କେନ୍ଦ୍ରାପଡ଼ା

ଜଙ୍ଗଲ ଭ୍ରମ ସୃଷ୍ଟି କରୁଛି ଗୋବରୀ ନଦୀ

କେନ୍ଦ୍ରାପଡ଼ା, ୧୫ା୨ (ଜଗନ୍ନାଥ ଧଳ)ପଟ୍ଟାମୁଣ୍ଡାଇରୁ ବ୍ରାହ୍ମଣୀ ନଦୀ ଓ କେନ୍ଦ୍ରାପଡ଼ା ବ୍ଲକ ଅଞ୍ଚଳର ଗୋବରୀ ନଦୀ ମଧ୍ୟରେ ଥିବା ସଂଯୋଗୀକରଣ ଜଳପଥ ଏବେ ବନ୍ଦ ହୋଇପଡ଼ିଛି। ଫଳରେ ଗୋବରୀ ନଦୀ ଜଳପଥ ପୋତି ହୋଇ ବଣୁଆ ଜଙ୍ଗଲରେ ପରିଣତ ହୋଇଛି। ଫଳରେ…

ଭିନ୍ନକ୍ଷମ ହୋଇ ମଧ୍ୟ ସକ୍ଷମ ବସନ୍ତ

ଆଳି, ୧୫ା୨(ବନମାଳୀ ସେନାପତି)ଦିନେ ସେ ସୁନା କାରିଗର ଭାବେ ରାଜଧାନୀ ଭୁବନେଶ୍ୱରର ଏକ ସୁନା ଦୋକାନରେ କାମ କରି ପରିବାର ପ୍ରତିପୋଷଣ କରୁଥିଲେ। କିନ୍ତୁ ଏକ ସଡ଼କ ଦୁର୍ଘଟଣାରେ ସେ ତାଙ୍କ ବାମ ଗୋଡ଼ ହରାଇବା ପରେ ଏବେ ତାଙ୍କ ଜୀବନର…

ମୋବାଇଲ ଟର୍ଚ୍ଚରେ ରୋଗୀ ସେବା, ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ଡେରାବିଶ, ୧୪ା୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଟି ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବାରୁ ରୋଗୀଙ୍କ ପାଇଁ ଗୁରୁତ୍ୱ ବହନ କରୁଛି। ମାତ୍ର ସ୍ବାସ୍ଥ୍ୟକେନ୍ଦ୍ରରେ ଦିନକୁ ଦିନ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସୋମବାର…

ସରକାରୀ କାର୍ଯ୍ୟାଳୟ ଦୁର୍ନୀତି ବଢ଼ିଚାଲିଛି

ପଟ୍ଟାମୁଣ୍ଡାଇ,୧୪।୨(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ଏ ନେଇ ଗଣମାଧ୍ୟମରେ ଖବର ପ୍ରସାରଣ ହେଉଛି। ମାତ୍ର ବିଭାଗୀୟ ସରକାରୀ ଅଧିକାରୀମାନେ ଅଭିଯୋଗକୁ ଭ୍ରୂକ୍ଷେପ ନ…

ଗୋବରୀ ନଦୀ ପୋତି ହୋଇ ଜଙ୍ଗଲରେ ପରିଣତ

କେନ୍ଦ୍ରାପଡ଼ା, ୧୪।୨ (ଜଗନ୍ନାଥ ଧଳ): ପଟ୍ଟାମୁଣ୍ଡାଇରୁ ବ୍ରାହ୍ମଣୀ ନଦୀ ଓ କେନ୍ଦ୍ରାପଡ଼ା ବ୍ଲକ ଅଞ୍ଚଳର ଗୋବରୀ ନଦୀ ମଧ୍ୟରେ ଥିବା ସଂଯୋଗୀକରଣ ଜଳପଥ ଏବେ ବନ୍ଦ ହୋଇପଡ଼ିଛି। ଫଳରେ ଗୋବରୀ ନଦୀ ଜଳପଥ ପୋତି ହୋଇ ବଣୁଆ ଜଙ୍ଗଲରେ ପରିଣତ ହୋଇଛି।…

ସାକ୍ଷରତା ଅନୁସାରେ ନିଯୁକ୍ତି ନାହିଁ

କେନ୍ଦ୍ରାପଡ଼ା, ୧୩ା୨ (ଜଗନ୍ନାଥ ଧଳ):ରାଜ୍ୟର ଅନ୍ୟ ଜିଲା ତୁଳନାରେ କେନ୍ଦ୍ରାପଡ଼ାରେ ସାକ୍ଷରଙ୍କ ସଂଖ୍ୟା କମ୍‌ ନୁହେଁ। ଏଠାରେ ୮୫.୯୩ ପ୍ରତିଶତ ସାକ୍ଷର। ୫୭ହଜାରରୁ ଅଧିକ ସ୍ନାତକ ଓ ତାହାଠାରୁ ଉପର ଡିଗ୍ରୀଧାରୀ ଜିଲା କର୍ମନିୟୋଜନ କେନ୍ଦ୍ରରେ ନାମ ପଞ୍ଜୀକରଣ କରିଛନ୍ତି। ସେହିପରି…

ବାଇପାସ୍‌ ରାସ୍ତା ନିର୍ମାଣ: ପୋତିହେଲାଣି କେନାଲ ଶଯ୍ୟା

ପଟ୍ଟାମୁଣ୍ଡାଇ,୧୨/୨(କଳ୍ପତରୁ ନାୟକ):କଟକ ଜଗତପୁରଠାରୁ ବାହାରିଥିବା କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇର ଅଳଭା-ଗଣ୍ଡାକିଆ-କୋରିଆପଲା ପର୍ଯ୍ୟନ୍ତ ଯାଇଥିବା ପଟ୍ଟାମୁଣ୍ଡାଇ କେନାଲ ପ୍ରତି ବିପଦ ସୃଷ୍ଟି ହୋଇଛି। ଜଳ ସମ୍ପଦ ବିଭାଗର ଖାମଖିଆଲି ନୀତି ଏବଂ ପୂର୍ତ୍ତ ବିଭାଗର ଅଣଦେଖା ପାଇଁ ଠିକାଦାର କେନାଲ ବନ୍ଧକୁ ହାଣି…

ମହିଳାଙ୍କୁ କାଇଁଚ ହସ୍ତଶିଳ୍ପ କରୁଛି ସ୍ବାବଲମ୍ବୀ

କେନ୍ଦ୍ରାପଡ଼ା, ୧୧ା୨ (ଜଗନ୍ନାଥ ଧଳ)ବଣୁଆ କାଇଞ୍ଚ ଏବେ କେନ୍ଦ୍ରାପଡ଼ା ଜିଲାର ୧୮୬୪ ପରିବାରର ମହିଳାଙ୍କୁ ରୋଜଗାର ଦେଉଛି। ଜିଲାକୁ ସ୍ବତନ୍ତ୍ର ପରିଚୟ ଦେବା ସହ ଏଥିରୁ ଉତ୍ପାଦିତ ସାମଗ୍ରୀର ଦେଶ ବିଦେଶରେ ଚାହିଦା ବଢ଼ିଛି। ଏ ସମ୍ପର୍କରେ କାଇଁଚ ହସ୍ତଶିଳ୍ପୀ କେନ୍ଦ୍ରାପଡ଼ା…

ଭୋଟର କ୍ରମାଗତ ଭିନ୍ନ ଦଳର ନୂଆ ନେତୃତ୍ୱ ବାଛୁଛନ୍ତି

ପଟ୍ଟାମୁଣ୍ଡାଇ, ୯ା୨ (କଳ୍ପତରୁ ନାୟକ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀର ନେତାମାନେ ତତ୍ପର ହୋଇଉଠିଲେଣି। ଏଭଳିସ୍ଥଳେ ପାନଦୋକନଠାରୁ ଆରମ୍ଭ କରି ବାଟଘାଟରେ କିଏ କେଉଁ ଦଳରୁ ପ୍ରାର୍ଥୀ ହେବ ସେ ନେଇ…

ଉଠିଯିବ ଦ୍ୱୀପାଞ୍ଚଳ ଡିଭିଜନ, ଚାଷୀମୁଣ୍ଡରେ ହାତ

କେନ୍ଦ୍ରାପଡ଼ା, ୮ା୨ (ଜଗନ୍ନାଥ ଧଳ)ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ଏବେ ଚାଷୀଙ୍କ ପାଇଁ ମରୀଚିକା ପାଲଟିଛି। ପ୍ରକଳ୍ପ ଅଧୀନ କେନାଲ ଉଦ୍‌ଘାଟନକୁ ପ୍ରାୟ ୨ ବର୍ଷ ହୋଇଥିଲେ ମଧ୍ୟ ଖରିଫ ଓ ରବି ଚାଷ ପାଇଁ ବୁନ୍ଦାଏ ପାଣି ଆସିନାହିଁ। ଅଦ୍ୟାବଧି…

ଅସ୍ତ୍ରୋପଚାର ପରେ ମହିଳାଙ୍କୁ ଚଟାଣରେ ଶୁଆଇଦେଲେ

ରାଜକନିକା,୮ା୨(ସଞ୍ଜୟ କୁମାର ଦାଶ)ଜନସାଧାରଣଙ୍କ ମୌଳିକ ସମସ୍ୟା ମଧ୍ୟରୁ ସ୍ବାସ୍ଥ୍ୟସେବା ପ୍ରମୁଖ । ଏହାକୁ ନଜରରେ ରଖି ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବାର ଉନ୍ନତି ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ମାଗଣା ଔଷଧ ସହ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ମହିଳା ବାକରଣ…

ଜମାକାରୀଙ୍କ ଆକାଉଣ୍ଟରୁ କୋଟିଏରୁ ଊର୍ଦ୍ଧ୍ୱ ଉଠାଇନେଲେ

ଆଳି,୫ା୨(ବନମାଳୀ ସେନାପତି):ଲକ୍ଷେ ନୁହେଁ କି ଦୁଇ ଲକ୍ଷ ନୁହେଁ ପାଖାପାଖି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଜମାକାରୀଙ୍କ ଅଜାଣତରେ ସେମାନଙ୍କ ବ୍ୟାଙ୍କ ଖାତାରୁ ଠକି ନେଇଛନ୍ତି ବ୍ୟାଙ୍କ କର୍ମଚାରୀ। ଖାତାଧାରୀଙ୍କ ବିନା ଉପସ୍ଥିତିରେ କିପରି ସେମାନଙ୍କ ଆକାଉଣ୍ଟରୁ ଟଙ୍କା ଉଠିଲା ତାହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?