କେନ୍ଦୁଝର

ବସ୍‌ରେ ଦିବ୍ୟାଙ୍ଗ ନାବାଳିକାଙ୍କୁ କଣ୍ଡକ୍ଟରଙ୍କ ଦୁର୍ବ୍ୟବହାର, ବସ୍‌ ମାଲିକଙ୍କୁ ନୋଟିସ୍‌

କେନ୍ଦୁଝର,୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ଦିବ୍ୟାଙ୍ଗ ନାବାଳିକା ତାଙ୍କ ମା’ଙ୍କ ସହିତ ଚିକିତ୍ସା ପାଇଁ ଭୁବନେଶ୍ବରକୁ ଯାଉଥିବା ବେଳେ ସେମାନଙ୍କୁ ଏକ ବସ୍‌ର କଣ୍ଡକ୍ଟର ଦୁର୍ବ୍ୟବହାର କରିବା ସହ ଓ ସରକାରୀ ପାସ୍‌କୁ ବେଖାତିର କରିବା ଘଟଣାକୁ ନେଇ ପ୍ରୀତିପ୍ରଜ୍ଞାଙ୍କ...

ଝିଅର ମା’ ବାପା ରାଜି ନ ହେବାରୁ ଟାୱାର ଉପରକୁ ଚଢ଼ିଗଲେ ଯୁବକ, ଆଉ ତା’ପରେ…

କେନ୍ଦୁଝର,୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ଜୁଡିଆ ନିକଟରେ ଗୁରୁବାର ଏକ ହାଇ ପାୱାର ଟାୱାରରେ ଜଣେ ଯୁବକ ଚଢ଼ି ଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କ ନାମ ଦଶମନ୍ତ ମହାକୁଡ଼ (୨୯) ଏବଂ ସେ...

ହେଲାନି ଅନାସ୍ଥା: ଧାରଣାରେ ରହି ପଞ୍ଚାୟତ ସମ୍ମୁଖରେ ଚିତା କାଟି ମାଣବସା ପାଳିଲେ ୱାର୍ଡ ସଭ୍ୟା

ଆନନ୍ଦପୁର,୪।୧୨( ସୁଶାନ୍ତ କୁମାର ସାହୁ ): ରାତିସାରା ପଞ୍ଚାୟତ ସମ୍ମୁଖରେ ଧାରଣାରେ ରହିଲେ। ସକାଳୁ ସକାଳୁ ଗୁରୁବାର ମାଣବସା ଓଷା ପାଳନ କଲେ। ଏଭଳି ଘଟଣା ଦେଖିବାକୁ ମିଳିଛି କଣ୍ଟିପାଳ ପଞ୍ଚାୟତରେ। କଣ୍ଟିପାଳ ସରପଞ୍ଚ ପଦ୍ମିନୀ ନାଏକଙ୍କ ବିରୁଦ୍ଧରେ ୮...

ବିଡିଓ ନ ପହଞ୍ଚିବାରୁ ହେଲାନି ଅନାସ୍ଥା ଭୋଟ, ରାତିସାରା ପଞ୍ଚାୟତ ସାମ୍ନାରେ ବସିଲେ ସଭ୍ୟାସଭ୍ୟ

ଆନନ୍ଦପୁର,୪।୧୨( ସୁଶାନ୍ତ କୁମାର ସାହୁ ): କଣ୍ଟିପାଳ ସରପଞ୍ଚ ପଦ୍ମିନୀ ନାଏକଙ୍କ ବିରୁଦ୍ଧରେ ୮ ଜଣ ସଭ୍ୟ ଅନାସ୍ଥା ଆଣିଥିବା ବେଳେ ଗତ କାଲି ଏହାର ଭୋଟିଂ ହେବା ବଦଳରେ ବିଡିଓଙ୍କ ଦେହ ଅସୁସ୍ଥ ଦର୍ଶାଇ ଭୋଟିଂ କାର୍ଯ୍ୟ ଭଣ୍ଡୁର...

ସରପଞ୍ଚଙ୍କ ବିରୋଧରେ ହେଲାନାହିଁ ଅନାସ୍ଥା ଭୋଟିଂ, ନିର୍ଦ୍ଧାରିତ ସମୟ…

ଆନନ୍ଦପୁର,୩ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତ ସରପଞ୍ଚ ପଦ୍ମିନୀ ନାୟକଙ୍କ ବିରୋଧରେ ଅନାସ୍ଥା ଭୋଟିଂ ଉପଜିଲାପାଳଙ୍କ ଚିଠି ନମ୍ବର ୧୦୨୧୨ ଅନୁଯାୟୀ ୩ ବୁଧବାର ୧୧/୩୦ ସମୟରେ ଧାର୍ଯ୍ୟ ହୋଇଥିଲା। ଏଥିରେ ଏକ ପ୍ଲାଟୁନ୍‌...

ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ସମୟରେ ଚୁଲିରୁ ନିଆଁଲାଗି ଗୁରୁତର ଥିଲେ ପାଚିକା, ଆଜି ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ

ଆନନ୍ଦପୁର,୩।୧୨ (ସୁଶାନ୍ତ କୁମାର ସାହୁ): ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ସମୟରେ ଚୁଲିରୁ ନିଆଁଲାଗି ଗୁରୁତର ପାଚିକା ତପୋଇ ପ୍ରଧାନଙ୍କ ଚିକିତ୍ସାଧିନ ଅବସ୍ଥାରେ କଟକ ବଡ ମେଡିକାଲରେ ବୁଧବାର ମୃତ୍ୟୁ ଘଟିଛି। ତପୋଇ , ଆନନ୍ଦପୁର ବ୍ଲକ ହାତୀବନ୍ଧା ସରକାରୀ ପ୍ରାଥମିକ...

୬ଟି ବିଦ୍ୟାଳୟର ଛାତ୍ରୀଙ୍କୁ ନେଇ ମୁରୁସୁଆଁରେ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ପ୍ରତିଯୋଗିତା

ପାଟଣା,୨।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ମଙ୍ଗଳବାର ୬ଟି ବିଦ୍ୟାଳୟର ଛାତ୍ରୀଙ୍କ ମଧ୍ୟରେ ଆନ୍ତଃ-ବିଦ୍ୟାଳୟ “ଖେଳିବା ଓ ପ୍ରସ୍ଫୁଟିତ ହେବା” ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ...

ଚକ୍ରଧରଙ୍କୁ ଦଳିଦେଲା ବଣୁଆ ହାତୀ: ଘଉଡାଇବା ହେଲା କାଳ

କେନ୍ଦୁଝର,୨।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଥିବାବେଳେ ଗତକାଲି ରାତିରେ ଏକ ବଣୁଆ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଅନ୍ୟ ଜଣେ ଗୁରୁତର...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଭେଣ୍ଡିଂ ଜୋନ୍‌ ନିର୍ମାଣ

କେନ୍ଦୁଝର,୩୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ସରକାରୀ ବାଳିକା ବିଦ୍ୟାଳୟ ସମ୍ମୁଖରେ ଭେଣ୍ଡିଂ ଜୋନ୍‌ କରିବା ପାଇଁ କାମ ଆରମ୍ଭ ହୋଇଛି। ଫଳରେ ଏହାକୁ ନେଇ ଅସନ୍ତୋଷ ଦେଖାଦେଇଛି। କିଛି ମାସ ତଳେ ଛାତ୍ରୀମାନଙ୍କ ସୁରକ୍ଷା ପାଇଁ ବିଦ୍ୟାଳୟ ସମ୍ମୁଖରେ...

ରାସ୍ତାକଡ଼ରେ ଅସୁରକ୍ଷିତ ବାଉଁଶ ହୋର୍ଡିଂ

କେନ୍ଦୁଝର,୩୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଗାନ୍ଧୀ ଛକ ନିକଟରେ ଦୀର୍ଘ ଦେଢ଼ ବର୍ଷ ହେବ ଏକ ଭଙ୍ଗା ହୋର୍ଡିଂ ରାସ୍ତାକଡ଼ରେ ରହିଥିଲେ ହେଁ ଉଠାଯାଉ ନ ଥିବାରୁ ବଡ଼ ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ଏଣୁ ତୁରନ୍ତ ହଠାଇଦେବାକୁ...

ଉଦ୍ଧାର ଛୁଆହାତୀକୁ ଗ୍ରହଣ କରୁନି ମା’ ହାତୀ, ଚିନ୍ତାରେ ବନ ବିଭାଗ

କେନ୍ଦୁଝର,୩୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ ଅନ୍ତର୍ଗତ ସୁକଡୋଳା ଗ୍ରାମ ନିକଟ ଜଙ୍ଗଲରୁ ଏକ ଗାତରୁ ଉଦ୍ଧାର କରିଥିବା ହାତୀ ଛୁଆକୁ ମା’ ହାତୀ ଗ୍ରହଣ କରୁ ନ ଥିବାରୁ ବନ ବିଭାଗ ଚିନ୍ତାରେ ରହିଛି। ହାତୀ...

ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତି ବେଳେ ଚୁଲିରୁ ପାଚିକାଙ୍କ ଶାଢ଼ିରେ ଲାଗିଲା ନିଆଁ

ଆନନ୍ଦପୁର,୨୭ା୧୧(ସୁଶାନ୍ତ କୁମାର ସାହୁ): ମଧ୍ୟାହ୍ନଭୋଜନ ପ୍ରସ୍ତୁତି ବେଳେ ଚୁଲି ନିଆଁରୁ ଶାଢ଼ିରେ ନିଆଁ ଲାଗିଯାଇ ପାଚିକା ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ହୋଇଛନ୍ତି। ପାଚିକା ହେଲେ ଗ୍ରାମର ତଅପୋଇ ପ୍ରଧାନ। ସୂଚନାରୁ ଜଣାପଡ଼ିଛି, କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ହାତୀବନ୍ଧା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri