ପ୍ରକଳ୍ପ ପ୍ରତିଶ୍ରୁତିରେ ଜିଲାବାସୀ ଅଣନିଃଶ୍ୱାସୀ
କେନ୍ଦ୍ରାପଡ଼ା ଅଫିସ, ୨୭ା୫: ଅର୍ଥନୈତିକ ଅଭିବୃଦ୍ଧିରେ ରାଜ୍ୟର ୨୬ତମ ସ୍ଥାନରେ କେନ୍ଦ୍ରାପଡ଼ା ଜିଲା ଅଛି। ଅର୍ଥକରୀ ଫସଲ ଯୋଜନା ନ ଥିଲେ ମଧ୍ୟ କୃଷିଭିତ୍ତିକ ଅର୍ଥନୀତିରେ ଏହି ଜିଲା ପରିଚାଳିତ ହେଉଛି। ରାଜନେତାମାନେ ଗତ ଦଶନ୍ଧି ଧରି ଏହାର ସୁଯୋଗ ନେଉଛନ୍ତି।…
ଅସହ୍ୟ ଗୁଳୁଗୁଳି ବେଳେ ଅଘୋଷିତ ବିଦ୍ୟୁତ୍ କାଟ
ପଟ୍ଟାମୁଣ୍ଡାଇ,୨୬ା୫(ସ୍ବ.ପ୍ର.): ଅସହ୍ୟ ଗରମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଏହା ସାଙ୍ଗକୁ ରୌଦ୍ରତାପ ମଧ୍ୟ କିଛି କମ ନୁହେଁ। ଏଭଳି ସମୟରେ ଅଘୋଷିତ ଭାବେ ବିଦ୍ୟୁତ୍ କାଟ କରାଯାଉଛି।…
ଆସୁଛି ମୌସୁମୀ,ଚଳଚଞ୍ଚଳ ଚାଷୀକୁଳ
ମହାକାଳପଡ଼ା,୨୬ା୫ (ଡି.ଏନ୍.ଏ.): ଚାଷୀମାନେ ମୌସୁମୀ ଆଗମନକୁ ଚାତକ ଭଳି ଅପେକ୍ଷା କରିଥାଆନ୍ତି ା ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଜୁନ୍ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଞ୍ଚିବ। ଏହି ସୂଚନା ପାଇବା ପରେ ଚାଷୀମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଚାଷୀମାନେ…
ଜୁଆର ଉଠିଲେ ସମୁଦ୍ରପାଣି ଘରେ ପଶୁଛି
କେନ୍ଦ୍ରାପଡ଼ା ଅଫିସ,୨୬ା୫: ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପ୍ରତିବର୍ଷ ଜିଲାସ୍ତରୀୟ ପ୍ରଶାସନିକ କମିଟିର ବୈଠକ ହେଉଛି। ବୈଠକରେ ଚିରାଚରିତ ଢଙ୍ଗରେ ବିପର୍ଯ୍ୟୟ ସମୟରେ ଏହାର ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିରେ ବିପର୍ଯ୍ୟୟ ସମୟରେ ପ୍ରାକ୍ ପ୍ରସ୍ତୁତି, ଉଦ୍ଧାର, ଥଇଥାନ, କ୍ଷତିଭରଣା ଆଦି…
ପ୍ରଦୂଷଣ ବଳୟରେ ଜାତୀୟ ଉଦ୍ୟାନ
କେନ୍ଦ୍ରାପଡ଼ା ଅଫିସ,୨୫ା୫: ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ମୃତ ଜେଲି ଫିସ୍ଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏପରି କି ନିକଟସ୍ଥ ନଦୀ ନାଳରେ ଜେଲି ଫିସ୍ର ଅଂଶ ବିଶେଷ ଦେଖିବାକୁ ମିଳୁଛି। ଏହାର କାରଣ ବିଶ୍ୱତାପନ ଓ ଜଳ ପ୍ରଦୂଷଣ ବୋଲି ସ୍ଥାନୀୟ…
ଜିଲାର ୨ ଲକ୍ଷରୁ ଅଧିକ ଲୋକ ଅସୁରକ୍ଷିତ
କେନ୍ଦ୍ରାପଡ଼ା ଅଫିସ, ୨୫।୫: ୨୦୦୪ ମସିହା ଡିସେମ୍ବରରେ ଇଣ୍ଡୋନେସିଆ ସମେତ ଭାରତର ତାମିଲନାଡୁ, ଆଣ୍ଡାମାନ ନିକୋବର, କେରଳ, ପୁଡୁଚେରୀ ଓ ଆନ୍ଧ୍ର ଉପକୂଳରେ ହୋଇଥିବା ଭୟାବହ ସୁନାମି ପ୍ରାକୃତିକ ବିପର୍ଯ୍ୟୟ ଦେଶର ଏକ ବିରଳ ଘଟଣା ହୋଇ ରହିଛି। ସୁନାମିର ଭୟାବହତାକୁ…
ଲୁଗା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ : ଜଳିଗଲା କୋଟିଏ ଟଙ୍କାର କପଡା
କେନ୍ଦ୍ରାପଡା ଅଫିସ,୨୪।୫: ଆଳି ବଡ଼ବଜାରଠାରେ ବୁଧବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରିଲାଇନ୍ସ ସ୍ମାର୍ଟ ପଏଣ୍ଟ ଉପରେ ଥିବା ରଞ୍ଜିତ ବେହେରାଙ୍କ ନିୟୁ ଟ୍ରେଣ୍ଡ ଲୁଗା ସୋରୁମରେ ଅଗ୍ନିକାଣ୍ଡ ଘଟି ପାଖାପାଖି କୋଟିଏ ଟଙ୍କାର କପଡା ପୋଡିଜଳି ପାଉଁଶ ହୋଇଯାଇଛି। ଖବରପାଇ…
ଗୋରୁଙ୍କୁ ଅଜଣା ରୋଗ: ଗାଁକୁ ଗାଁଡେଉଁଛି
ମହାକାଳପଡ଼ା,୨୪।୫(ଡି.ଏନ.ଏ.): ଗ୍ରାମାଞ୍ଚଳଗୁଡ଼ିକରେ ଗୋ-ପାଳକମାନଙ୍କ ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ ପ୍ରୋତ୍ସାହନ ରାଶି ଯୋଗାଇ ଦେଉଛନ୍ତି। ଗୋରୁଙ୍କ ଚିକିତ୍ସା ପାଇଁ ମାଗଣାରେ ଟିକାକରଣଠାରୁ ଆରମ୍ଭ କରି ବିନା ମୂଲ୍ୟରେ ଔଷଧ ଆଦି ପ୍ରଦାନ କରାଯାଉଛି। ଗୋ ସମ୍ପଦର ବିକାଶ ପାଇଁ…
ପଟ୍ଟାମୁଣ୍ଡାଇରେ ନକଲି ଔଷଧ ବ୍ୟବସାୟ ବଢୁଛି
ପଟ୍ଟାମୁଣ୍ଡାଇ,୨୪୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିମ୍ନମାନର ଔଷଧ କାରବାର ସାଙ୍ଗକୁ ବେଆଇନ ଔଷଧ ଦୋକାନ ବଢ଼ି ଚାଲିଛି। ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଛତୁ ଫୁଟିବା ଭଳି ଔଷଧ ଦୋକାନ ଗଢ଼ି ଉଠୁଛି। ପଟ୍ଟାମୁଣ୍ଡାଇ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ପ୍ରାୟ…
ଜରାଜୀର୍ଣ୍ଣ ଅବସ୍ଥାରେ ବିଶିବିଲି ପାଟନାଳୀ
ଡେରାବିଶ,୨୩ା୫ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକର ବିଶିବିଲି ପାଟନାଳୀ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ବ୍ଲକର ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତ ସମେତ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କେତୋଟି ପଞ୍ଚାୟତବାସୀ ସେମାନଙ୍କର ଚାଷ ପାଇଁ ଏହା ଉପରେ ନିର୍ଭରଶୀଳ। କେନ୍ଦ୍ରାପଡ଼ା ଡ୍ରେନେଜ…
ଅନୁଦାନ ସତ୍ତ୍ୱେ ନଦୀବନ୍ଧ ସୁଦୃଢ଼ ହେଉନି
କେନ୍ଦ୍ରାପଡ଼ା ଅଫିସ, ୨୩ା୫: ଆଗକୁ ବର୍ଷାଋତୁ ଆସୁଛି। ଏହାର ପ୍ରଭାବରେ ହେଉଥିବା ବନ୍ୟା ମୁକାବିଲା ପାଇଁ କେନ୍ଦ୍ରାପଡ଼ାରେ ଜିଲାସ୍ତରୀୟ ବୈଠକ ନିକଟରେ ହୋଇଯାଇଛି। ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଇ…
ଅବକାରୀ କାର୍ଯ୍ୟାଳୟରେ ଝୁଲୁଛି ତାଲା
ପଟ୍ଟାମୁଣ୍ଡାଇ,୨୨ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁଦିନ ବଢ଼ି ଚାଲିଛି ବେଆଇନ ନିଶା କାରବାର। ଏହା ସାଧାରଣ ଜନତାଙ୍କୁ ଅତିଷ୍ଠ କରୁଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ସୁଧୁରୁନି ଅବସ୍ଥା। ନିଶା କାରବାର ରୋକିବା ପାଇଁ ଅବକାରୀ ବିଭାଗ ରହିଛି। ହେଲେ…
Archives


