ମଦଦୋକାନରେ ନକଲି ଅବକାରୀ ଅଧିକାରୀ
ରାଜକନିକା,୧୨।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ସଦର କାଜୁବଗିଚାଠାରେ ନୂତନଭାବେ ଖୋଲାଯାଇଥିବା ଏକ ଠିପିବନ୍ଦ ମଦ ଦୋକାନରେ ଅବକାରୀ ଅଧିକାରୀ ପରିଚୟ ଦେଇ କାଗଜପତ୍ର ଯାଞ୍ଚ ଆଳରେ ଟଙ୍କା ମାଗିବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି। ମଦ ଦୋକାନ…
ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ
କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି ସଞ୍ଜୟ କୁମାର ମିଶ୍ରଙ୍କ ଜଣକିଆ ଖଣ୍ଡପୀଠ ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି। ଏଥିସହ…
ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ
କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ ଫଳ ଘୋଷଣା ନ କରିବାକୁ ହାଇକୋର୍ଟ କହିଛନ୍ତି। ଚାମେଲିଙ୍କ ବିରୋଧରେ ୨୨ ଜଣ…
କୋଣ ଅନୁକୋଣରେ ପହଞ୍ଚିବ କୃମି ନାଶକ ବଟିକା: ଲୋକଙ୍କୁ କରାଯିବ ସଚେତନ
ମହାକାଳପଡ଼ା,୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ବାୟାବାବା କଲେଜ ସଭାଗୃହଠାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜାତୀୟ କୃମି ନାଶକ ଦିବସ ସୋମବାର ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରମାନଙ୍କୁ କୃମି ନାଶକ ବଟିକା ଖୁଆଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ପରେ…
ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…
ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍ଓଆର୍ ବା ଜମି ପଟ୍ଟା ଅଛି ସେମାନେ ଧାନ ବିକିବା ବ୍ୟବସ୍ଥା ରହିଛି ବୋଲି କୁହାଯାଉଛି।…
ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…
ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା ଗାଁରେ। ଉକ୍ତ ଗାଁର ଦୁଇ ଚାଷୀ ଗଣେଶ ଚନ୍ଦ୍ର ଓ ରାମକୃଷ୍ଣ ମଣ୍ଡଳ…
କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ
ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ସୁନାକର ମଲ୍ଲ (୭୫) ଘର ନିକଟସ୍ଥ ମହାନଦୀର ଶାଖା କୂଳା ନାଳକୁ ଶୌଚ…
ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ
ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨) ବିଲରେ ଟଳି ପଡ଼ିଥିଲେ। ଗରଦପୁର ଗ୍ରାମ ଓଁ ଶାନ୍ତି ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପଛପାଖ…
୧୩ ଦିନରେ ଦୁଇଟି ବଦଳି ଅର୍ଡର, ଶିକ୍ଷାବିତ୍ ମହଲରେ ଅସନ୍ତୋଷ
ଡେରାବିଶ, ୮ା୮(ବେବର୍ତ୍ତା ଅଜୟ ଦାସ): ରାଜ୍ୟ ଗଣଶିକ୍ଷା ବିଭାଗର କେନ୍ଦ୍ରାପଡ଼ା ଶିକ୍ଷା ଜିଲାରେ ବିଇଓଙ୍କ ଦୁଇଟି ବଦଳି ଅର୍ଡ଼ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଶିକ୍ଷାବିତ୍ଙ୍କ ମହଲରେ ଅସନ୍ତୋଷ ଦେଖାଦେଇଛି। ଶିକ୍ଷା ଜିଲା ଅନ୍ତର୍ଗତ ଡେରାବିଶ ବ୍ଳକରେ ଦୀର୍ଘବର୍ଷ ହେବ ବିଇଓ…
ଖେଳୁଖେଳୁ ପୋଖରୀରେ ବୁଡ଼ିଗଲା ଶିଶୁପତ୍ର, ପରିବାର ଲୋକଙ୍କୁ ବିଧାୟକ ଭେଟି…
ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବରଜ ଗ୍ରାମର ଶଙ୍କର ଦେ’ଙ୍କ ୪ବର୍ଷର ପୁଅ ସଙ୍କେତ ଶୁକ୍ରବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସଙ୍କେତ ହୁଡ଼ାରେ ଖେଳୁଥିବା ବେଳେ ଅସାବଧାନତାବଶତଃ ପୋଖରୀରେ ବୁଡ଼ି ଯାଇଥିଲେ। ପରିବାର…
ଉଚ୍ଚଶିକ୍ଷାର ଆଲୋକବର୍ତ୍ତିକା ବାୟାବାବା କଲେଜ, ୨୧ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଶିକ୍ଷାନୁଷ୍ଠାନ ଆଜି…
ମହାକାଳପଡ଼ା, ୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦର ମହକୁମାସ୍ଥିତ ବାୟା ବାବା କଲେଜରେ ୪୯ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ବିଧାୟକ ତଥା ଜିଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ଡ. ଦୁର୍ଗା…
ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…
ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ ହୋଇଛି। ନିଖୋଜ ମାଛ ଧରାଳି ନିକଟସ୍ଥ ବରକନ୍ଧା ଗ୍ରାମର ଚକ୍ରଧର ବେହେରା(୬୯)। ଖବର…

