କେନ୍ଦ୍ରାପଡ଼ା

ହ୍ରାସପାଉଛି ପ୍ରାଣୀଧନ ସଂଖ୍ୟା

କେନ୍ଦ୍ରାପଡ଼ା,୨୭ା୮(ଜଗନ୍ନାଥ ଧଳ)ପ୍ରାଣୀଧନ ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ରାଷ୍ଟ୍ରୀୟ ଓ ରାଜ୍ୟସ୍ତରୀୟ କୃଷି ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ସହ ଅର୍ଥ ବ୍ୟୟ କରାଯାଉଛି। ମାତ୍ର କୃଷିଭିତ୍ତିକ କେନ୍ଦ୍ରାପଡ଼ା ଜିଲାରେ ଏହାର ପ୍ରଭାବ ଦେଖିବାକୁ…

ଚନ୍ଦ୍ରୟାନ-୩ ଅଭିଯାନରେ ସାମିଲ ଥିଲେ କନିକା ପୁଅ ଦେବଦତ୍ତ

ରାଜକନିକା,୨୬ା୮(ସଞ୍ଜୟ କୁମାର ଦାଶ): ଚନ୍ଦ୍ରୟାନ-୩ ସଫଳତାରେ ସାରା ଦେଶ ଉଲ୍ଲାସ ପାଳୁଛି। ସେହି ସମୟରେ ଏହି ଅଭିଯାନରେ ସାମିଲ ଥିବା ଓଡ଼ିଆ ପୁଅମାନଙ୍କର ଜ୍ଞାନକୌଶଳକୁ ନେଇ ଗର୍ବ କରୁଛି ଓଡ଼ିଶା। ଏହି ପ୍ରରିପ୍ରେକ୍ଷୀରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ଗିରିଆ ଗାଁର ଦେବଦତ୍ତ…

ପାଟନାଳିରେ କୁମ୍ଭୀର, ଲୋକେ ଭୟଭୀତ

ପଟ୍ଟାମୁଣ୍ଡାଇ,୨୬ା୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ବଳଦେବନଗର ଗ୍ରାମ ପାଖ ଏକ ପାଟନାଳିରେ ଗୁରୁବାର ସନ୍ଧ୍ୟାରେ କୁମ୍ଭୀର ଭାସୁଥିବା ଗ୍ରାମବାସୀ ଦେଖି ରାଜନଗର ବନ ବିଭାଗକୁ ଖବର ଦେଇଥିଲେ। ଶୁକ୍ରବାର ବନ ବିଭାଗ କର୍ମଚାରୀ ଆସି କୁମ୍ଭୀରକୁ ଧରିବାକୁ ଚେଷ୍ଟା…

ଗୌରବ ବଢ଼ାଇଲେ ଓଡ଼ିଆ ବୈଜ୍ଞାନିକ

ଭୁବନ/ତାଳଚେର/କେନ୍ଦୁଝର/ ପଟ୍ଟାମୁଣ୍ଡାଇ/ବ୍ରହ୍ମପୁର, ୨୫।୮(ବିପିନ ବିହାରୀ ସେଠୀ/ମନୋଜ ନନ୍ଦ/ନରେଶ ଚନ୍ଦ୍ର ପଟ୍ଟନାୟକ/କଳ୍ପତରୁ ନାୟକ/ ସ୍ମୃତିରଞ୍ଜନ ମହାଲିକ): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ‘ଚନ୍ଦ୍ରାୟନ-୩’ ମିଶନ ସଫଳ ହେବା ପରେ ଚନ୍ଦ୍ରର ଦକ୍ଷିଣ ମେରୁରେ ୧୪ ଦିନିଆ ଅଭିଯାନ ଆରମ୍ଭ କରିଛି ରୋଭର…

୩ ଶିଶୁଙ୍କ ନାମ ଚନ୍ଦ୍ରୟାନ

କେନ୍ଦ୍ରାପଡ଼ା, ୨୫ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ନବଜନ୍ମିତ ୩ ଶିଶୁଙ୍କ ନାମ ଚନ୍ଦ୍ରୟାନ ରଖାଯାଇଛି। ଏହାକୁ ନେଇ ଶିଶୁଙ୍କ ମାତାପିତା ଗର୍ବ ଅନୁଭବ କରିଥିବା ବେଳେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଆନନ୍ଦ ପ୍ରକାଶ ପାଇଛି। ବୁଧବାର ସନ୍ଧ୍ୟା ୬ଟା ୪ ମିନିଟ୍‌ରେ…

