ଟମାଟୋ ଦର ଆକାଶଛୁଆଁ, ଗ୍ରାହକ ଅତିଷ୍ଠ
କେନ୍ଦ୍ରାପଡ଼ା,୨୬ା୬ (ଜଗନ୍ନାଥ ଧଳ): ପଟ୍ଟାମୁଣ୍ଡାଇ ଓ ଆଖପାଖ ଅଞ୍ଚଳରେ ଟମାଟୋ ଦର ଆକାଶଛୁଆଁ ହୋଇଛି। ସାଧାରଣ ଖାଉଟି ଟମାଟୋ ବଜାରରୁ କିଣିପାରୁନାହିଁ। ୨ ସପ୍ତାହ ମଧ୍ୟରେ ଟମାଟୋ ଦର ୪୦ ଟଙ୍କାରୁ ବୃଦ୍ଧି ପାଇ ୮୦ ଟଙ୍କାରେ ପହଞ୍ଚତ୍ଛି। ଚାଷୀ ସୁରେନ୍ଦ୍ର…
ଖୋଲୁନି ଆଦର୍ଶ ବିଦ୍ୟାଳୟ: ଅନ୍ୟତ୍ର ପଢୁଛନ୍ତି ଛାତ୍ରୀଛାତ୍ର
ଆଳି,୨୬।୬(ବନମାଳୀ ସେନାପତି): ରାଜ୍ୟ ସରକାର ଛାତ୍ରୀଛାତ୍ରମାନଙ୍କୁ ଉତ୍ତମ ପରିବେଶ ଓ ଶିକ୍ଷା ଦେବା ନିମନ୍ତେ ଆଦର୍ଶ ବିଦ୍ୟାଳୟ ଗଠନ କରିଥିଲେ। ଆଳି ବ୍ଲକରେ ଦୀର୍ଘ ୨ବର୍ଷ ହେବ ଆଦର୍ଶ ବିଦ୍ୟାଳୟ ଆରମ୍ଭ ହୋଇଛି। ମାତ୍ର ଆଦର୍ଶ ବିଦ୍ୟାଳୟର ନିଜସ୍ବ ଗୃହ ନ…
ଉପକୂଳ ଅଞ୍ଚଳରେ ଗ୍ରାମ୍ୟ ଜଙ୍ଗଲ ଉଜୁଡ଼ିଛି
ମହାକାଳପଡ଼ା,୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ଗ୍ରାମ୍ୟ ଜଙ୍ଗଲ ଜମିରେ ବହୁଳ ପରିମାଣରେ ଗଛକଟା ହେଉଛି। ଅପରପକ୍ଷରେ ନିକଟ ମହାନଦୀ ଅପରପାର୍ଶ୍ୱରେ ପାରାଦୀପ ଶିଳ୍ପ କାରଖାନାର ବିଷାକ୍ତ ନିଆଁ, ଧୂଆଁ, ଧୂଳି ଆସ୍ତରଣ ବାୟୁମଣ୍ଡଳରେ ଭାସିବା…
ଅପରାଧୀଙ୍କ ଆଡ୍ଡାସ୍ଥଳ ପାଲଟିଛି ବିଜୁ ଷ୍ଟାଡିୟମ
କେନ୍ଦ୍ରାପଡ଼ା,୨୫।୬(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ାର ଦୌଡରାଣୀ ଲିଜା ବେହେରା କ୍ରୀଡ଼ା ହଷ୍ଟେଲରୁ ଘରକୁ ଆସିଲେ ଦୌଡ ଅଭ୍ୟାସକୁ ରାସ୍ତାରେ ଜାରି ରଖିଛନ୍ତି ା ମହାକାଳପଡା ବ୍ଲକ ତେରଗଁା ପଞ୍ଚାୟତର ୩ ମହିଳା ଖେଳାଳୀ ସସ୍ମିତା ସେନାପତି, ସ୍ମୃତିରୂପା ମଲ୍ଲିକ ଓ ଲକ୍ଷ୍ମୀପ୍ରିୟା ବେହେରା କ୍ରିକେଟ…
ଯେଉଁଠି ଶତାଧିକ ବର୍ଷ ଧରି ଟଣା ହୋଇନି ରଥ
କେନ୍ଦ୍ରାପଡ଼ା,୨୫।୬ (ଜଗନ୍ନାଥ ଧଳ) କେନ୍ଦ୍ରାପଡ଼ା ସହରଠାରୁ ମାତ୍ର ୧୨ କିଲୋମିଟର ଦୂରରେ ଇନ୍ଦୁପୁର ା ଏଠାରୁ ଦେଢ଼ କିଲୋମିଟର ହାବେଳି (ପତି ସାହି) ଠାରେ ଥିବା ପ୍ରାୟ ୩୦୦ ବର୍ଷର ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତି ଅବସ୍ଥାନ କରୁଛନ୍ତି ା ୩…
ମା’କୁମ୍ଭୀର ପ୍ରଜନନ ବେଳେ ଅଧିକ ହିଂସ୍ର
ମହାକାଳପଡ଼ା,୨୪ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ଓ ମହାନଦୀ ତ୍ରିକୋଣଭୂମି ଅବବାହିକା ଅଞ୍ଚଳ ନଦୀ ନାଳ ଘେରା। ଜୁନ୍, ଜୁଲାଇରେ ମା’ ବଉଳା କୁମ୍ଭୀର ପ୍ରଜନନ ଋତୁ ଓ ଅଣ୍ଡାଦାନ ପ୍ରକ୍ରିୟା ଯୋଗୁ ଅଧିକ ହିଂସ୍ର ହୋଇଥାନ୍ତି।…
