କେନ୍ଦ୍ରାପଡ଼ା

କନିକା ବନାଞ୍ଚଳରେ ୧୦୭ କୁମ୍ଭୀର ବସା ଚିହ୍ନଟ

ରାଜନଗର,୩ା୭ (ଭାସ୍କର ରାଉତରାୟ): ବଉଳା କୁମ୍ଭୀରମାନଙ୍କ ପ୍ରାକୃତିକ ବାସସ୍ଥାନ ଭିତରକନିକା ଜାତୀୟ ଉଦ୍ୟାନ ଅଧୀନରେ ଥିବା କନିକା ବନାଞ୍ଚଳରେ ପ୍ରବାହିତ ନଦୀ ନାଳ। ଏଠାରେ ବସବାସ କରୁଥିବା ମା’ ବଉଳା କୁମ୍ଭୀରଗୁଡ଼ିକର ବସାଗୁଡ଼ିକୁ ବନ ବିଭାଗ ପକ୍ଷରୁ ଚିହ୍ନଟ କରାଯାଇଛି। କନିକା…

ଘୂର୍ଣ୍ଣିଝଡ଼ରେ ଉଡ଼ିଗଲା ୧୫ରୁ ଊର୍ଦ୍ଧ୍ୱ ଘରର ଚାଳ

କେନ୍ଦ୍ରାପଡ଼ା,୩ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜକନିକା ତହସିଲ ଅଞ୍ଚଳରେ ରବିବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ହୋଇଛି। ଏହି ଝଡ଼ ତହସିଲ ଅନ୍ତର୍ଗତ ପଙ୍କି ଗ୍ରାମର ୧୫ରୁ ଊର୍ଦ୍ଧ୍ୱ ଘରର ଚାଳ ଛପର ଉଡ଼ାଇ ନେଇଛି। ଏଥିସହ ବଡ଼ ଓ ଛୋଟ ଗଛ…

ଭିତରକନିକା ଆର୍ଦ୍ରଭୂମିକୁ ଉଜାଡ଼ିବ ପ୍ରଦୂଷିତ ଜଳ

କେନ୍ଦ୍ରାପଡ଼ା,୨।୭ (ଜଗନ୍ନାଥ ଧଳ)ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିଛି ା ତେବେ କେନ୍ଦ୍ରାପଡ଼ା ଜିଲାରେ ଆଶାନୂରୂପକ ବର୍ଷା ହୋଇନାହିଁ ା ଫଳରେ ଜିଲାରେ ଉତ୍କଟ ଜଳାଭାବ ଦେଖାଦେଇଛି। ଏପରି କି ଭିତରକନିକା ଆଦ୍ରଭୂମିକୁ ସଂଲଗ୍ନ ଥିବା ୩ ନଦୀ ସିଷ୍ଟମ ଜଳାଭାବରୁ…

ବରଫ ଅତଡ଼ା ଖସି ସେନା କର୍ମଚାରୀ ମୃତ

ପାଟକୁରା,୨।୭(ରବୀନ୍ଦ୍ରନାଥ ବାରିକ)ଲଦାଖରେ ବରଫ ଅତଡା଼ ଧସିବାରୁ ଶହୀଦ ହୋଇଛନ୍ତି କେନ୍ଦ୍ରାପଡ଼ା ଜିଲା ପାଟକୁରା ଅଞ୍ଚଳର ଦେବୀ ପ୍ରସନ୍ନ ସୂତାର। ସେ ଭାରତୀୟ ସୈନ୍ୟବାହିନୀରେ ସିଭିଲ ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିଲେ। ଶୁକ୍ରବାର ଦିନ ପ୍ରାୟ ସାଢ଼େ ୧୦ଟା ସମୟରେ ସେ ଲଦାଖ…

ନିର୍ମାଣକୁ ବର୍ଷେ ପୂରିନି, କନପୁର ସେତୁ ଭାଙ୍ଗିଲାଣି

ରାଜକନିକା,୩୦ା୬ (ରବୀନ୍ଦ୍ର କୁମାର ଦାସ): କେନ୍ଦ୍ରାପଡ଼ା ଜିଲାରେ ଚଳିତବର୍ଷ ଆରମ୍ଭରେ ରାଜକନିକା ବ୍ଲକର କନପୁର ସେତୁ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ମାତ୍ର ୬ ମାସ ମଧ୍ୟରେ ଏହି ସେତୁର ବିଭିନ୍ନ ସ୍ଥାନରେ ଭାଙ୍ଗିବା ଆରମ୍ଭ ହେଲାଣି। ଅତି ନିମ୍ନମାନର କାମକୁ…

ବିହନ ବୁଣି ବର୍ଷାକୁ ଚାହିଁଛନ୍ତି ଚାଷୀ

କେନ୍ଦ୍ରାପଡ଼ା,୩୦ା୬(ଜଗନ୍ନାଥ ଧଳ): ଚଳିତବର୍ଷ ଅନିୟମିତ ବୃଷ୍ଟିପାତ ଯୋଗୁ ଚାଷୀକୁଳ ହତାଶ ହୋଇପଡିଛନ୍ତି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଞ୍ଚତ୍ଛିି। ଜୁନ ପ୍ରଥମ ସପ୍ତାହରେ ମୌସୁମୀର ଆଗମନ ଜାଣି ଚାଷୀମାନଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା।…

