କେନ୍ଦ୍ରାପଡ଼ା

ଜାତୀୟ ରାଜପଥ ପାଲଟିଛି ଟ୍ରକ୍‌ ପାର୍କିଂ ସ୍ଥଳ

ମାର୍ଶାଘାଇ,୨୯ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ପାରାଦୀପ ୫୩ ନଂ. ଜାତୀୟ ରାଜପଥ ଏବେ ଲୁହାପଥର ବୋଝେଇ ଟ୍ରକ୍‌ଗୁଡ଼ିକର ପାର୍କିଂ ସ୍ଥଳ ପାଲଟିଛି। ବିଶେଷ ଭାବେ ମାର୍ଶାଘାଇ ଥାନା ଅନ୍ତର୍ଗତ ହଜାରୀ ଛକଠାରୁ ନୀଳାଚଳ ବଜାର ପର୍ଯ୍ୟନ୍ତ ପ୍ରାୟ ୨୦…

ମତ୍ସ୍ୟଜୀବୀଙ୍କୁ ଦୁଃଖ ଦେଉଛି ସମୁଦ୍ର ପ୍ରବେଶ କଟକଣା

ମହାକାଳପଡ଼ା,୨୯ା୪ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଉପକୂଳ ଅଞ୍ଚଳରେ ୧୦ ହଜାରରୁ ଅଧିକ ପଞ୍ଜୀକୃତ ଓ ଅଣ ପଞ୍ଜୀକୃତ ମତ୍ସ୍ୟଜୀବୀ ନଦୀ, ସମୁଦ୍ର ଉପରେ ନିର୍ଭର କରିଥାନ୍ତି। ପରିବାର ପ୍ରତିପୋଷଣ ପାଇଁ କେବଳ ମାଛ ଧରିବା ଭରସା। ନଦୀ ସମୁଦ୍ରରୁ ମାଛ…

ଭିଜିଲାନ୍ସ ଜାଲରେ ବିଇଓ

ପଟାମୁଣ୍ଡେଇ,୨୮।୪(ଡି.ଏନ୍‌.ଏ): ୧୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ବ୍ଲକ ଶିକ୍ଷା ଅଧିକାରୀ । ଧରାପଡିଥିବା ବ୍ଲକ ଶିକ୍ଷା ଅଧିକାରୀ ଜଣଙ୍କ ହେଉଛନ୍ତି କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ମାନସ ଧଳ । ଏରିଅର ଟଙ୍କା କରାଇଦେବାକୁ ଶିକ୍ଷକଙ୍କଠାରୁ ସେ ୧୦…

ଡଙ୍ଗାବୁଡ଼ି ଘଟଣାରୁ ମିଳୁନାହିଁ ଶିକ୍ଷା

କେନ୍ଦ୍ରାପଡ଼ା ଅଫିସ,୨୮ା୪: କେନ୍ଦ୍ରାପଡ଼ା ଜିଲା ଏକମାଣିଆ କେରଡାଗଡ଼ ବ୍ରାହ୍ମଣୀ ଫେରିଘାଟରେ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଯାଇଥିବା ଭୁଟୁଭୁଟି ଗୁରୁବାର ବୁଡ଼ିଗଲା। ଏହି ଦୁର୍ଘଟଣାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଥିବା ବେଳେ ନାଉରିଆ ନିଖୋଜ ଅଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି…

ମହାକାଳପଡ଼ାରେ ପ୍ରତିଷ୍ଠା ହେବ ବିଶ୍ୱସ୍ତରୀୟ ଇସ୍ପାତ ପ୍ରକଳ୍ପ, ସ୍ଥିତି ପରଖିଲେ ୫-ଟି ସଚିବ

ମହାକାଳପଡ଼ା,୨୭ା୪(ଡି.ଏନ୍‌.ଏ.): ଚଳିତ ମାସ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳଙ୍କ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ଜାପାନର ସମୁଦ୍ର ପୋତାଯାଇ ନିପନ ଷ୍ଟିଲ କାରଖାନା ଦେଖି ଅଭିଭୂତ ହୋଇଥିଲେ…

ବ୍ରାହ୍ମଣୀ ନଦୀରେ ଯାତ୍ରୀବାହୀ ଡଙ୍ଗା ବୁଡି ୨ ନିଖୋଜ

କେନ୍ଦ୍ରପଡା ଅଫିସ,୨୭।୪: ବ୍ରାହ୍ମଣୀ ନଦୀରେ ଯାତ୍ରୀବାହୀ ଡଙ୍ଗା ବୁଡି ୨ଜଣ ନିଖୋଜ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଏକମାଣିଆରେ l ଆଳି ବ୍ଲକ ଏକମାଣିଆ ପଞ୍ଚାୟତକୁ ଚତୁଃପାର୍ଶ୍ୱରୁ ବ୍ରାହ୍ମଣୀ ଓ ଖରସ୍ରୋତା ନଦୀ…

ଚାଷ ପ୍ରତି ବିମୁଖ ଭାଗଚାଷୀ

କେନ୍ଦ୍ରାପଡ଼ା ଅଫିସ/ଯାଜପୁର ଅଫିସ/ବରଗଡ଼ ଅଫିସ୍‌, ୨୭ା୪: ଓଡ଼ିଶା ଦିବସ ପାଳନ ଅବସରରେ ରାଜ୍ୟ ସରକାର ୪୩ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ଯୋଜନା ମାଧ୍ୟମରେ ୮୭୭ କୋଟି ଟଙ୍କା ପ୍ରଦାନ କରିଛନ୍ତି। ସୋମବାର ୩୫ ଲକ୍ଷ ଚାଷୀଙ୍କୁ…