ପ୍ରଶାସନ ଶୁଣିଲାନି ଗାଁ ରାସ୍ତା ନିର୍ମାଣ କଲେ ଗ୍ରାମବାସୀ
କେନ୍ଦ୍ରାପଡ଼ା,୨୪ା୬(ଜଗନ୍ନାଥ ଧଳ): ପୂର୍ବରୁ ଥିବା ଗାଁ ରାସ୍ତା ସବୁ ଖରାପ ହେବା ପରେ ମରାମତି ପାଇଁ ବାରମ୍ବାର ଅଭିଯୋଗ ସତ୍ତ୍ୱେ କେହି ଶୁଣିଲେ ନାହିଁ। ଫଳରେ ଗାଁ ଲୋକ ଶ୍ରମ, ସମୟ ଓ ଅର୍ଥ ଦେଇ ରାସ୍ତା ନିର୍ମାଣ କରିଛନ୍ତି। ଗଁାର…
କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ଯୋଜନା ବାଟବଣା
କେନ୍ଦ୍ରାପଡ଼ା, ୨୪ା୬ (ଜଗନ୍ନାଥ ଧଳ): କେନ୍ଦ୍ରଠାରୁ ଆରମ୍ଭକରି ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ଏମ୍ଏସ୍ଏମ୍ଇ ଓ ପିଏମ୍ଇଜିପି ମାଧ୍ୟମରେ ବେକାର ଯୁବତୀଯୁବକଙ୍କ ପାଇଁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ଯୋଜନା ମାଧ୍ୟମରେ ବ୍ୟବସାୟ ପାଇଁ ଋଣ ପ୍ରଦାନ କରାଯାଉଛି। ମାତ୍ର ବ୍ୟାଙ୍କରୁ…
ପାଣି ପାଇପ ମିସ୍ତ୍ରିଙ୍କ ଚିହ୍ନଟ ଜରୁରୀ
କେନ୍ଦ୍ରାପଡ଼ା,୨୨ା୬ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ଲକ୍ଷେରୁ ଊର୍ଦ୍ଧ୍ୱ କୁଶଳୀ ପାଣି ପାଇପ ମିସ୍ତ୍ରି ଦେଶ ବିଦେଶରେ ରହି କାମ କରୁଛନ୍ତି। ଦି ଇଣ୍ଡିଆନ ପ୍ଲମ୍ବିଂ ସ୍କିଲ୍ କାଉନସିଲର ସର୍ଭେ ଅନୁଯାୟୀ ଦେଶରେ କାର୍ଯ୍ୟରତ ପାଣି ପାଇପ ମିସ୍ତ୍ରିଙ୍କ ମଧ୍ୟରୁ ଓଡ଼ିଆ ଭାଷାଭାଷୀ…
ମହିଳାଙ୍କୁ ଟାଣିନେଲା କୁମ୍ଭୀର
ରାଜନଗର,୨୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ରାଜନଗର ବ୍ଲକ ଚାନ୍ଦିବାଉଁଶମୂଳ ପଞ୍ଚାୟତ ହାତିଆଗଡ଼ି ଗାଁ ପୋଖରୀରେ ବୁଧବାର ବାସନ ମାଜୁଥିବା ବେଳେ ଜଣେ ମହିଳାଙ୍କୁ ଟାଣି ନେଇଛି କୁମ୍ଭୀର। ମହିଳା ଜଣଙ୍କ ହାତିଆଗଡ଼ି ଗାଁର ସୀତା ରାଣୀ ଦାସ । ଦଳ ଭର୍ତ୍ତି କେନାଲରୁ…
ମା’ ବିରୋଧ କରିବାରୁ ମାଡ଼, ଝିଅ ଗିରଫ
ରାଜନଗର, ୨୦ା୬ (ଭାସ୍କର ରାଉତରାୟ): ଭିଣୋଇକୁ ବାହା ହେବାକୁ ଶାଳୀ ଜିଦ୍ ଧରିଛନ୍ତି। ରାଜନଗର ଥାନା ପୋଲିସ ସୂତ୍ରରୁ ପ୍ରକାଶ, ସ୍ଥାନୀୟ ଡିଆପାରି ଗାଁର ସରସ୍ବତୀ ସେଠୀଙ୍କ ଝିଅ ଲକି ତାଙ୍କର ଜଣେ ଭିଣୋଇଙ୍କୁ ବିବାହ କରିବାକୁ ଜିଦ୍ ଧରି ବସିଛନ୍ତି।…
ରାଜନଗରରୁ ସୁବ୍ରତଙ୍କୁ ଦିଲ୍ଲୀ ନେଲା ସାଇବର ପୋଲିସ
ରାଜନଗର, ୨୦ା୬ (ଭାସ୍କର ରାଉତରାୟ): ୟୁଏସ ନାଗରିକଙ୍କଠାରୁ ୬ ଲକ୍ଷ ୨୫ ହଜାର ଡଲାର ଲୁଟି ନେଇଛନ୍ତି ସାଇବର ଠକ। ଯାହାର ଭାରତୀୟ ମୁଦ୍ରାରେ ୫ କୋଟିରୁ ଊର୍ଦ୍ଧ୍ୱ ହେବ। ରାଜନଗର ଥାନା ଅଞ୍ଚଳର ଜଣେ ଯୁବକଙ୍କ ସହ ୩ ଜଣ…
Archives