ଚାଷରେ ବାଧକ ସାଜିଛି ବର୍ଷାଜଳ

ଡେରାବିଶ,୨୪ା୮(ବେବର୍ତା ଅଜୟ ଦାସ)ବର୍ଷାର ଲୁଚକାଳି ଖେଳ ପରେ ବହୁ ବିଳମ୍ବରେ ଲଘୁଚାପ ଜନିତ ବର୍ଷା ହେବାରୁ ଚାଷୀଙ୍କ ମନରେ ଆନନ୍ଦ ଦେଖାଦେଇଛି ା ମାତ୍ର ବିଲରେ ଧାନ ଫସଲ ରୁଆପୋତା କାର୍ଯ୍ୟ ଆଗେଇ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଡ୍ରେନେଜ୍‌ ବିଭାଗର ଅପାରଗତା…

ନିର୍ମାଣ ଅପେକ୍ଷାରେ ୫ ବର୍ଷ

କେନ୍ଦ୍ରାପଡା,୨୩୪୮(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳୀ ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ ା ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ ଘୋଷଣା କରିଥିଲେ ା…

ଗ୍ୟାସ୍‌ ପାଇଁ ଟଙ୍କା ନାହିଁ: ଜଙ୍ଗଲ କାଠକୁ ଭରସା

ମହାକାଳପଡ଼ା,୨୪ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦାରିଦ୍ର୍ୟ ଓ ଅଭାବରେ ଶଢୁଛନ୍ତି ଜନଜାତି ପରିବାର। ଏମାନଙ୍କ ଆର୍ଥିକ ରୋଜଗାର ନ ଥିବାରୁ ବାଧ୍ୟ ହୋଇ ନଦୀ, ସମୁଦ୍ର ଓ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭର କରିଥାନ୍ତି। ନଦୀ…

୪ ବର୍ଷ ବିତିଲା, ଫଳକରେ ଅଟକିଛି ପ୍ରକଳ୍ପ

ପଟ୍ଟାମୁଣ୍ଡାଇ,୨୩।୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌର ପରିଷଦ ଆସନ୍ତା ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳିବ। ଏହି ଦିବସକୁ ଦୃଷ୍ଟିରେ ରଖି ବିଧାୟକ, ପ୍ରଶାସନିକ ଅଧିକାରୀ ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏ ନେଇ ପୌର…

କଖାରୁଣୀ-ଚହଳିବାଙ୍କ ପାଟନାଳୀ ତଳପଡ଼ାରେ ଅବରୋଧ

ପଟ୍ଟାମୁଣ୍ଡାଇ,୨୩।୮ (ଅକ୍ଷୟ ବିଶ୍ୱାଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କଖାରୁଣୀଠାରୁ ଯାଇଥିବା ପାଟନାଳୀ ତଳପଡ଼ା ସ୍ଲୁଇସ ଗେଟ ନିକଟରେ ଅବରୋଧ କରାଯାଇଛି। ଫଳରେ ଶତାଧିକ ଏକର ଧାନ ଫସଲ ପଚି ନଷ୍ଟ ହେଉଛି। ଏ ନେଇ ଗ୍ରାମବାସୀ ଡ୍ରେନେଜ କଟ୍‌…

ନିଅଣ୍ଟିଆ ବର୍ଷା: ଚାଷଜମି ପଡ଼ିଆ

କେନ୍ଦ୍ରାପଡ଼ା, ୨୩।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ସମସ୍ତ ଚାଷଜମିକୁ ଜଳସେଚନ ପାଇଁ କେନାଲ ନାହିଁ। ଚଳିତବର୍ଷ ସ୍ବଳ୍ପ ବର୍ଷା ଏହି ଜିଲାର ଖରିଫ ଚାଷକୁ ନଷ୍ଟ କରିଛି। ଚାଷ ଜମି ଏବେ ପଡ଼ିଆ ହେବା ଅବସ୍ଥାକୁ ଆସିଥିବା ବେଳେ ଗୋଚର…

ସ୍ବାଧୀନତା ସଂଗ୍ରାମୀ ମକର ଦାସଙ୍କ ପରଲୋକ

ଡେରାବିଶ,୨୩।୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ବସୁପୁର ପଞ୍ଚାୟତ ହାଟବାଣପୁର ଗ୍ରାମର ସ୍ବାଧୀନତା ସଂଗ୍ରାମୀ ମକର ଦାସ(୯୯)ଙ୍କ ମଙ୍ଗଳବାର ପରିଲୋକ ହୋଇଛି। ବୟସାଧିକ୍ୟ ଅସୁସ୍ଥତା କାରଣରୁ ରୋଗଗ୍ରସ୍ତ ହୋଇ ଚଳିତମାସ ୧ ତାରିଖଠାରୁ କଟକ ବଡ଼ ମେଡିକାଲରେ ମକର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri