କେନ୍ଦ୍ରାପଡ଼ା

ଜନ୍ମରୁ ଝିଅକୁ ପୋଲିଓ, ସ୍ବାମୀଙ୍କୁ ପକ୍ଷାଘାତ

ରାଜକନିକା,୧୭ା୪ (ଡି.ଏନ୍‌.ଏ.): ମୁଣ୍ଡ ଗୁଞ୍ଜିବାକୁ ଘରଖଣ୍ଡେ ନାହିଁ କି ଚାଷ କରି ଚଳିବାକୁ ଜମି ଗୁଣ୍ଠେ ନାହିଁ। ସେପଟେ ସ୍ବାମୀ ମୂଲପାତି ଲାଗି ଆମକୁ ଦି’ଓଳି ଦି’ମୁଠା ଖାଇବାକୁ ଦେବାକୁ ସାମର୍ଥ୍ୟ ବି ନାହିଁ। ସଂସାର ମଧ୍ୟରେ ସତେଯେମିତି ଭଗବାନ ଆମ…

ଝାମୁଯାତ୍ରା ଗହଳିରେ ଲୁଟେରା ମାତିଛନ୍ତି

ମହାକାଳପଡ଼ା,୧୭ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ସ୍ଥିତ ମା’ ଦରିଆପାରି ରାମଚଣ୍ଡୀ ମନ୍ଦିର ବିଜେସ୍ଥଳରେ ଝାମୁଯାତ୍ରାର ଗହଳି ପରିଲକ୍ଷିତ ହୋଇଥିଲା। ମା’ଙ୍କ ପୀଠ ପରିସରରେ ବିଭିନ୍ନ ଦୋକାନ ବଜାର ପସରା ମେଲାଇଥିବା ବେଳେ ଭିଡ଼ ମଧ୍ୟରେ ସୁଯୋଗ ଉଣ୍ଡି…

ଶୁଖିଲା ପଟ୍ଟାମୁଣ୍ଡାଇ କେନାଲରେ ପାଣି ଛାଡ଼ିବାକୁ ଦାବି

ପଟ୍ଟାମୁଣ୍ଡାଇ,୧୭।୪(ସ୍ବ.ପ୍ର.): କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ସପ୍ତାହେ ହେଲା କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଥିବାରୁ ଦିନ ୧୦ଟା ପରେ ଘରୁ ପଦାକୁ ଗୋଡ଼ କାଢ଼ି ହେଉନାହିଁ। ଦିନର ତାପମାତ୍ରା ୪୦…

ଖାରିପାଣି ମାଛଚାଷ ନାମରେ ଚିଙ୍ଗୁଡ଼ି ଘେରି ବଢୁଛି

କେନ୍ଦ୍ରାପଡ଼ା ଅଫିସ,୧୭ା୪: ଭଦ୍ରକର ଧାମରାଠାରୁ ଜଗତ୍‌ସିଂହପୁରର ପାରାଦୀପ ବନ୍ଦର ମଧ୍ୟରେ ଥିବା ସାମୁଦ୍ରିକ ଉପକୂଳ ଏବେ ଚିଙ୍ଗୁଡିଘେରିରେ ଭରିଗଲାଣି। ପ୍ରତ୍ୟେକ ଦିନ ଏହି ତଟାଞ୍ଚଳରେ ଅନୂ୍ୟନ ୧୦ରୁ ଅଧିକ ଘେରି ପ୍ରସ୍ତୁତ ହେଉଛି। ଏଥିରେ ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟ ବାଦ୍‌…

ଭୁଜାଲି ଆକ୍ରମଣରେ ଭିଣୋଇ ମୃତ, ଶାଳକ ଗୁରୁତର

ଆଳି,୧୬।୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ସହିରା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶୁକ୍ରବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି ା ମୃତକଙ୍କ ଶାଳକ ବି ଭୁଜାଲି ମାଡ଼ରେ ଗୁରୁତର ହୋଇଛନ୍ତି। ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ…

ଝାମୁଯାତ୍ରା ମେଳାରେ ଅପମିଶ୍ରିତ ଖାଦ୍ୟ ସାମଗ୍ରୀ ବିକ୍ରି

ମହାକାଳପଡ଼ା,୧୬।୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ମା’ରାମଚଣ୍ଡୀ ପୀଠରେ ଝାମୁ ଯାତ୍ରା ମେଳା ପଣା ସଂକ୍ରାନ୍ତିରୁ ଆରମ୍ଭ ହୋଇଛି। ଏହି ମେଳା ପାଇଁ ୫ଶହରୁ ଊର୍ଦ୍ଧ୍ୱ ଦୋକାନ ଖୋଲିଛି ା ଯାତ୍ର ଦେଖିବା ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ଶ୍ରଦ୍ଧାଳୁମାନଙ୍କ ଭିଡ଼…

ଡେରାବିଶ ତାପମାତ୍ରା ୪୦ ଛୁଇଁଲା

ଡେରାବିଶ,୧୬।୪(ସ୍ବ.ପ୍ର.): ସମଗ୍ର ରାଜ୍ୟରେ ତାପମାତ୍ରାର ବୃଦ୍ଧି ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ା ଏଥିରୁ ବି ବାଦ ପଡ଼ିନି କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକର ବିଭିନ୍ନ ପଞ୍ଚାୟତ ା ଶନିବାର ସକାଳ ୮ଟା ୩୦ ସୁଦ୍ଧା ତାପମାତ୍ର ୩୬…

ସୂର୍ଯ୍ୟମୁଖୀ ଚାଷକୁ ମିଳୁନାହିଁ ପ୍ରୋତ୍ସାହନ

କେନ୍ଦ୍ରାପଡ଼ା ଅଫିସ,୧୬।୪: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୋଇଲିପୁରର ଚାରିପୋଖରିଆ ଗ୍ରାମର ସ୍ବୟଂସହାୟକ ମହିଳା ଗୋଷ୍ଠୀ ଚଳିତ ବର୍ଷ ୭ ଏକର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି ା ଏହି ଚାଷ ସେମାନଙ୍କ ପାଇଁ ଦ୍ୱିତୀୟ ବର୍ଷ ା ପ୍ରଥମ ବର୍ଷର ଅଭିଜ୍ଞତା…

କ୍ଷେତକୁ ଯିବା ପାଇଁ ବାଉଁଶ ଚାର ଭରସା

ରାଜକନିକା, ୧୫।୪ (ଡି.ଏନ୍‌.ଏ.): ରାଜକନିକା ବ୍ଲକ ପେଗରପଡ଼ା ପଞ୍ଚାୟତ ବଳିଭଣ୍ଡା ଗଁା ପାଖ ଚାଷ ଜମିକୁ ଲାଗି ଥିବା ବୈତରଣୀ ନଦୀର ଶାଖା ଚଢେଇଖିଆ ନାଳ। ଗ୍ରାମବାସୀ ଏହି ନାଳ ପାରି ହୋଇ ଚାଷ କରିବାକୁ କ୍ଷେତକୁ ଯାଇଥାନ୍ତି। ନାଳ ଉପରେ ପ୍ରଶାସନ…

ଦକ୍ଷିଣଦିଆରେ ଗୋଚର ଜମି ଜବରଦଖଲ

ପଟ୍ଟାମୁଣ୍ଡାଇ, ୧୪ା୪(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ତହସିଲ ଅଧୀନ ଦକ୍ଷିଣଦିଆ ଗ୍ରାମରେ ସର୍ବସାଧାରଣଙ୍କ ପାଇଁ ଉଦ୍ଦିଷ୍ଟ ଥିବା ଗୋଚର, ଅନାବାଦୀ କିସମ ଜମିକୁ ଜଣେ ବ୍ୟକ୍ତି ଜବରଦଖଲ କରିଛନ୍ତି। ଏଥିସହ ଉକ୍ତ ଜମିକୁ ପ୍ଳଟିଂ କରି ବିକ୍ରି କରୁଥିବା ପ୍ରତିବାଦରେ ପଟ୍ଟାମୁଣ୍ଡାଇ ତହସିଲଦାରଙ୍କ ନିକଟରେ…

୫୭ ହଜାର ଘନମିଟର ବାଲି ଡେରାବିଶରୁ ଯିବ ଆଣ୍ଡାମାନ

କେନ୍ଦ୍ରାପଡା ଅଫିସ,୧୪ା୪: ଜଗତ୍‌ସିଂହପୁର ଜିଲା ପାରାଦୀପ ବନ୍ଦର ଅଧ୍ୟକ୍ଷଙ୍କୁ କେନ୍ଦ୍ରାପଡ଼ା ଏଡିଏମ୍‌ ଦୁର୍ଗାପ୍ରସାଦ ମହାରଣା ଗୁରୁବାର ଲେଖିଥିବା ଚିଠି (ନଂ.୧୦୦୫) ସ୍ଥାନୀୟ ଅଞ୍ଚଳର ପରିବେଶବିତ୍‌ଙ୍କୁ ଚିନ୍ତାରେ ପକାଇଛି। ବାରମ୍ବାର ଲଘୁ ଖଣିଜ ସମ୍ପଦ ଚୋରି ହେଉଥିବା ନେଇ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲରେ…

ଆଜି ଝାମୁଯାତ୍ରା: ସୁନାବେଶରେ ଝଲସିବେ ମା’ ରାମଚଣ୍ଡୀ

ମହାକାଳପଡ଼ା,୧୪ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଥିବା ମା’ ରାମଚଣ୍ଡୀଙ୍କ ଶୁକ୍ରବାର ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଝାମୁଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରଦ୍ଧାଳୁଙ୍କୁ ମା’ ସୁନାବେଶରେ ଦର୍ଶନ ଦେବେ। ଗୁରୁବାର ରାତି ୪ଟାରୁ ମା’ଙ୍କ ନୀତିକାନ୍ତି ସମ୍ପନ୍ନ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri