କେନ୍ଦ୍ରାପଡ଼ା

ଅନୁପ୍ରବେଶକାରୀଙ୍କୁ ମିଳିଛି ସରକାରୀ ଜମି

କେନ୍ଦ୍ରାପଡ଼ା,୧୮ା୯ (ଜଗନ୍ନାଥ ଧଳ): ଚଳିତ ଆର୍ଥିକ ବର୍ଷର ଅଗଷ୍ଟ ଶେଷ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ଜିଲାର ୫୭୯ ଜଣ ଗୃହହୀନ ବ୍ୟକ୍ତିଙ୍କୁ ବସୁନ୍ଧରା ଯୋଜନାରେ ମୋଟ ୧୩.୩୮୦ ଏକର ପତିତ ଜମି ଜିଲା ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଛି। ତଥ୍ୟ ଅନୁଯାୟୀ ଏହି…

ଜିଲା ଶିକ୍ଷା ବିଭାଗରେ ମନମାନି, ଶିକ୍ଷାଦାନ ହୋଇପାରୁନି

ପଟ୍ଟାମୁଣ୍ଡାଇ,୧୭ା୯(କଳ୍ପତରୁ ନାୟକ)ପଟ୍ଟାମୁଣ୍ଡାଇ ବ୍ଲକରେ ଗୁଣାତ୍ମକ ଶିକ୍ଷାର ପ୍ରସାର ପାଇଁ ରାଜ୍ୟ ସରକାର ଚନ୍ଦନନଗର ପଞ୍ଚାୟତ ବନ୍ତୋପାଟଣାଠାରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ପ୍ରାୟ ୧୧ କୋଟି ୭୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ…

ପଟ୍ଟାମୁଣ୍ଡାଇରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ

ପଟ୍ଟାମୁଣ୍ଡାଇ,୧୭ା୯(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଖୁଲମ୍‌ଖୁଲା ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ିବା ସହିତ ନିମ୍ନମାନର ଔଷଧ ବଜାରରେ ବିକ୍ରି ଓ ସପ୍ଲାଏ କରାଯାଉଛି। ରୋଗରୁ ଉପଶମ ପାଇଁ ନକଲି ଡାକ୍ତର ଦେଉଥିବା ଔଷଧ ମୃତ୍ୟୁର କାରଣ ସାଜିପାରେ, ଏହା କେହି…

ଶିକ୍ଷକମାନେ ଧାରଣାସ୍ଥଳରେ ଗୀତ, ନାଚ କରି ପ୍ରତିବାଦ

ପଟ୍ଟାମୁଣ୍ଡାଇ,୧୭ା୯(ଅକ୍ଷୟ ବିଶ୍ୱାଳ)ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବନକ୍ରମେ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳର ସମସ୍ତ ପ୍ରାଥମିକ ଶିକ୍ଷକ ସମୂହ ଛୁଟିରେ ଯାଇଛନ୍ତି। ଶିକ୍ଷୟିତ୍ରୀଶିକ୍ଷକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଗୀତ, ନାଚ କରି ପ୍ରତିବାଦ ଜଣାଇଛନ୍ତି। ଦାବିପୂରଣ ନ ହେବା…

ଜଳ ଉତ୍ସ ପ୍ରଦୂଷଣ ବଢ଼ୁଛି

କେନ୍ଦ୍ରାପଡ଼ା, ୧୬ା୯ (ଜଗନ୍ନାଥ ଧଳ): ରାଜ୍ୟର ଅଧିକାଂଶ ଜଳଉତ୍ସ ପ୍ରଦୂଷିତ। ସାଧାରଣ ଲୋକଙ୍କ ପାଇଁ ଏହାର ଜଳ ବ୍ୟବହାର ଉପଯୋଗୀ ନୁହେଁ। ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ନିକଟରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ପକ୍ଷରୁ ଏପରି ରିପୋର୍ଟ ପ୍ରକାଶ…

ଅଭିଭାବକ, ଛାତ୍ରୀଛାତ୍ର ମହଲରେ ତୀବ୍ର ଅସନ୍ତୋଷ

ଡେରାବିଶ, ୧୬ା୯(ବେବର୍ତ୍ତା ଅଜୟ ଦାସ): ୩ ଦଫା ଦାବି ନେଇ ଡେରାବିଶ ଶିକ୍ଷା ସର୍କଲ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକମାନେ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଫଳରେ ପ୍ରାଥମିକ ବିଦ୍ୟାଳୟଗୁଡିକରେପାଠ ପଢା ଏକ ପ୍ରକାର ବନ୍ଦ ହୋଇଯାଇଛି। ଏହି ସର୍କଲ ଅନ୍ତର୍ଗତ ସମୁଦାୟ…

ଚିକିତ୍ସିତ ହୋଇ ଫେରିବା ବାଟରେ ଦୁର୍ଘଟଣା: ୪ ମୃତ

ପଟ୍ଟାମୁଣ୍ଡାଇ/ଆଳି,୧୬ା୯ (କଳ୍ପତରୁ ନାୟକ/ବନମାଳୀ ସେନାପତି): ଏମିତି ବି ଆସେ ମୃତ୍ୟୁ। ଚାହୁଁ ଚାହୁଁ ଚାଲିଗଲା ଅକାଳରେ ୨ ପରିବାରର ୪ ଜୀବନ। ବେଙ୍ଗାଲୁରୁ ଭିକ୍ଟୋରିଆ ହସ୍ପିଟାଲରେ ଚିକିତ୍ସା କରାଇ ଆମ୍ବୁଲାନ୍ସରେ ଫେରିବା ବାଟରେ ଆନ୍ଧ୍ରପ୍ରଦେଶର ଚିତୋରଠାରେ ରାସ୍ତାରେ ଠିଆ ହୋଇଥିବା ତେଲ…

କୁମ୍ଭୀର ଭୟରେ ବୁଡୁଛି ଜୀବିକା

ମହାକାଳପଡ଼ା,୧୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କୁମ୍ଭୀରମାନେ ଦୈନିକ ୧୦କେଜିରୁ ଅଧିକ ଖାଦ୍ୟ ଖାଇଥାଆନ୍ତି। ଏବେ ନଦୀ ନାଳରେ ମାଛ କଙ୍କଡ଼ା ଭଳି ଜଳଚରଜୀବ ଆବଶ୍ୟକ ପରିମାଣର ମିଳୁ ନ ଥିବାରୁ କୁମ୍ଭୀରମାନେ ମଣିଷ ସମେତ ଛେଳି, ମେଣ୍ଢା, ବତକମାନଙ୍କୁ ଆକ୍ରମଣ କରୁଥିବା ନଜିର…

ପଟ୍ଟାମୁଣ୍ଡାଇରେ ନିଶା କବଳରେ ଯୁବପିଢ଼ି

ପଟ୍ଟାମୁଣ୍ଡାଇ,୧୫ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ଚୋରାମଦ, ଡ୍ରଗ୍ସ, ଗଞ୍ଜେଇ, ବ୍ରାହଉନସୁଗାର କାରବାର ଖୁଲମ୍‌ଖୁଲା ଭାବେ ବଢ଼ି ଚାଲିଛି। ଗାଁ ଗହଳିରେ ଥିବା ପାନ ଦୋକାନଠାରୁ ଆରମ୍ଭ କରି ଭୁସାମାଲ ଦୋକାନ ପର୍ଯ୍ୟନ୍ତ ସବୁଠି ଖୁଲମ୍‌ ଖୁଲା…

ପ୍ରୋତ୍ସାହନ ଅଭାବରୁ ବାଧାପ୍ରାପ୍ତ ହେଉଛି ହସ୍ତଶିଳ୍ପ

ଡେରାବିଶ,୧୫ା୯(ବେବର୍ତ୍ତା ଅଜୟ ଦାସ): ବାଉଁଶର ଅଭାବ ଯୋଗୁ ବିଲୁପ୍ତ ହେବାକୁ ବସିଲାଣି ବାଉଁଶର ହାତ ତିଆରି ଘରକରଣା ସାମଗ୍ରୀ। ସରକାରୀ ପ୍ରୋତ୍ସାହନ ଅଭାବରୁ ଏହି ହସ୍ତଶିଳ୍ପ ବାଧାପ୍ରପ୍ତ ହେଉଛି। ଯଦି ପ୍ରୋତ୍ସାନ ମିଳନ୍ତା ଏହି କୁଟିିରଶିଳ୍ପ ବଞ୍ଚିତ ରହନ୍ତା ବୋଲି କାରିଗରମାନେ…

୮କୋଟି ଟଙ୍କାରେ ନିର୍ମିତ ବେଡ଼ାରୀ-କୂଳତୁଠି ରାସ୍ତା ୩ ମାସ ଗଲାନି

ପାଟକୁରା,୧୫ା୯(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଧୀନ ବେରି ପଞ୍ଚାୟତ ବେଡାରୀ-କୁଳତୁଠି ଗ୍ରାମ ରାସ୍ତା ୮ କୋଟି ୪୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିଲା। ହେଲେ ସେହି କାମ ସରିବାର ୩ ମାସ ଯାଇନି ବେରିମଳିକ…

ଜିଲା ବାହାରେ ଦାଦନ ଖଟୁଛନ୍ତି ଯୁବବର୍ଗ

କେନ୍ଦ୍ରାପଡ଼ା, ୧୫ା୯(ଜଗନ୍ନାଥ ଧଳ): ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ଚଳଚଞ୍ଚଳ ହେଲାଣି। ରାଜ୍ୟର ୩ ବୃହତ ରାଜନୈତିକ ଦଳ ପକ୍ଷରୁ ସଙ୍ଗଠନ ମଜଭୁତ ପାଇଁ ରାଜନୈତିକ ରଣନୀତି ଅନୁଯାୟୀ କାର୍ଯ୍ୟକ୍ରମ ଜାରିରହିଛି। ତୃଣମୂଳସ୍ତରର ସମସ୍ୟା ଏଜେଣ୍ଡାରେ ସାମିଲ ହୋଇଛି। କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?