କେନ୍ଦୁଝର

ସତ୍ୟପାଠ କରି ଆଦିବାସୀଙ୍କ ଧର୍ମ ପରିବର୍ତ୍ତନ ଉଦ୍ୟମ

ବଡ଼ବିଲ,୯ା୬ (ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡ଼ି ଓ ବଲାଣି ଥାନା ଅଧୀନ ଅପହଞ୍ଚ ଇଲାକାରେ ନିର୍ଦ୍ଦିଷ୍ଟ ଧର୍ମ ପ୍ରଚାରକମାନେ ସତ୍ୟପାଠ ଜରିଆରେ ନିରୀହ ଆଦିବାସୀଙ୍କ ଧର୍ମ ପରିବର୍ତ୍ତନ କରିବାକୁ ଉଦ୍ୟମ କରୁଥିବା ଜଣାପଡ଼ିଛି। ବଡବିଲ ତହସିଲଦାରଙ୍କ ନିକଟରେ ଧର୍ମ ପରିବର୍ତ୍ତନ...

କାରଖାନା ପ୍ରତିଷ୍ଠାକୁ ନେଇ ତେଜିଲା ବିରୋଧ

କେନ୍ଦୁଝର,୮ା୬(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଏବଂ ନୂଆଗାଁ ପଞ୍ଚାୟତରେ ଏକ ଶିଳ୍ପ ପ୍ରତିଷ୍ଠାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ନେଇଛି। ଏହି କାରଖାନାର ଜମି ଚିହ୍ନଟ ପାଇଁ ବୁଧବାର ବୀରକିଶୋରପୁର, ଗୁହାଳହିଡି,ଦାବାଙ୍କ,ବିସ୍ତାପାଳ,ରତନପୁର ଗ୍ରାମରେ ଡ୍ରୋନ୍‌ ଜରିଆରେ...

ଡ୍ରୋନ୍‌ରେ ଉଠାଉଥିଲେ ଫଟୋ: ୨ ଜଣଙ୍କୁ ଧରି ପୋଲିସ ଜିମାଦେଲେ ଗ୍ରାମବାସୀ

କେନ୍ଦୁଝର,୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅଧୀନ ନୂଆଗାଁ ପଞ୍ଚାୟତରେ ଦୁଇଜଣ ବ୍ୟକ୍ତି ଡ୍ରୋନ୍‌ ସହାୟତାରେ ବେଆଇନ ଭାବେ ଫଟୋ ଉଠାଉଥିବା ନେଇ ଗ୍ରାମବାସୀ ତାଙ୍କୁ ଧରି ପୋଲିସ ଜିମା ଦେଇଛନ୍ତି। ଅନ୍ୟପକ୍ଷେ ଏକ କମ୍ପାନୀ ପକ୍ଷରୁ କାରଖାନା ହେବାକୁଥିବା...

ଗୁଣିଗାରେଡ଼ି ସନ୍ଦେହରେ ନିର୍ଯାତନା ଅଭିଯୋଗ

କେନ୍ଦୁଝର,୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ ଯାତ୍ରା ପଞ୍ଚାୟତ ଶୁକଡଳା ଗ୍ରାମର କେଶବ ବାରିକ ବୁଧବାର କେନ୍ଦୁଝର ଏସ୍‌ପି ନୀତିନ କୁଶଲକରଙ୍କୁ ଭେଟି ଗୁଣିଗାରେଡ଼ି ସନ୍ଦେହରେ ତାଙ୍କ ପରିବାର ଲୋକଙ୍କୁ ନିର୍ଯାତନା ଦିଆଯାଉଥିବା ନେଇ ଅଭିଯୋଗ କରିଛନ୍ତି। କେଶବଙ୍କ...

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଆନନ୍ଦପୁର,୭।୬(ସ୍ବ.ପ୍ର.): ସଂଘବଦ୍ଧ ଆକ୍ରମଣ ଘଟଣାରେ ୪ଜଣଙ୍କୁ ଗିରଫ କରିଛି ପୋଲିସ। ଘସିପୁରା ଥାନା ରେକୁଟିଆର ଧଳିଆପାଣିଠାରେ ଦେଓଗାଁର ରାଜୀବ ଲୋଚନ ଜେନାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ପୂର୍ବ ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଘଟଣା ଘଟିଥିଲା। ଆକ୍ରମଣରେ ଗୁରୁତର...

ଶ୍ରମିକଙ୍କୁ ଉତ୍ସାହିତ କରିବାକୁ କୋଦାଳ ଧରିଲେ ସରପଞ୍ଚ

କେନ୍ଦୁଝର,୭।୬(ସ୍ବ.ପ୍ର): କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ ବରଦାପାଳ ପଞ୍ଚାୟତ ସାମାଜିକ କର୍ମୀ ତଥା ଯୁବ ସରପଞ୍ଚ ଶ୍ରମିକଙ୍କ ସହ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌(ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା)ରେ କାମ କରି ଚର୍ଚ୍ଚାକୁ ଆସିଥିଲେ। ଏବେ ହାଣ୍ତିଭଙ୍ଗା ସରପଞ୍ଚ ପୂର୍ଣ୍ଣମୀ...

