କେନ୍ଦ୍ରାପଡ଼ା

କୁମ୍ଭୀରଭରା ନଦୀରେ ଜୀବନ ବାଜି

ମହାକାଳପଡ଼ା,୨ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଜୀବିକା ପାଇଁ ଜୀବନ ମରଣ ଦୋଛକିରେ ଅଭାବୀ ମଣିଷ। ପେଟ ଚାଖଣ୍ଡେ ପାଇଁ କୁମ୍ଭୀର ଭରା ନଦୀରେ ଦୈନଦିନ ଚାଲିଛି ଜୀବିକା ପାଇଁ ସଂଗ୍ରାମ। ଅଭାବୀ ପରିବାର ଜଙ୍ଗଲରୁ କାଠ ଆଣିଲେ ଘରେ ଚୁଲି ଜଳେ। ଭରା…

ରାଜ୍ୟର ପ୍ରଥମ ପୌରାଞ୍ଚଳ ପ୍ରତି ଅବହେଳା

କେନ୍ଦ୍ରାପଡ଼ା,୧ା୯ (ଜଗନ୍ନାଥ ଧଳ: ୧୮୮୫ ମେ ୧୮ରେ ଲର୍ଡ ରିପନ ସ୍ବାୟତ୍ତ ଶାସନ ପ୍ରସ୍ତାବ ଆଗତ କରିଥିଲେ। ଏହା ପୂର୍ବରୁ ଇଂରେଜ ସରକାର ୧୮୫୯ରେ କେନ୍ଦ୍ରାପଡ଼ା ଓ ଯାଜପୁରକୁ ଦୁଇଟି ସବ୍‌ଡିଭିଜନରେ ପରିଣତ କରିଥିଲେ। ଏହାର ଠିକ୍‌ ୧୦ ବର୍ଷ ପରେ…

ମୌଳିକ ସମସ୍ୟାରୁ ବଞ୍ଚିତ ପୌରାଞ୍ଚଳବାସୀ

ପଟ୍ଟାମୁଣ୍ଡାଇ,୩୧ା୮ (କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ଗୁରୁବାର ୩୫ ତମ ସ୍ବାୟତ ଶାସନ ଦିବସ ପାଳନ କରିବ ା ଏ ନେଇ ପୌର ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇ ଗତ ୩ ଦିନ ପୂର୍ବରୁ ବିଧାୟକ, ପୌର ଅଧ୍ୟକ୍ଷ,…

ଶବରୀ ବୃଦ୍ଧାଙ୍କୁ ପ୍ରତିଶ୍ରୁତି ଦେଇ ଭଣ୍ଡାଇଲା ପ୍ରଶାସନ

ମହାକାଳପଡ଼ା,୩୦।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଭାଗୃହଠାରେ ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ୪୦ ଅଭିଯୋଗ ହୋଇଥିବା ବେଳେ ପେଟଛେଲା ପଞ୍ଚାୟତ ଶବରପଲ୍ଲୀର ଶବରୀ ବୃଦ୍ଧା ଦୁଃଖୀ ଭକ୍ତା ଗଁା ସମସ୍ୟାକୁ…

ବାବୁ ଆମକୁ ରାସ୍ତା କେବେ ଦେବୁ, କାହିଁକି ହେଇନି

ମହାକାଳପଡ଼ା,୨୯ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଭାଗୃହରେ ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବର ସୋମବାର ଅନୁଷ୍ଟିତ ହୋଇଯାଇଛି। ବ୍ଲକର ପେଟଛେଲା ପଞ୍ଚାୟତର ଜନଜାତି ବର୍ଗର ଶବରପଲ୍ଲୀ ଗାଁ ରହିଛି। ଏହି ଗାଁକୁ ସ୍ବାଧୀନତାର ଦୀର୍ଘ ୭୭ ବର୍ଷ ବିତି…

ରୋଜଗାର ଦେଉଛି କାଇଞ୍ଚ, ଟେରାକୋଟା ରାଖୀ

କେନ୍ଦ୍ରାପଡ଼ା, ୨୯ା୮(ଜଗନ୍ନାଥ ଧଳ): ଆସନ୍ତା ୩୦ ତାରିଖରେ ରାଖୀ ପୂର୍ଣ୍ଣିମା। ଭାଇ ଓ ଭଉଣୀଙ୍କ ପାଇଁ ଏହି ଦିନଟି ସ୍ବତନ୍ତ୍ର। ଭାଇ ହାତରେ ଭଉଣୀ ରାଖୀ ପିନ୍ଧାଇ ନିଜର ସୁରକ୍ଷା ଦାବିକରେ। ଏହାକୁ ଦୃଷ୍ଟିରେ ରଖି ଓର୍‌ମାସ ପକ୍ଷରୁ କେନ୍ଦ୍ରାପଡ଼ା ଜିଲାର…

