କେନ୍ଦ୍ରାପଡ଼ା

ବାପାଙ୍କୁ ଘାରିଛି ପୁଅକୁ ଡାକ୍ତର କରିବା ଚିନ୍ତା

ରାଜକନିକା,୧।୬(ଡି.ଏନ.ଏ.): ସବୁ ଛାତ୍ରୀଛାତ୍ର ନିଜ ଲକ୍ଷ୍ୟ ପୂରଣ କରିବା ପାଇଁ ଦିନରାତି ଏକାଠି କରି ଦିଅନ୍ତି। ସେମାନେ କଠିନ ପରିଶ୍ରମ କରି ଭବିଷ୍ୟତ ପାଇଁ ବହୁ ସ୍ବପ୍ନ ଦେଖନ୍ତି। ହେଲେ ଅଧିକାଂଶ ସମୟରେ ସେମାନଙ୍କ ଚଲାପଥରେ ବାଧକ ସାଜେ ଦାରିଦ୍ର୍ୟତା।...

ତଟକ୍ଷୟ ଛଡ଼ାଇନେଲା ସାତଭାୟାର ଚାଷ,ବାସ

କେନ୍ଦ୍ରାପଡ଼ା ଅଫିସ,୧।୬: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ଅଞ୍ଚଳ ବିଶ୍ୱତାପନ ଓ ଏହାର କୁପ୍ରଭାବ ସମ୍ପର୍କରେ ଉଦାହରଣ ସାଜିଛି। ସମୁଦ୍ର ତଟକ୍ଷୟ ସାତଭାୟା ଚାଷ ଓ ବାସକୁ ନଷ୍ଟ କରିଛି। ଜୀବନ ଜୀବିକା ପାଇଁ କର୍ମ ଅନ୍ବେଷଣରେ ଅଧିକାଂଶ...

ଜାତୀୟ ଉଦ୍ୟାନ ପରିବେଶ ନଷ୍ଟ ହେବ

କେନ୍ଦ୍ରାପଡ଼ା ଅଫିସ, ୩୧ା୫: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଶିଳ୍ପ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ ସରକାର ଆର୍ସେଲର ମିତ୍ତଲଙ୍କ ପେଲେଟ ପ୍ଲାଣ୍ଟ ସହିତ ଜାପାନର ନିପ୍ପନ ଷ୍ଟିଲକୁ ଯୋଡ଼ି ବୃହତ୍‌ ଶିଳ୍ପର ଯୋଜନା କରୁଛନ୍ତି।...

୪ଟି ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ଫେରାର

ଡେରାବିଶ,୩୧ା୫ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ରଘୁଦେଇପୁର ପଞ୍ଚାୟତ ବେଲାରପୁର ଗ୍ରାମର ୫ ଜଣ ଅଭିଯୋଗକାରୀଙ୍କ ନାମରେ ୪ଟି ମାମଲା କରି ନ୍ୟାୟ ଅପେକ୍ଷାରେ ରହିଛନ୍ତି। ହେଲେ ଅଭିଯୁକ୍ତ ଜଣକ ଫେରାର ହୋଇ ଯାଇଛନ୍ତି। ଫଳରେ ପୋଲିସ...

ଭିନ୍ନକ୍ଷମ ଆଥ୍‌ଲେଟ ସ୍ବର୍ଣ୍ଣଲତାଙ୍କୁ ସରକାରୀ ସହାୟତା ମିଳୁନି

ରାଜକନିକା,୩୦ା୫(ଡି.ଏନ୍‌.ଏ.): ମୁଣ୍ଡ ଗୁଞ୍ଜିବାକୁ ଛାତ ନାହିଁ। ହେଲେ ଛାତିରେ ଛାତିଏ ବଳ। ମୁଁ ଭିନ୍ନକ୍ଷମ ସତ, ହେଲେ ଯେଉଁମାନେ ମୋ ପରି ଭିନ୍ନକ୍ଷମଙ୍କୁ ଖରାପ ନଜରରେ ଦେଖୁଛନ୍ତି ମୁଁ ସେମାନଙ୍କ ପାଇଁ ଉଦାହରଣ ସାଜିବାକୁ ଚାହୁଁଛି। ସରକାରୀ ସ୍ତରରେ ମୁଁ...

ଗଳିଆ ନଦୀରେ ବିପଦପୂର୍ଣ୍ଣ ଡଙ୍ଗାଯାତ୍ରା

ମହାକାଳପଡ଼ା,୩୦ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀ ନାଳ ଘେରା ବତିଘର ପଞ୍ଚାୟତକୁ ସ୍ଥଳପଥରେ ଯାତାୟାତ ପାଇଁ କୌଣସି ସୁବିଧା ନାହିଁ। ଫଳରେ ସ୍ଥାନୀୟ ଲୋକେ ଦୈନଦିନ କାର୍ଯ୍ୟରେ ବ୍ଲକ, ତହସିଲ, ଜିଲା କାର୍ଯ୍ୟାଳୟ ଓ ଜିଲା ମୁଖ୍ୟ ଚିକିତ୍ସାଳୟ...

ଜିଲା ବିକାଶରେ ଜବରଦଖଲ ବାଧକ ସାଜିଛି

କେନ୍ଦ୍ରାପଡ଼ା ଅଫିସ, ୩୦ା୫: କେନ୍ଦ୍ରାପଡ଼ା ସହର ରାସ୍ତାରେ ସର୍ବଦା ଟ୍ରାଫିକ୍‌ ଜାମ୍‌। ପାଣିନାଳ ଉପରେ ଘର। ବର୍ଷା ହେଲେ ସହରର ୧୨ଟି ୱାର୍ଡବାସୀଙ୍କ ଘରେ ପାଣି ପଶୁଛି। ମାତ୍ର ୫ବର୍ଷ ପୂର୍ବରୁ କେନ୍ଦ୍ରାପଡ଼ା ସହର ମଧ୍ୟରେ ୨୪ଟି ପୋଖରୀ ଥିବାବେଳେ...

ସୁରକ୍ଷା ବଦଳରେ ବିପଦକୁ ଆମନ୍ତ୍ରଣ

ପଟ୍ଟାମୁଣ୍ଡାଇ, ୨୯ା୫ (ସ୍ବ.ପ୍ର.): ବାତ୍ୟା ଓ ବନ୍ୟା ସମୟରେ ବାସହୀନ, ତଳିଆ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ସୁରକ୍ଷିତ ସ୍ଥାନରେ ରହିବା ନିମନ୍ତେ ସରକାର ଅର୍ଥ ବ୍ୟୟ କରି ପଞ୍ଚାୟତଗୁଡ଼ିକରେ ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ କରିଛନ୍ତି। ହେଲେ ରକ୍ଷଣାବେକ୍ଷଣ ଅଭାବ ଓ ନିମ୍ନମାନର...

ସୁନ୍ଦରୀ ପ୍ରତିଯୋଗିତାରେ ଚମକିଲେ ସରନ୍ୟା

ମହାକାଳପଡ଼ା,୨୯ା୫ (ଡି.ଏନ.ଏ.): ତେଲଙ୍ଗାନା ରାଜ୍ୟ ରାଜଧାନୀ ହାଇଦ୍ରାବାଦଠାରେ ୧୮ରୁ ୨୧ ତାରିଖ ୪ ଦିନ ଧରି ଅନୁଷ୍ଠିତ ହୋଇଥିବା ମିସ୍‌ ଟିନ୍‌ ସୁପର ଗ୍ଲୋବ୍‌-୨୦୨୩ରେ ଦେଶର ବିଭିନ୍ନ ରାଜ୍ୟରୁ ୫୨ ପ୍ରତିଯୋଗୀ ବିଭିନ୍ନ ବର୍ଗରେ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାରେ...

ଭିତରକନିକା ଜାତୀୟ ଉଦ୍ୟାନର ରୂପରେଖ ବଦଳିବ

ରାଜନଗର, ୨୯ା୫(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନର ରୂପରେଖ ବଦଳିବ। ଭିତରକନିକାରେ ଭିତ୍ତିଭୂମିର ବିକାଶ ଆରମ୍ଭ ହୋଇଛି। ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର ୨୦୨୧-୨୨ ଆର୍ଥତ୍କ ବର୍ଷରେ ୫୮ କୋଟି ୫୮ ଲକ୍ଷ ୫୩ ହଜାର ଟଙ୍କା ଯୋଗାଇ ଦେଇଛନ୍ତି।...

ଅଣୁ,କ୍ଷୁଦ୍ର ଉଦ୍ୟୋଗକୁ ଋଣ ନାହିଁ

କେନ୍ଦ୍ରାପଡ଼ା ଅଫିସ,୨୮ା୫: ଗୋଟିଏ ଅଞ୍ଚଳର ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବହିରାଗତ ଶିଳ୍ପ ଉପତ୍ାଦ ଅର୍ଥନୈତିକ ସ୍ଥିତି ସେହି ଅଞ୍ଚଳକୁ ବିକଶିତ କରେ। ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପାଇଁ ପ୍ରତି ଜିଲାରେ...

ଝାମୁଯାତ୍ରା ମେଳା ଅର୍ଥର ହିସାବ ମିଳୁନି

ମହାକାଳପଡ଼ା,୨୮ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତି ପୀଠ ମା’ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ଝାମୁ ଯାତ୍ରା ମେଳାରୁ ଆୟ ହୋଇଥିବା ଅର୍ଥର ହିସାବ ମିଳୁନାହିଁ ା ସେହି ଅର୍ଥକୁ ମନ୍ଦିର ଟ୍ରଷ୍ଟି ନିଜ ହେପାଜତରେ ରଖି ମନମୁଖୀ କାମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri