। ସେହିପରି ଜଳସେଚନ କ୍ଷେତ ଜମି ଅତି…
ସଂସ୍କୃତ ଭାଷା ନ ବଞ୍ଚିଲେ ସଂସ୍କୃତି ଲୋପ ପାଇବ
କେନ୍ଦ୍ରାପଡ଼ା,୧୦ା୭ (ଜଗନ୍ନାଥ ଧଳ): ଦିନ ଥିଲା ସଂସ୍କୃତ ଭାଷା ଦେଶବାସୀଙ୍କ ପ୍ରାଣର ଭାବାବେଗ ସହିତ ଜଡ଼ିତ ଥିଲା। ସଂସ୍କୃତ ଭାଷା ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିବାକୁ ସକ୍ଷମ ହେଉଥିଲା। ଜାତୀୟ ଏକତାକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲା। ଆର୍ଯ୍ୟ…
ତାଳ, ହେନ୍ତାଳ ପ୍ରାକୃତିକ ବିପର୍ଯ୍ୟୟକୁ ସାମ୍ନା କରିବ
ମହାକାଳପଡ଼ା,୧୦ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ଚଳିତ ମୌସୁମୀ ବର୍ଷାଋତୁରେ ପ୍ରାକୃତିକ ବିପର୍ଯ୍ୟୟ ଅଧିକ ଆଶଙ୍କା ରହିଛି ବୋଲି ସରକାରୀ ସ୍ତରରେ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି କୁହାଯାଇଛି। ବିଶେଷକରି ଚଳିତବର୍ଷରେ ପ୍ରଶାନ୍ତ ମହାସାଗର ପାର୍ଶ୍ୱରୁ ସ୍ଥଳ…
୩୫ ଦିନ ପରେ ବିଏଲଏଫ୍ ପ୍ରକୋଷ୍ଠରୁ ଖୋଲିଲା ତାଲା
ଡେରାବିଶ,୯।୭(ବେବର୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ମିଶନଶକ୍ତି ବିଭାଗ ପକ୍ଷରୁ ଏମ୍ବିକେ, ସିଆର୍ପି ଓ ବ୍ୟାଙ୍କମିତ୍ର ପଦବୀ ପାଇଁ ଗତ ମାର୍ଚ୍ଚ ୧ରୁ ଆରମ୍ଭ ହୋଇଥିବା ଚୟନ ପ୍ରକ୍ରିୟାକୁ ନେଇ ଗତ ୪ ମାସ ହେବ ବିବାଦ ଲାଗି ରହିଛି…
ପୂଜାପାଠ କରୁଥିବା ବ୍ରାହ୍ମଣ ପୁଅଙ୍କୁ କନ୍ୟା ମିଳୁନାହାନ୍ତି
କେନ୍ଦ୍ରପଡ଼ା,୭ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପୂଜାପାଠ କରୁଥିବା ବ୍ରାହ୍ମଣ ବରକୁ କନ୍ୟା ମିଳୁନାହାନ୍ତି। ଏଥିଯୋଗୁ ବ୍ରାହ୍ମଣ ପୁଅ ଏବେ ଯଜମାନୀ ଛାଡ଼ି ବିଦେଶରେ ଚାକିରି କରିବାକୁ ବାହାରିଲେଣି। ବ୍ରାହ୍ମଣ ଜାତିର ଝିଅ ମିଳୁ ନ ଥିବାରୁ ଏବେ ସେମାନେ…
ହାଣ୍ଡିଶାଳରୁ ସ୍କୁଲ ହଣ୍ଡା ପର୍ଯ୍ୟନ୍ତ ମହଙ୍ଗା ମାଡ଼
କେନ୍ଦ୍ରାପଡ଼ା,୭ା୭ (ଜଗନ୍ନାଥ ଧଳ): ରାଜ୍ୟ ସରକାର ମିଶନ ଶକ୍ତି ମାଧ୍ୟମରେ ମହିଳାଙ୍କୁ ସ୍ବାବଲମ୍ବୀ କରୁଛନ୍ତି। ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀକୁ ଅନୁଦାନ ଯୋଗାଇ ମିଶନ ଶକ୍ତି କାଫେ ଖୋଲାଇଛନ୍ତି। ଏହି କାଫେ ବଜାରର ମହଙ୍ଗା ମାଡ଼ରୁ ନିସ୍ତାର ନ ପାଇ ବନ୍ଦ…
ଦେଢ଼ମାସର ଶିଶୁକନ୍ୟା ତଣ୍ଟି ଚିପି ହତ୍ୟା କଲେ ମା’
ଆଳି,୫।୭(ବନମାଳୀ ସେନାପତି): ଜଣେ ମା’ ଅଧରାତିରେ ନିଜ ଦେଢ଼ମାସର ଶିଶୁକନ୍ୟାର ତଣ୍ଟିଚିପି ହତ୍ୟା କରିଛନ୍ତି। ଏନେଇ ଶିଶୁକନ୍ୟାଙ୍କ ଜେଜେମା’ ଅଭିଯୋଗ ଆଣିଛନ୍ତି। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ନଦୀନାଳଘେରା ପଦନୀପାଳ ଗଁାରେ। ପଦନୀପାଳ ଗଁାର ବାସନ୍ତୀ…
Archives


