କେନ୍ଦ୍ରାପଡ଼ା

ଭାରିଯାନ ଚଳାଚଳକୁ ଆଳ କରି ରାଜନୀତି

ପଟ୍ଟାମୁଣ୍ଡାଇ,୮ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ-୧ ଅଧୀନ ପଟ୍ଟାମୁଣ୍ଡାଇ-ରାଜନଗର ବ୍ରାହ୍ମଣୀ ଦକ୍ଷିଣପାର୍ଶ୍ୱ ନଦୀବନ୍ଧ ବା ଉତିକଣ ଘେରିବନ୍ଧ ପୁରୁଣା ରାସ୍ତା ୨୨ କୋଟି ଟଙ୍କା ବ୍ୟୟରେ ମାସେ ତଳେ ନିର୍ମାଣ କାମ ସରିଥିଲା। ଏବେ ବିଭିନ୍ନ ସ୍ଥାନରେ ରାସ୍ତା ଫାଟି ପିଚୁରୁ ଗୋଡ଼ି…

ଜେସିବିରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ

କେନ୍ଦ୍ରାପଡ଼ା ଅଫିସ,୮ା୫: କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ନଡ଼ିଆବରେଇ ପଞ୍ଚାୟତ ଡାହାଳପୁର ଗ୍ରାମର ଗୋଚର ଜମିରେ ଜେସିବି ଲଗାଇ ପୋଖରୀ ଖୋଳା ଯାଉଛି। ଏହି କାର୍ଯ୍ୟ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ବୋଲି ଗ୍ରାମବାସୀ…

ଚାଷ ଜମିରେ ବେଣାବୁଦା

କେନ୍ଦ୍ରାପଡ଼ା ଅଫିସ, ୮ା୫: କେନ୍ଦ୍ରାପଡ଼ା ଜିଲାର ୭ ନଦୀ, ୨୭ ନାଳରେ ଜଳ ପ୍ରବାହିତ ହେଉଛି। ଧାନ ସହ ମାଛ ଚାଷ ଜିଲାର ଅର୍ଥନୀତିକୁ ବଞ୍ଚାଇ ରଖିଛି। ଏହାସତ୍ତ୍ୱେ ଜିଲାର ଉପାନ୍ତ ଅଞ୍ଚଳରେ ଥିବା ୫ଟି ବ୍ଲକର ୫୧ ପ୍ରତିଶତ ପରିବାରର…

ସରକାରୀ ଜମିରୁ ଚାଲିଛି ମାଟି ଚାଲାଣ

ପଟ୍ଟାମୁଣ୍ଡାଇ, ୭ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଅଧୀନ ଅଳଭା ଗ୍ରାମସ୍ଥ ବ୍ରାହ୍ମଣୀ ନଦୀ ପଠାରୁ ବେଆଇନ ଭାବେ ମାଟି ଖୋଳାଯାଇ ଚାଲାଣ କରାଯାଉଛି। ଜେସିବି ଲଗାଇ ନଦୀପଠାର ମାଟିକୁ ତଡ଼ାଯାଉଛି। ପରେ ଏହାକୁ ସ୍ଥାନୀୟ ଅଞ୍ଚଳ ଲୋକଙ୍କୁ ବିକ୍ରି କରାଯାଉଛି।…

ଏନ୍‌ଜିଟି ନିୟମ ମାନୁନାହାନ୍ତି ଇଟା ବ୍ୟବସାୟୀ

କେନ୍ଦ୍ରାପଡ଼ା ଅଫିସ, ୭ା୫: ମେ’ମାସରେ ତାତି ବଢ଼ିଛି। ଗତ ସପ୍ତାହରେ ତାପମାତ୍ରା ୪୦ ଡିଗ୍ରୀ ଟପି ସାରିଛି। ଏହା ସତ୍ତ୍ୱେ କେନ୍ଦ୍ରାପଡ଼ା ଜିଲାରେ ନାଲି ଇଟା ଭାଟିରୁ ନିଆଁ ଲିଭୁନି। ସେହିପରି ବାଲି ଚୋରାଚାଲାଣ ଜିଲାର ନଦୀଶଯ୍ୟାକୁ ବେହାଲ କରୁଛି। ଏନ୍‌ଓସି…

ଦଳିତ ପରିବାରଙ୍କ ଯାତାୟାତ ରାସ୍ତା ଖୋଳି ବନ୍ଦ

ଆଳି,୬।୫(ଡି.ଏନ.ଏ.): ଆଜିର ସଭ୍ୟ ସମାଜରେ ସମସ୍ତଙ୍କର ଜୀବନ ଜିଇବା ନିମନ୍ତେ ମୌଳିକ ଅଧିକାର ଥିବାବେଳେ କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅନ୍ତର୍ଗତ ବିଲିକଣା ଗଁାର ଜଣେ ଦଳିତ ପରିବାରକୁ ଏସବୁ ସୁବିଧାରୁ କେତେଜଣ ଯୁବକ ବଞ୍ଚତ୍ତ କରିଥିବା ଅଭିଯୋଗ ହୋଇଛି। ଗ୍ରାମର ଖଗେଶ୍ୱର…