ଶୌଚ ବେଳେ ଟାଣି ନେଲା କୁମ୍ଭୀର

କେନ୍ଦ୍ରାପଡ଼ା,୨୯ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଇନ୍ଦୁପୁର ଅନ୍ତର୍ଗତ ଘାଘରା ପଞ୍ଚାୟତ ଘାଗରାଡିଆ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଗୁରୁବାର କୁମ୍ଭୀର ଟାଣି ନେଇଛି। ବ୍ରାହ୍ମଣୀ ନଦୀକୁ ଶୌଚ ପାଇଁ ଯାଇଥିବା ବେଳେ ଛକି ରହିଥିବା ଏକ କୁମ୍ଭୀର ତାଙ୍କୁ ପାଣି ଭିତରକୁ ଟାଣି…

ଗ୍ରାମାଞ୍ଚଳରେ ବି ହ୍ରାସ ପାଉଛି ଚାରଣ ଭୂଇଁ

ମହାକାଳପଡ଼ା,୨୯।୬(ପ୍ରତାପ ଚନ୍ଦ୍ର ସ୍ବାଇଁ)ସହରାଞ୍ଚଳ ପରି ଏବେ ଗ୍ରାମାଞ୍ଚଳରେ ବି ଚାରଣ ଭୂଇଁର ଅଭାବ ଦେଖାଦେଇଛି ା ଗୃହପାଳିତ ପ୍ରାଣୀମାନଙ୍କ ଚରିବା ପାଇଁ କାହିଁ କେଉଁ ଅନାଦି କାଳରୁ ପୂର୍ବଜମାନେ ଚାରଣ ଭୂଇଁ ରଖୁଥିଲେ ା ସମୟର ପରିବର୍ତ୍ତନ ଓ ଜନସଂଖ୍ୟା ବୃଦ୍ଧି…

ଜିଲାରେ ସବ୍‌ଡିଭିଜନ ମାନ୍ୟତା ଦାବି ତେଜୁଛି

କେନ୍ଦ୍ରାପଡ଼ା,୨୯।୬ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ଲୋକସଂଖ୍ୟା ୧୬ ଲକ୍ଷରୁ ଊର୍ଦ୍ଧ୍ୱ। ୨୪୯୪ ବର୍ଗ କିଲୋମିଟର ଅଞ୍ଚଳ ପରିମିତ ଏହି ଜିଲାର ଉପାନ୍ତରେ ପ୍ରଶାସନିକ ସେବା ପହଞ୍ଚତ୍ ପାରୁନାହିଁ। ଏହାକୁ ଦୃଷ୍ଟିରେ ରଖି ପଟ୍ଟାମୁଣ୍ଡାଇ, ମାର୍ଶାଘାଇ ଅଞ୍ଚଳକୁ ସବ୍‌ଡିଭିଜନ ମାନ୍ୟତା ପାଇଁ ସ୍ଥାନୀୟ…

ବଗୁଲିଆ ପୋଖରୀ ସଂରକ୍ଷଣ, ବିକାଶ ନାମରେ ଦୁର୍ନୀତି ଅଭିଯୋଗ

ଆଳି,୨୭ା୬ (ବନମାଳୀ ସେନାପତି ): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ନିମନ୍ତେ ବିଭିନ୍ନ ଉନୟନମୂଳକ କାର୍ଯ୍ୟ କରି ଚାଲିଛନ୍ତି। କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ଉନ୍ନୟନମୂଳକ କାର୍ଯ୍ୟ କରା ଯାଉଥିବା ବେଳେ ଆଳି ବ୍ଲକ ଚଣ୍ଡିଆଗଡି ପଞ୍ଚାୟତରେ…

ତିନିମୁହାଣି ଶିଳ୍ପାଞ୍ଚଳ ଜମି ଜବରଦଖଲ

କେନ୍ଦ୍ରାପଡ଼ା, ୨୭ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ବୃହତ୍‌ ଓ ମଧ୍ୟମ ଧରଣର ଶିଳ୍ପ ନାହିଁ। କ୍ଷୁଦ୍ରଶିଳ୍ପ ପାଇଁ ପ୍ରୋତ୍ସାହନ ମିଳିଲେ ଯୁବୋଦ୍ୟୋଗୀଙ୍କ ମାଧ୍ୟମରେ ଜିଲାର ଆର୍ଥିକ ପ୍ରଗତି ଘଟିବ। ମାତ୍ର ଏହି ଯୁବୋଦ୍ୟୋଗୀଙ୍କୁ ପ୍ରୋତ୍ସାହନ ମିଳିପାରୁ ନ ଥିବାରୁ ହତୋତ୍ସାହିତ ହୋଇ…

ଟମାଟୋ ଦର ଆକାଶଛୁଆଁ, ଗ୍ରାହକ ଅତିଷ୍ଠ

କେନ୍ଦ୍ରାପଡ଼ା,୨୬ା୬ (ଜଗନ୍ନାଥ ଧଳ): ପଟ୍ଟାମୁଣ୍ଡାଇ ଓ ଆଖପାଖ ଅଞ୍ଚଳରେ ଟମାଟୋ ଦର ଆକାଶଛୁଆଁ ହୋଇଛି। ସାଧାରଣ ଖାଉଟି ଟମାଟୋ ବଜାରରୁ କିଣିପାରୁନାହିଁ। ୨ ସପ୍ତାହ ମଧ୍ୟରେ ଟମାଟୋ ଦର ୪୦ ଟଙ୍କାରୁ ବୃଦ୍ଧି ପାଇ ୮୦ ଟଙ୍କାରେ ପହଞ୍ଚତ୍ଛି। ଚାଷୀ ସୁରେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri