ନକଲି ଜାତି ଓ ଜମିପଟ୍ଟା ପ୍ରମାଣପତ୍ର ମାମଲା: ତଦନ୍ତ ଆରମ୍ଭ କଲା ଯୁଗ୍ମ କମିଟି
ମହାକାଳପଡ଼ା,୧୯ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବୃଦ୍ଧି ପାଉଛି ନକଲି ଜାତି ଓ ଜମି ପଟ୍ଟା ପ୍ରମାଣପତ୍ର। କେତେଜଣ ମଧ୍ୟସ୍ଥ ସରକାରୀ ଅଧିକାରୀଙ୍କୁ ମୋଟାଅଙ୍କର ଅର୍ଥ ଦେଇ ପ୍ରମାଣପତ୍ର ହାସଲ କରୁଛନ୍ତି। ଜମିବାଡ଼ି କିଣାବିକା ସମୟରେ…
ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର
ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ ଉଦ୍ୟାନ ସହିତ ବ୍ରାହ୍ମଣୀ ଓ ବୈତରଣୀ ନଦୀର ସଂଯୋଗ ରହିଥିବାରୁ କୁମ୍ଭୀରମାନେ ବନ୍ୟା…
ଗାଁକୁ ଫେରିବା ବାଟରେ ବନ୍ୟାପାଣିରେ ଭାସିଗଲେ କୁଶାସନ, ତାପରେ….
ରାଜନଗର,୧୮।୮(ଭାସ୍କର ରାଉତରାୟ ): ବ୍ରାହ୍ମଣୀରେ ଦ୍ୱିତୀୟ ବନ୍ୟା ଆସିବା ଫଳରେ ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଓ ରାଜନଗର ଅଂଚଳରରେ ଲୋକଙ୍କ ମନରେ ଭୟର ବାତାବାରଣ ଦେଖାଦେଇଛି । ସୋମବାର ବଳଭଦ୍ରପୁର ଗ୍ରାମର କୁଶାସନ ମହାନ୍ତି ଶ୍ରୀରାମପୁର ଗ୍ରାମରୁ ସନ୍ଧ୍ୟା…
ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ
ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ ସଙ୍କେତ ୧୬ ଫୁଟ ଥିବା ବେଳେ ବର୍ତ୍ତମାନ ୨୦ ଫୁଟ ଉଚ୍ଚରେ ବନ୍ୟାଜଳ…
ବର୍ଷାରେ ଧସିଲା ଗାର୍ଡ଼ ୱାଲ୍, ନଦୀକୂଳ ବାସୀ ଭୟଭିତ
ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍ ଗେଟର ଗାର୍ଡ ୱାଲ୍ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା ପରେ ନଦୀକୂଳ ବାସୀ ଆତଙ୍କିତ ହୋଇପଡିଛନ୍ତି । ଗାର୍ଡ ୱାଲ୍ ଦୀର୍ଘ ଦିନ…
କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍ ପିଲା
ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି ଆବାସିକ ସ୍କୁଲ୍ରୁ । ୩ ଶହ ପିଲା ଫସି ରହିଥିବା ଜଣାପଡିଛି ।…
ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି
ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ ଜଳ ପ୍ଲାବିତ ହୋଇଛି। ଜଳ ନିଷ୍କାସନ ପଥ ଅବରୋଧ ଯୋଗୁ ଚାଷୀ ଉତ୍ତ୍ୟକ୍ତ…
ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍, ନିମ୍ନମାନର ନିର୍ମାଣ ନେଇ…
ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି ଏକାବେଳକେ ୩ଟି ବଡ଼ ଟ୍ରକ୍ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି। ମିଳିଥିବା ସୂଚନା…
ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା
ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଥିବା ଅଭିଯୋଗ ହୋଇଛି। ୮୦ତମ ସ୍ୱାଧୀନତା ଦିବସ…
ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ
ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ ନିଜ ଚାମ୍ବରରେ କାର୍ଯ୍ୟରତ ଥିବା ବେଳେ ଭାଜପା ନେତା ଉମାକାନ୍ତ ପଟ୍ଟନାୟକ ତାଙ୍କ…
ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ
ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍ ଦ୍ୱିତୀୟ ସପ୍ତାହରୁ ଖରିଫ୍ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ ପ୍ରଥମ ସପ୍ତାହରେ ଲଘୁଚାପଜନିତ ବର୍ଷା ପରେ ବୁଣାଯାଇଥିବା ଧାନ ବିହନ ପାଣିରେ ବୁଡ଼ି…
ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…
ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଭୋଟିଂ ଶେଷ ହୋଇଛି। ଅପରପକ୍ଷରେ ସରପଞ୍ଚ ଓଝା…