ପୋଖରୀରୁ ମିଳିଲା ସ୍ତ୍ରୀଙ୍କ ମୃତଦେହ: ସ୍ବାମୀ ଅଟକ

ପାଟଣା,୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଗାଁ ପୋଖରୀ୍‌ରେ ସୋମବାର ସାରେ ଜଣେ ବିବାହିତା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ସୋମବାରରାତିଲେ ତୁରୁମୁଙ୍ଗା ପୋଲିସ ଅଗ୍ନିଶମ ବାହିନୀ ମିଳିତ ଉଦ୍ୟରେ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତ ଦେହଟି...

ମନରେଗା କାମ କରି ଚର୍ଚ୍ଚାରେ ସରପଞ୍ଚ

କେନ୍ଦୁଝର,୬।୬(ସ୍ବ.ପ୍ର): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବରଦାପାଳ ପଞ୍ଚାୟତ ସମାଜସେବୀ ତଥା ଯୁବ ସରପଞ୍ଚ ଶ୍ରମିକଙ୍କ ସାଧିରେ ମନରେଗା କାମ କରି କେନ୍ଦୁଝର ଜିଲାରେ ଚର୍ଚ୍ଚାକୁ ଆସିଥିଲେ। ଏବେ ହାଣ୍ତିଭଙ୍ଗା ପଞ୍ଚାୟତର ସରପଞ୍ଚ ପୂର୍ଣ୍ଣମୀ ସର୍ଦ୍ଧାର ଶ୍ରମିକଙ୍କ ସାଥିରେ ମନରେଗା...

ତୁରୁମୁଙ୍ଗା ବଜାରରେ ଅଗ୍ନିକାଣ୍ଡ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ବଜାରର ଏକ ଫଳ ଦୋକାନ ପଛ ପାଶ୍ୱର୍ର୍ରେ ଗଦା ହୋଇଥିବା ଆବର୍ଜନାରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଦୋକାନକୁ ନିଆଁ ବ୍ୟାପିବା ଆଗରୁ ସ୍ଥାନୀୟ ଦୋକାନୀମାନେ ପାଣି ଢାଳି ନିଆଁକୁ ଆୟତ୍ତ କରିବାରେ...

ଘନ ଘନ ବିଜୁଳି କାଟ ଜନ ଜୀବନ ଅସ୍ତବ୍ୟସ୍ତ

କେନ୍ଦୁଝର, ୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଏବେ ଚାଲିଛି ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଚାଲିଛି॥ ଦିନ ରାତି ଯେତେବେଳେ ଇଚ୍ଛା ବିଜୁଳି ଚାଲି ଯାଉଛି। ବର୍ଷା ଆସିବା ପୂର୍ବରୁ ଓ ପରେ ଘଣ୍ଟା ଘଣ୍ଟା ବିଜୁଳି ଯୋଗାଣ ବିଚ୍ଛିନ୍ନ ହେଉଛି। ଟାଟା...

ଛତୁ ଖାଇ ଦୁଇ ଯୁବତୀ ଗୁରୁତର

ବଡ଼ବିଲ,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଛତୁ ଖାଇ ଦୁଇ ଯୁବତୀ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ଉଭୟଙ୍କୁ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଯୁବତୀ ଦ୍ବୟ ହେଲେ ବଡ଼ବିଲ ସାଧୁସିଂ ହଟିଂ ଅଞ୍ଚଳର ପ୍ରିୟା ମହାନ୍ତ ଓ ତାଙ୍କ...

ଗଜବେଶରେ ଦର୍ଶନ ଦେଲେ ଶ୍ରୀଜିଉ

କେନ୍ଦୁଝର,୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ଧୂମ୍‌ଧାମରେ ପାଳିତ ହୋଇଛି। ଶ୍ରୀଜିଉଙ୍କୁ ସକାଳ ପୂଜାର୍ଚ୍ଚନା ପରେ ପହଣ୍ଡି କରି ସ୍ନାନମଣ୍ଡପକୁ ଅଣାଯାଇଥିଲା। ସେଠାରେ ଶ୍ରୀଜିଉଙ୍କୁ ବିଭିନ୍ନ ସୁବାସିତ ଜଳରେ ସ୍ନାନ କରାଯାଇଛି। ଶ୍ରୀଜିଉଙ୍କ ଦର୍ଶନ ପାଇଁ ଭକ୍ତଙ୍କ...

Advertisement
Archives

Model This Week

Why Dharitri