ନଡ଼ିଆ କତା ହସ୍ତଶିଳ୍ପ କ୍ଲଷ୍ଟର ଘୋଷଣାରେ ସୀମିତ

କେନ୍ଦ୍ରାପଡ଼ା, ୨୮ା୮(ଜଗନ୍ନାଥ ଧଳ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଥର ସରକାର ଗଠନ ସମୟରେ ଓଡ଼ିଶାର ଏମ୍‌ପି ପ୍ରତାପ ଷଡଙ୍ଗୀଙ୍କୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ପଦ ମିଳିଥିଲା। ଏହି ସମୟରେ ସ୍ମିମ୍‌ ଫର ରିଜେନେରେଶନ ଅଫ୍‌…

କେନାଲରେ ପାଣି: କ୍ଷେତରେ ପହଞ୍ଚୁନି

ପଟ୍ଟାମୁଣ୍ଡାଇ,୨୮ା୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚଳିତ ଖରିଫ ଚାଷ ବିଳମ୍ବରେ ଆରମ୍ଭ ହୋଇଛି। ବର୍ଷା ନ ଥିବାରୁ ଚାଷୀ ନାନା ହଇରାଣର ସମ୍ମୁଖୀନ ହେଉଛନ୍ତି। କିଛିଦିନ ପୂର୍ବେ ବର୍ଷା ଯୋଗୁ ଚାଷ କାର୍ଯ୍ୟ ଜୋର ଧରିଛି। ବର୍ତ୍ତମାନ…

ଶିଳାନ୍ୟାସକୁ ୨୦ବର୍ଷ ବିତିଲା: ଭାଟେଣି ଭଗ୍ନ ସ୍ଲୁଇସ୍‌ କାମ ହେଉନି

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ପଟ୍ଟାମୁଣ୍ଡାଇ ବ୍ଲକର ୨୩ ହଜାରରୁ ଅଧିକ ଏକର ଚାଷ ଜମି ଓ ୨୨ରୁ ଊର୍ଦ୍ଧ୍ୱ ପଞ୍ଚାୟତର ଚାଷୀଙ୍କ ପାଇଁ ଯୋର ଜଳସେଚନ ପ୍ରକଳ୍ପ ମାଧ୍ୟମରେ ମଧୁର ଜଳ ଗଚ୍ଛିତ ରଖିବା, ଉଠା…

ହ୍ରାସପାଉଛି ପ୍ରାଣୀଧନ ସଂଖ୍ୟା

କେନ୍ଦ୍ରାପଡ଼ା,୨୭ା୮(ଜଗନ୍ନାଥ ଧଳ)ପ୍ରାଣୀଧନ ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ରାଷ୍ଟ୍ରୀୟ ଓ ରାଜ୍ୟସ୍ତରୀୟ କୃଷି ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ସହ ଅର୍ଥ ବ୍ୟୟ କରାଯାଉଛି। ମାତ୍ର କୃଷିଭିତ୍ତିକ କେନ୍ଦ୍ରାପଡ଼ା ଜିଲାରେ ଏହାର ପ୍ରଭାବ ଦେଖିବାକୁ…

ଚନ୍ଦ୍ରୟାନ-୩ ଅଭିଯାନରେ ସାମିଲ ଥିଲେ କନିକା ପୁଅ ଦେବଦତ୍ତ

ରାଜକନିକା,୨୬ା୮(ସଞ୍ଜୟ କୁମାର ଦାଶ): ଚନ୍ଦ୍ରୟାନ-୩ ସଫଳତାରେ ସାରା ଦେଶ ଉଲ୍ଲାସ ପାଳୁଛି। ସେହି ସମୟରେ ଏହି ଅଭିଯାନରେ ସାମିଲ ଥିବା ଓଡ଼ିଆ ପୁଅମାନଙ୍କର ଜ୍ଞାନକୌଶଳକୁ ନେଇ ଗର୍ବ କରୁଛି ଓଡ଼ିଶା। ଏହି ପ୍ରରିପ୍ରେକ୍ଷୀରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ଗିରିଆ ଗାଁର ଦେବଦତ୍ତ…

ପାଟନାଳିରେ କୁମ୍ଭୀର, ଲୋକେ ଭୟଭୀତ

ପଟ୍ଟାମୁଣ୍ଡାଇ,୨୬ା୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ବଳଦେବନଗର ଗ୍ରାମ ପାଖ ଏକ ପାଟନାଳିରେ ଗୁରୁବାର ସନ୍ଧ୍ୟାରେ କୁମ୍ଭୀର ଭାସୁଥିବା ଗ୍ରାମବାସୀ ଦେଖି ରାଜନଗର ବନ ବିଭାଗକୁ ଖବର ଦେଇଥିଲେ। ଶୁକ୍ରବାର ବନ ବିଭାଗ କର୍ମଚାରୀ ଆସି କୁମ୍ଭୀରକୁ ଧରିବାକୁ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?