ସମବାୟ ସମିତିରେ ମିଳୁନି ସାର, ଚାଷୀକୁଳ ହତାଶ
ପଟ୍ଟାମୁଣ୍ଡାଇ,୨୨ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ସମବାୟ ସମିତି ମାଧ୍ୟମରେ ସାର ଯୋଗାଣ ସମ୍ପୂର୍ଣ୍ଣ ଫେଲ୍ ମାରିଛି। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଥିବା ୧୬ଟି ସମବାୟ ସମିତି ସାର ଉଠାଇ ନ ଥିବାବେଳେ ଚାଷୀମାନେ ଅସୁବିଧା ଭୋଗଛନ୍ତି। ଚଳିତ ଖରିଫ ଋତୁରେ…
ଆଦର୍ଶ ବିବାହ: ଭିନ୍ନକ୍ଷମ ଅଲେଖଙ୍କ ଆଖି ହେବେ ଦମୟନ୍ତୀ
କେନ୍ଦ୍ରାପଡ଼ା, ୨୨ା୮ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଚକ ରଘୁନାଥପୁର ଗ୍ରାମର ଦୃଷ୍ଟିବାଧିତ ଭିନ୍ନକ୍ଷମ ଯୁବକ ଅଲେଖ ଚନ୍ଦ୍ର ଜେନାଙ୍କ ସହିତ ସହରର ଅଯୋଦ୍ଧାନଗରସ୍ଥିତ ଆଂଶିକ ଭିନ୍ନକ୍ଷମ ଯୁବତୀ ଦମୟନ୍ତୀ ନାୟକଙ୍କ ସୋମବାର ବିବାହ ହୋଇଛି। ଜିଲା ସାମାଜିକ ସୁରକ୍ଷା…
ମାଛ, କୁକୁଡ଼ା, ଉଦ୍ୟାନ କୃଷି ସ୍ବାବଲମ୍ବୀ କରିବ
କେନ୍ଦ୍ରାପଡ଼ା, ୨୧ା୮(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ନାହିଁ। କୃଷିଭିତ୍ତିକ ଏହି ଜିଲାରେ ଅର୍ଥକରୀ ଫସଲ ପ୍ରତି ପ୍ରୋତ୍ସାହନ ନାହିଁ। ଖରିଫ ଧାନଚାଷ ସମୟରେ ଜଳସେଚନ ସହିତ ଜଳ ନିଷ୍କାସନ ସମସ୍ୟା ଲାଗି ରହିଛି। ଧାନ ଚାଷରୁ ଆଶାନୂରୂପକ ଲାଭ ମିଳୁ ନ…
ଭୂତକୋଠି ପାଲଟିଛି ଖଡ଼ଇଣ୍ଟା ପ୍ରାଣୀ ଚିକିତ୍ସା କେନ୍ଦ୍ର
ପଟ୍ଟାମୁଣ୍ଡାଇ, ୨୧ା୮ (କଳ୍ପତରୁ ନାୟକ):ଗ୍ରାମାଞ୍ଚଳରେ ଗୋରୁ, ଛେଳି, ମେଣ୍ଢା, କୁକୁଡ଼ା, ମଇଁଷି ଆଦି ପ୍ରାଣୀ ସମ୍ପଦଙ୍କ ଚିକିତ୍ସା ଦିଗରେ ସରକାରଙ୍କ ବିଭିନ୍ନ ପଦକ୍ଷେପ କେବଳ କାଗଜକଲମରେ ହିଁ ସୀମିତ ହୋଇ ରହିଯାଉଥିବା ଅଭିଯୋଗ ହେଉଛି। ଏପରି ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ…
ସ୍ବଳ୍ପ ବୃଷ୍ଟିପାତ: ଖରିଫ ଧାନ ଫସଲ ବାଧାପ୍ରାପ୍ତ
ପାଟକୁରା, ୨୧ା୮(ରବୀନ୍ଦ୍ର ନାଥ ବାରିକ ):ଗରଦପୁର ବ୍ଲକ ଅଧୀନ ବେଦାରୀ ପଦ୍ମପୁର, ପାଟକୁରା ଓ ଗରଦପୁର ୩ଟି ପଞ୍ଚାୟତ ଅଞ୍ଚଳରେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଖରିଫ ଧାନ ଫସଲ ବାଧାପ୍ରାପ୍ତ ହୋଇଛି। ଶତାଧିକ ଏକର ଜମି ବର୍ଷା ଅଭାବରୁ ଚାଷ ହୋଇପାରୁନି।…
ମରାମତିକୁ ୬ ମାସ ପୂରିଲାନି: ରାସ୍ତାରେ ଖାଲ
ପଟ୍ଟାମୁଣ୍ଡାଇ, ୨୧ା୮(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଧୀନରେ ଥିବା ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରି ବନ୍ଧ ବାଇପାସ୍ଠାରୁ ଇନ୍ଦୁପୁର ପର୍ଯ୍ୟନ୍ତ ସାଢେ ୧୨ କିମି ରାସ୍ତା ବିଭାଗୀୟ କର୍ତ୍ତୃପକ୍ଷ ଓ ଠିକାଦାରଙ୍କ ଲେଉଟିଆ କିଆରି ସାଜିଛି। ଗତ ୨ ବର୍ଷ…
ଧାର୍ମିକ, ପର୍ଯ୍ୟଟନ କ୍ଷେତ୍ର ଅବହେଳିତ
କେନ୍ଦ୍ରାପଡ଼ା, ୨୦ା୮(ଜଗନ୍ନାଥ ଧଳ)ରାଜ୍ୟର ଏକମାତ୍ର ଜାତୀୟ ଉଦ୍ୟାନ କେନ୍ଦ୍ରାପଡ଼ା ଜିଲାରେ ଅଛି। ଏଥିସହ ତୁଳସୀକ୍ଷେତ୍ର ଭାବେ ଏହି ଜିଲା ଧାର୍ମିକ ପର୍ଯ୍ୟଟନ ପାଇଁ ପରିଚିତି ଲାଭ କରିଛି। ପରିବେଶ ଓ ଧାର୍ମିକ ପର୍ଯ୍ୟଟନ ପାଇଁ ପର୍ଯ୍ୟାପ୍ତ ଭିତ୍ତିଭୂମି ଥିଲେ ମଧ୍ୟ ଏହାକୁ…
ରାଜନଗର-ପଟ୍ଟାମୁଣ୍ଡାଇ ବିଧାନସଭା ଆସନ, ସବ୍ଡିଭିଜନ ଦାବି
ପଟ୍ଟାମୁଣ୍ଡାଇ, ୨୦ା୮(ଅକ୍ଷୟ ବିଶ୍ୱାଳ/କଳ୍ପତରୁ ନାୟକ)ବିଭିନ୍ନ କ୍ଷେତ୍ରରେ ନିଜର ଉତ୍କର୍ଷତା ପ୍ରଦର୍ଶନ କରି କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳ ଉପସ୍ଥିତି ଜାହିର କରିଥିଲା। ରାଜ୍ୟ ରାଜନୀତିକୁ ନିୟନ୍ତ୍ରଣ କରିଆସୁଥିବା ଜିଲାର ପ୍ରମୁଖ ଅଙ୍ଗ ଭାବେ ପଟ୍ଟାମୁଣ୍ଡାଇ ବିଧାନସଭା ଆସନ ଓଡ଼ିଶାର ରାଜନୈତିକ ମାନଚିତ୍ରରେ…
ମୌଳିକ ସୁବିଧା ପାଇଁ ବାଧକ ସାଜିଛି ସେତୁ
କେନ୍ଦ୍ରାପଡ଼ା,୧୯ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ସଦର ମହକୁମାର ୪୮ କିଲୋମିଟର ଦୂରରେ ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ଅଛି ା ଏହି ପଞ୍ଚାୟତର ମାତ୍ର ୧୦ କିଲୋମିଟର ଦୂରରେ ଜଗତସିଂହପୁର ଜିଲାର ଶିଳ୍ପାଞ୍ଚଳ। ଗୋଟିଏ ପାର୍ଶ୍ୱରେ ପାଚୁର୍ଯ୍ୟ ରହିଥିବା ବେଳେ ଏପଟେ…
ଯୁବପିଢ଼ି ହିଁ ବଡ଼ଧରଣର ସମାଧାନ କରିପାରିବେ
କେନ୍ଦ୍ରାପଡ଼ା/ଡେରାବିଶ, ୧୮ା୮(ଜଗନ୍ନାଥ ଧଳ/ବେବର୍ତ୍ତା ଅଜୟ ଦାସ): ଆମମାନଙ୍କ ମଧ୍ୟରେ ପ୍ରଶ୍ନ ପଚାରିବାର ମାନସିକତା ପିଲାବେଳେ ଦେଖାଦେଇଥାଏ। ପିଲାମାନେ ପଚାରି ପଚାରି ସବୁକଥା ଜାଣିବାକୁ ପାଇଥାନ୍ତି। ପରବର୍ତ୍ତୀ ସମୟରେ ଆମେ ଯେତେବେଳେ ସମାଜ ଭିତରକୁ ପ୍ରବେଶ କରୁ, ଶିକ୍ଷାନୁଷ୍ଠାନ ଯାଉ ଏବଂ ବୟସ୍କ…
ପଟ୍ଟାମୁଣ୍ଡାଇରେ ବେଧଡ଼କ ଚାଲିଛି ନିଶା କାରବାର
କେନ୍ଦ୍ରାପଡ଼ା,୧୮ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବେଆଇନ ଦେଶୀ ଓ ବିଦେଶୀ ମଦ ସାଙ୍ଗକୁ ଗଞ୍ଜେଇ, ଅଫିମ, ବ୍ରାଉନସୁଗାର କାରବାର କାୟା ମେଲିଛି। ମାତ୍ର ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହଁି ବୋଲି ସାଧାରଣରେ ଅସନ୍ତୋଷ…
ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗାଁକୁ ରାସ୍ତା ନାହିଁ
ମହାକାଳପଡ଼ା,୧୮ା୮ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଭାରତ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗାଁକୁ ରାସ୍ତା ନାହିଁ ବୋଲି କହିଛନ୍ତି ଗ୍ରାମବାସୀ। ଗ୍ରାମର ଛାତ୍ରୀଛାତ୍ରମାନେ ପାଠ ପଢ଼ିବା ପାଇଁ ୨ କି.ମି. ଦୂର ନିକଟ ଉଚ୍ଚ ବିଦ୍ୟାଳୟକୁ ଯାତାୟାତ ପାଇଁ ବର୍ଷାଦିନରେ…
Archives