ଉପକୂଳରେ ବଢୁଛି ଗେଣ୍ଡା, ଶାମୁକା ମାଂସର ଚାହିଦା

ମହାକାଳପଡ଼ା,୬।୫(ଡି.ଏନ.ଏ.): ଖରାଦିନେ ଜଳାଶୟ, ଖାଲ ପାଟିଆ, ଯୋର ଆଦି ସ୍ଥାନରେ ଜଳସ୍ତର ଶୁଖିଯିବା ଯୋଗୁ ଯେଉଁଠି ପାଣି ମୁନ୍ଦାଏ ଅଛି ସେଠାରେ ଛୋଟ ଛୋଟ ଶାମୁକା, କୁଜି ଗେଣ୍ଡା ଦେଖିବାକୁ ମିଳୁଛନ୍ତି। ଦୂରଦୂରାନ୍ତରୁ ବିଭିନ୍ନ ପ୍ରଜାତିର ପକ୍ଷୀ ଖାଦ୍ୟ ଅନ୍ବେଷଣରେ ଆସି ଏହାକୁ…

ଗମନାଗମନ ବିକାଶ ଚିତ୍ର ଅସ୍ପଷ୍ଟ

କେନ୍ଦ୍ରାପଡ଼ା ଅଫିସ, ୬।୫: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଏକମାଣିଆରେ ଏପ୍ରିଲ ୨୭ରେ ବ୍ରାହ୍ମଣୀ ନଦୀରେ ସେତୁ ନ ଥିବାରୁ ଡଙ୍ଗାବୁଡ଼ି ଦୁର୍ଘଟଣାରେ ୨ ଜଣଙ୍କର ଅକାଳ ମୃତ୍ୟୁ ଘଟିଥିଲା। ପଟ୍ଟାମୁଣ୍ଡାଇ ବ୍ଲକ କଣ୍ଠିଆ ନାଳ ସେତୁ ବିଳମ୍ବ ହୋଇଥିବା ବେଳେ ସେଠାରେ…

ସରକାରୀ ଜାଗାକୁ ପ୍ଲଟିଂ କରି ବିକ୍ରି

ପଟ୍ଟାମୁଣ୍ଡାଇ, ୬।୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଅଞ୍ଚଳ ଏବେ ଜବରଦଖଲକାରୀଙ୍କର ଭୂସ୍ବର୍ଗ ପାଲଟିଛି। ପ୍ରତ୍ୟେକ ପଞ୍ଚାୟତ ଅଞ୍ଚଳରେ ଥିବା ସରକାରୀ ଜାଗାଗୁଡ଼ିକ ପ୍ରଭାବଶାଳୀ ବ୍ୟକ୍ତିମାନେ ଅକ୍ତିଆର କରି ତାକୁ ପ୍ଲଟିଂ କରି ନିରୀହ ଲୋକଙ୍କୁ ବିକ୍ରି କରୁଛନ୍ତି। ଫଳରେ ନିରୀହ…

୨ କୋଟିରୁ ଊର୍ଦ୍ଧ୍ୱ ଅଲିଭ ରିଡ୍‌ଲେ କଇଁଛ ଶାବକ ସମୁଦ୍ରକୁ ଗଲେ

ରାଜନଗର,୫ା୫(ଡି.ଏନ.ଏ.): ଅଲିଭ ରିଡ୍‌ଲେ କଇଁଛମାନଙ୍କ ଅନ୍ତୁଡ଼ିଶାଳ କେନ୍ଦ୍ରାପଡ଼ା ଜିଲା ଗହୀରମଥା ସମୁଦ୍ର ବେଳାଭୂମି ଦୀର୍ଘ ୬୦ଦିନ ପରେ ଚଳଚଞ୍ଚଳ ହୋଇଉଠିଛି। ଲକ୍ଷ ଲକ୍ଷ ମା’ କଇଁଛ ଗହୀରମଥାର ଅଗରନାସୀ-୨ରେ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ କରିଥିଲେ। ୨୯ରୁ ୪ତାରଖ ୬ଦିନ ଭିତରେ…

ମୌଳିକ ସୁବିଧାରୁ ପଟ୍ଟାମୁଣ୍ଡାଇ ସହରବାସୀ ବଞ୍ଚିତ

ପଟ୍ଟାମୁଣ୍ଡାଇ,୫ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ଦ୍ୱିତୀୟ ବୃହତମ ସହର ପଟ୍ଟାମୁଣ୍ଡାଇକୁ ୧୯୮୮ରେ ରାଜ୍ୟ ସରକାର ଏନ୍‌ଏସ୍‌ସି ଓ ପରେ ମ୍ୟୁନିସିପାଲିଟିର ମାନ୍ୟତା ପ୍ରଦାନ କରିଥିଲେ। ଇତିମଧ୍ୟରେ ଏହି ମ୍ୟୁନିସିପାଲିଟି ଘୋଷଣାକୁ ୩୫ବର୍ଷ ପୂରିଛି। କ୍ରମବଦ୍ଧିଷ୍ଣୁ ସହର ଏବେ ନଦୀ, ନାଳ, ପୋଖରୀକୁ ମାଡ଼ିବାରେ…

ଜମାକାରୀଙ୍କ ଫିକ୍ସ ଡିପୋଜିଟ୍‌ରୁ ୮ଲକ୍ଷ ଟଙ୍କା ଗାଏବ

ଡେରାବିଶ/ପାଟକୁରା, ୫ା୫(ସ୍ବ.ପ୍ର./ଡି.ଏନ୍‌.ଏ.): ଜମାକାରୀଙ୍କ ଅଗୋଚରରେ ଫିକ୍ସ ଡିପୋଜିଟ୍‌ରୁ ୮ ଲକ୍ଷ ଟଙ୍କା ଗାଏବ ହୋଇଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲ୍ଳକ ବଙ୍ଗାଳପୁର ପଞ୍ଚାୟତ ମାହାଳସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ। ଏହି ଶାଖାରେ ନୂଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri