କେନ୍ଦ୍ରାପଡ଼ା

ରୁଆର ୧୫ ଦିନରେ ଧାନଗଛରେ ଥୋଡ଼

ପଟ୍ଟାମୁଣ୍ଡାଇ, ୧୪ା୯(କଳ୍ପତରୁ ନାୟକ)କେନ୍ଦ୍ରପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚାଷଜମିରେ ତଳି ରୋଇବାର ମାତ୍ର ୧୫ ଦିନରେ ଧାନ ଗଛରୁ ଥୋଡ଼ ବାହାରିଛି। ଏହାକୁ ନେଇ ଚାଷୀ ଭାଗ୍ୟକୁ ଆଦରି ବସି ଥିବା ବେଳେ କୃଷି ବିଭାଗ ଅଫିସରେ ଜଣାଇଛନ୍ତି। କୃଷି ଅଧିକାରୀ…

ଲାଇଫ୍‌ ଜ୍ୟାକେଟ୍‌ ବିନା ନୌଚଳାଚଳ

କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ଏବଂ ୨୭ ନାଳ ରହିଛି। ଏହି ସବୁ ନଦୀ, ନାଳ ଘେରରେ ଥିବା ୧୭ ପଞ୍ଚାୟତକୁ ସଂଯୋଗ ପାଇଁ ସେତୁ ନାହିଁ। ଡଙ୍ଗା ଦ୍ୱାରା ଯାତାୟାତ ଚାଲିଛି। ସେହି ପରିମାଣରେ ଡଙ୍ଗାବୁଡ଼ି ଘଟଣା ବାରମ୍ବାର ଦେଖିବାକୁ…

ଆସୁଛି ପାର୍ବଣ, ହସୁଛି କାଶତଣ୍ଡୀ

ମହାକାଳପଡ଼ା,୧୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପାର୍ବଣ ଆଗମନରେ ସଜେଇ ହେଲାଣି ପ୍ରକୃତିରାଣୀ। ଶସ୍ୟ ଶ୍ୟାମଳା ଧରିତ୍ରୀ ଉପରେ ପବନର ତାଳେ ତାଳେ ସତେ ଯେମିତି ଦୋଳି ଖେଳୁଛି କାଶତଣ୍ଡୀ। ମହାକାଳପଡ଼ା ବ୍ଲକ ଅଞ୍ଚଳର ମହାନଦୀ ପଠା, ଗହୀର ପାଟ, ରାସ୍ତାପାଶର୍‌ବ, ପୋଖରୀ…

ନଦୀ, ନାଳରେ କୁମ୍ଭୀର: ଲୋକେ ଭୟଭୀତ

ପଟ୍ଟାମୁଣ୍ଡାଇ,୧୩।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ସମୁଦ୍ର ଉପକୂଳ ହୋଇଥିବାରୁ ନଦୀନାଳ ପରିପୂର୍ଣ୍ଣ ଏହି ଅଞ୍ଚଳରେ କୁମ୍ଭୀର ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି। କୁମ୍ଭୀର ଓ ମଣିଷ ଲଢ଼େଇରେ ୩ ମାସରେ କୁମ୍ଭୀର ୬ ଜଣଙ୍କ ଜୀବନ ନେଲାଣି। ଏବେ ଏହି ହିଂସ୍ର…

ବନ୍ୟାପାଣି ପଚି ପୌରାଞ୍ଚଳରେ ମଶାଙ୍କ ପ୍ରାଦୁର୍ଭାବ ବଢ଼ୁଛି

ପଟ୍ଟାମୁଣ୍ଡାଇ,୧୩।୯(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ନିକଟରେ ବନ୍ୟା ଆସିବା ଯୋଗୁ ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ୧୦ଟି ୱାର୍ଡ ପ୍ରଭାବିତ ହୋଇଥିଲା। ବନ୍ୟା ଛାଡ଼ିଯିବା ପରେ ବିଭିନ୍ନ ଚାଷ ଜମି ଖାଲଖମା ଓ ପୋଖରୀଗୁଡିକରେ ପଶି ଥିବା…

ଜିଲାରେ ଜୈବିକ କୃଷି ପ୍ରତି ଆଗ୍ରହ ବଢୁନି

କେନ୍ଦ୍ରାପଡ଼ା, ୧୩।୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ଧାନଚାଷ ପରେ ସର୍ବାଧିକ କ୍ଷେତରେ ତୈଳ ବୀଜ ଚାଷ ହେଉଥିଲା। ବାଦାମ, ଶୋରିଷ, ସୂର୍ଯ୍ୟମୁଖୀ, ରାଶି, ଜଡା ଆଦି ଚାଷରେ ଏହି ଅଞ୍ଚଳର କୃଷକ ପରିବାର ରୋଜଗାରର ପନ୍ଥା ବାହାର କରିଥିଲେ। ଉପଯୁକ୍ତ…

୧୦ ବର୍ଷରେ ନଦୀ ଆଁକୁ ଗଲାଣି ୬୦ରୁ ଊର୍ଦ୍ଧ୍ୱ ଘର

କେନ୍ଦ୍ରାପଡ଼ା,୧୨ା୯ (ଜଗନ୍ନାଥ ଧଳ): ମହାନଦୀରେ ଗତ ଅଗଷ୍ଟରେ ବନ୍ୟା ଜଳ ଆସିଥିଲା। ଏହି ନଦୀ ସିଷ୍ଟମରେ ଥିବା ଲୁଣା ଓ କରାଣ୍ଡିଆ ନଦୀ ଫୁଲିଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ଦ୍ୱୀପାଞ୍ଚଳରେ ଥିବା ୧୩ ଗ୍ରାମରେ ପାଣି ପଶିଥିଲା। ବନ୍ୟା ଜଳ ଛାଡ଼ି…

ଭିତରକନିକାରେ ଗତବର୍ଷଠାରୁ ଅଧିକ ୭,୭୯୭ ଦେଶୀୟ ପକ୍ଷୀ

ରାଜନଗର, ୧୨ା୯ (ଭାସ୍କର ରାଉତରାୟ): ପକ୍ଷୀ ବିହାର ରୂପେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନରେ ଆଗନ୍ତୁକ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ହୋଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ୨୦୨୨ଠାରୁ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକାରେ ୧,୧୬,୦୭୦ ଦେଶୀୟ ପକ୍ଷୀ ଭିଡ…

ନବୀକରଣ ଅପେକ୍ଷାରେ ଡାଇମଣ୍ଡ ଜୁବିଲି ଲାଇବ୍ରେରି

କେନ୍ଦ୍ରାପଡା,୧୧ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହର ପୁରୁଣା ବସ୍‌ଷ୍ଟାଣ୍ଡସ୍ଥିତ ଡାଇମଣ୍ଡ ଜୁବିଲି ଲାଇବ୍ରେରି ଇଂଲଣ୍ଡ ରାଣୀଙ୍କ ସହ ସମ୍ପର୍କ ରହିଛି। ଇଂଲଣ୍ଡ ରାଣୀ ଭିକ୍ଟୋରିଆଙ୍କ ହୀରକ ଜୟନ୍ତୀ ଉପଲକ୍ଷେ ନିର୍ମିତ ରାଜ୍ୟର ପ୍ରଥମ ପବ୍ଲିକ ଲାଇବ୍ରେରି ଏବେ ଗୃହ ନବୀକରଣ ପାଇଁ ଅପେକ୍ଷା…

ଦିବ୍ୟାଙ୍ଗ ଗୋପାଳଙ୍କୁ ମିଳିଲା ନାହିଁ ଘର

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଜାତି ଓ ଜନଜାତିଙ୍କ ବିକାଶ ପାଇଁ ତୃଣମୂଳସ୍ତରରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଅଦ୍ୟାବଧି ଉପରୋକ୍ତ ଯୋଜନା ଦିବ୍ୟାଙ୍ଗ ଗୋପାଳଙ୍କ ପାଖରେ ପହଞ୍ଚି ପାରୁନି ବୋଲି ଅଭିଯୋଗ ହୋଇଛି।…

ମାଛଧରା ଜାଲରେ ପଡ଼ିଲା କୁମ୍ଭୀର

ପଟ୍ଟାମୁଣ୍ଡାଇ,୧୧ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ନିକଟସ୍ଥ ନାଇଆଡିଆ ଗାଁ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ରବିବାର ସନ୍ଧ୍ୟାରେ ଜଣେ ଧୀବର ମାଛ ଧରିବା ପାଇଁ ଜାଲ ଟାଣୁଥିବାବେଳେ ଏକ ୪ ଫୁଟ୍‌ ଲମ୍ବର କୁମ୍ଭୀର ପଡିଥିଲା। ବଡ ମାଛ…

ସାମୂହିକ ଛୁଟିରେ ଶିକ୍ଷୟିତ୍ରୀଶିକ୍ଷକ, ଛାତ୍ରୀଛାତ୍ର ବୁଲୁଛନ୍ତି

ପଟ୍ଟାମୁଣ୍ଡାଇ,୧୧ା୯ (କଳ୍ପତରୁ ନାୟକ): ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ୫-ଟି ରୁପାନ୍ତରିକରଣରେ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି। ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରଶାସନିକ ଅଧିକାରୀଙ୍କ ନିଷ୍କ୍ରିୟତା ଓ ଶିକ୍ଷକତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?