୩ ବ୍ରାଞ୍ଚ ପୋଷ୍ଟମାଷ୍ଟର ଚାକିରିରୁ ବହିଷ୍କୃତ

କେନ୍ଦ୍ରାପଡ଼ା ଅଫିସ, ୨୬।୪: କେନ୍ଦ୍ରାପଡ଼ା ଡାକ ବିଭାଗରେ ଜାଲ ସାର୍ଟିଫିକେଟ ମାଧ୍ୟମରେ ଚାକିରି ଲିଙ୍କ୍‌ ଧରାପଡ଼ିଛି। ଡାକ ଅଧୀକ୍ଷକ ୨୦୧୮ରୁ ଅଦ୍ୟାବଧି ଚାକିରି କରିଥିବା କର୍ମଚାରୀଙ୍କ ସାର୍ଟିଫିକେଟ ଯାଞ୍ଚ କରି ୩ଜଣ ବ୍ରାଞ୍ଚ ପୋଷ୍ଟମାଷ୍ଟରଙ୍କୁ ମଙ୍ଗଳବାର ଚାକିରିରୁ ବହିଷ୍କୃତ କରିଛନ୍ତି। ଏଥିସହ…

ଡେରାବିଶ: ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ପ୍ରହସନ

ଡେରାବିଶ,୨୬।୪ (ସ୍ବ.ପ୍ର.) ଜିଲା, ତହସିଲ, ବ୍ଲକ ଓ ସଦର ମହକୁମାରେ ସରକାରୀ ଯୋଜନାରୁ ବଞ୍ଚତ୍ତ ହେଉଥିବା ସାଧାରଣ ଲୋକ ନିଜର ଅଭିଯୋଗ ପାଇଁ ଖର୍ଚ୍ଚାନ୍ତ ହୋଇ ଏତେ ଦୂର ଯାଇ ପାରୁ ନାହାନ୍ତି। ଏହାକୁ ଲକ୍ଷ୍ୟ କରି କେନ୍ଦ୍ରାପଡ଼ା ଜିଲାରେ ୨୦୨୨…

୩ ବ୍ରାଞ୍ଚ ପୋଷ୍ଟମାଷ୍ଟର ଚାକିରିରୁ ବହିଷ୍କୃତ

କେନ୍ଦ୍ରାପଡ଼ା ଅଫିସ,୨୬।୪: କେନ୍ଦ୍ରାପଡ଼ା ଡାକ ବିଭାଗରେ ଜାଲ ସାର୍ଟିଫିକେଟ ମାଧ୍ୟମରେ ଚାକିରି ଲିଙ୍କ୍‌ ଧରାପଡ଼ିଛି। ଡାକ ଅଧୀକ୍ଷକ ୨୦୧୮ରୁ ଅଦ୍ୟାବଧି ଚାକିରି କରିଥିବା କର୍ମଚାରୀଙ୍କ ସାର୍ଟିଫିକେଟ ଯାଞ୍ଚ କରି ୩ଜଣ ବ୍ରାଞ୍ଚ ପୋଷ୍ଟମାଷ୍ଟରଙ୍କୁ ମଙ୍ଗଳବାର ଚାକିରିରୁ ବହିଷ୍କୃତ କରିଛନ୍ତି। ଏଥିସହ ଜଣେ…

ଇକୋ-ଟଏଲେଟ୍‌ରେ ୩ ବର୍ଷ ହେଲା ତାଲାପଡ଼ିଛି

ପଟ୍ଟାମୁଣ୍ଡାଇ,୨୫।୪: (ସ୍ବ.ପ୍ର.) ସ୍ବଚ୍ଛ ଭାରତ ପାଇଁ କେନ୍ଦ୍ର ସରକାର ଅର୍ଥ ଖର୍ଚ୍ଚ କରିବା ସହ ସ୍ବଚ୍ଛତା ବିଷୟରେ ଲୋକଙ୍କୁ ସଚେତନ କରିବାକୁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ କରୁଛନ୍ତି। ତଥାପି ଏସବୁର ପ୍ରଭାବ ଓ ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ।…

ବାଛରାନାସୀ ନାଳର ପୁନରୁଦ୍ଧାର ସରକାର ଭୁଲିଗଲେ

ପଟ୍ଟାମୁଣ୍ଡାଇ,୨୫।୪: (ସ୍ବ.ପ୍ର.) କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ବାଛରାନାସୀର ପୁନରୁଦ୍ଧାର କାର୍ଯ୍ୟ ରାଜ୍ୟ ସରକାର ଆରମ୍ଭ କରିଥିଲେ ହେଁ, କାମ ଅଧାରୁ ରଖି ଠିକାଦାର ଛୁ ମାରିଛନ୍ତି। ଫଳରେ ଧୋୟାଞ୍ଚଳବାସୀଙ୍କ ସ୍ବପ୍ନ ପୂରଣ ହେବା ନେଇ ସନ୍ଦେହ ସୃଷ୍ଟି ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri