କେନ୍ଦ୍ରାପଡ଼ା

ପ୍ରଶ୍ନବାଚୀରେ ପାରାଦୀପରୁ କେନ୍ଦୁଝର ମେମୁ ଟ୍ରେନ

କେନ୍ଦ୍ରାପଡ଼ା, ୭ା୯(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ମଧ୍ୟଦେଇ ୨୦୨୦ ଜୁଲାଇ୨୪ ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏବେ ଦୈନିକ ୩୦ରୁ ଅଧିକ ମାଲବାହୀ ଟ୍ରେନ ଗଡୁଥିଲେ ମଧ୍ୟ ଏହି ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ ଅଦ୍ୟାବଧି ଚଳାଚଳ ହୋଇନାହିଁ। ତେବେ…

ଗ୍ରାହକଙ୍କୁ ମିଳୁନି ଉପଯୁକ୍ତ ସେବା

ପଟ୍ଟାମୁଣ୍ଡାଇ,୭ା୯ (କଳ୍ପତରୁ ନାୟକ)କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଜରିଆ ଉପ ଡାକଘର ସମସ୍ୟା ଘେରରେ ରହିଛି। ଅଧିକାଂଶ ସମୟ ଏହି ଡାକଘର ଅଚଳ ରହୁଛି। ଫଳରେ ଗ୍ରାହକଙ୍କୁ ଉପଯୁକ୍ତ ସେବା ମିଳି ପାରୁନାହିଁ। ଏଠାରେ ଥିବା ପୋଷ୍ଟମାଷ୍ଟର ଗ୍ରାହକଙ୍କୁ ଦୁର୍ବ୍ୟବହାର କରିବା…

ବାସଗୃହ ଯୋଜନାରୁ ବଞ୍ଚିତ ହେଲେ ହିତାଧିକାରୀ

ଡେରାବିଶ, ୬।୯(ବେବର୍ତ୍ତା ଅଜୟ ଦାସ): ଗରିବ ହିତାଧିକାରୀଙ୍କୁ ବାସଗୃହ ଯୋଜନାରେ ସାମିଲ କରିବାକୁ ପ୍ରଶାସନ ପକ୍ଷରୁ ସର୍ଭେ କରାଯାଇଥିଲା। ସର୍ଭେ ରିପୋର୍ଟରେ ଚୟନ କରାଯାଇଥିବା ଜଣେ ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ଦିଆଯାଇ ପରେ ହିତାଧିକାରୀଙ୍କ ନାମ ତାଲିକାରୁ ବାଦ୍‌ ପଡ଼ିଛି। ଫଳରେ…

ଶୌଚାଳୟ, ପାନୀୟ ଜଳର ସୁବିଧା ନାହିଁ

ପଟ୍ଟାମୁଣ୍ଡାଇ, ୬।୯(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ଓ ପାନୀୟ ଜଳ ସୁବିଧା ନ ଥିବାରୁ ଏଠାକୁ ଆସୁଥିବା ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବାବେଳେ ନୂତନ…

ଭୁଶୁଡ଼ିଲା ବିଜୁସେତୁ ସଂଯୋଗୀକରଣ ରାସ୍ତା

ଡେରାବିଶ, ୬୯ (ବେବର୍ତ୍ତା ଅଜୟ ଦାସ): ଡେରାବିଶ ବ୍ଲକ ଅନ୍ତର୍ଗତ ବେଲାରପୁର ହଳଦିଆ ରାସ୍ତା ଚାଟରାଚକଡା ପଞ୍ଚାୟତ ଅଧୀନ ଫକିରାବାଦ ଗ୍ରାମ ଦେଇ ବହି ଯାଇଥିବା ୧୯ ନଂ. ଡ୍ରେନେଜ କଟ୍‌ ଉପରେ କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ବ୍ରାହ୍ମଣୀ…

ପ୍ଲାଷ୍ଟିକ ମାଟିରେ ନ ମିଶିବାରୁ କମୁଛି ଭୂତଳ ଜଳସ୍ତର

କେନ୍ଦ୍ରାପଡ଼ା, ୬।୯ (ଜଗନ୍ନାଥ ଧଳ): ପ୍ଲାଷ୍ଟିକ ମାଟିରେ ନ ମିଶିବାରୁ ଭୂତଳ ଜଳସ୍ତର କମିବାରେ ଲାଗିଛି। ତେଣୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ସମ୍ପୂର୍ଣ୍ଣ ବର୍ଜନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ସାରାଦେଶରେ ୨୦୧୬ ଅକ୍ଟୋବର…

ରାମଚଣ୍ଡୀ ମନ୍ଦିର ଦାନବାକ୍ସ ଅର୍ଥ ଆତ୍ମସାତ୍‌

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତି ପୀଠ ମା’ରାମଚଣ୍ଡୀ ମନ୍ଦିର ଦାନବାକ୍ସରେ ଶ୍ରଦ୍ଧାଳୁମାନେ ଟଙ୍କା, ପଇସା , ସୁନା ରୁପା ଆଦି ଦାନ କରିଥାନ୍ତି। ସେହି ଦାନଅର୍ଥକୁ ଯାନିଯାତ୍ରା ଓ ମା’ଙ୍କ ସେବାରେ ଖର୍ଚ୍ଚ…

ପଞ୍ଚାୟତକୁ ଆସୁନାହାନ୍ତି ଗ୍ରାମ୍ୟ କୃଷି କର୍ମଚାରୀ

ପଟ୍ଟାମୁଣ୍ଡାଇ,୫ା୯(କଳ୍ପତରୁ ନାୟକ): ରାଜ୍ୟ ସରକାରଙ୍କ ପକ୍ଷରୁ କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏପରିକି ତୃଣମୂଳସ୍ତରରେ ଥିବା ଚାଷୀଙ୍କ କୃଷି ସମ୍ପର୍କିତ ସମସ୍ୟା ଦୂର କରିବା ପାଇଁ ଗ୍ରାମ୍ୟ କୃଷି କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ତେବେ…

ପର୍ଯ୍ୟଟନ ବିଭାଗ ଦୃଷ୍ଟି ଆଢୁଆଳରେ ଆର୍ତ୍ତେଶ୍ୱର ପୀଠ

ଡେରାବିଶ,୫ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଅର୍ତ୍ତେଶ୍ୱରଙ୍କ ମନ୍ଦିର ପର୍ଯ୍ୟଟନ ବିଭାଗର ଦୃଷ୍ଟି ଆଡୁଆଳରେ ରହିଛି। କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ ମହଙ୍ଗ ପଞ୍ଚାୟତ ଜଗନ୍ନାଥପୁରଠାରେ ରହିଛି ଏହି ପ୍ରସିଦ୍ଧ ଶୈବପୀଠ। ଗୋବରୀ ନଦୀ କୂଳରେ…

କାଇଁଚ ହସ୍ତଶିଳ୍ପକୁ ଜିଆଇ ଟ୍ୟାଗ୍‌ ଦାବି

କେନ୍ଦ୍ରାପଡ଼ା, ୫ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ରସାବଳୀ ସମେତ ଓଡ଼ିଶାର ୭ଟି ସାମଗ୍ରୀର ଜିଆଇ (ଜିଓଗ୍ରାଫିକାଲ ଇଣ୍ଡିକେଶନ) ଟ୍ୟାଗ୍‌ ପାଇଁ ତାଲିକାଭୁକ୍ତ ହୋଇଛି। ଏବେ ଜିଲାର କାଇଁଚ ହସ୍ତଶିଳ୍ପ ଜିଆଇ ଟ୍ୟାଗ୍‌ ଦାବି ଜୋର ଧରିଛି। ଏ ନେଇ ଚେନ୍ନାଇସ୍ଥିତ ଜିଆଇ…

ମୋଟରରେ ପାଣି ମଡ଼ାଇ ଚାଲିଛି ଧାନଚାଷ

ପଟ୍ଟାମୁଣ୍ଡାଇ,୪ା୯ (କଳ୍ପତରୁ ନାୟକ): ସରିଲା ଦୁଇମାସିଆ ଶ୍ରାବଣ, କିନ୍ତୁ ମୌସୁମୀ କି ଲଘୁଚାପଜନିତ ବର୍ଷାର ଦେଖାନାହିଁ। ନିଅଣ୍ଟିଆ ବର୍ଷା ସାଙ୍ଗକୁ କେନାଲ ପାଣି କ୍ଷେତକୁ ମାଡୁ ନ ଥିବା ଯୋଗୁ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସବୁଠି ସ୍ଥିତି ବେହାଲ। ଚାଷୀ…

ନଦୀରେ ମାଇକ୍‌ ଯୋଗେ କରାଯାଉଛି ସଚେତନ

ରାଜନଗର,୪ା୯ (ଭାସ୍କର ରାଉତରାୟ): କୁମ୍ଭୀର ଆକ୍ରମଣରେ ୭୫ ଦିନରେ ୫ ଜଣଙ୍କ ଜୀବନ ଗଲାଣି। କୁମ୍ଭୀର ଆକ୍ରମଣରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ଯୋଗୁ ସବୁ ମହଲରେ ଏହାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। କୁମ୍ଭୀର ପ୍ରଜନନ କେନ୍ଦ୍ର ଅଞ୍ଚଳରେ ଗୋଟିଏ ବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri