କେନ୍ଦୁଝର

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ ରୋଜାଲିନ…

2 years ago

ଜୟଦେବ ମିଛ କହୁଛନ୍ତି, ଦମ୍‌ ଅଛି ପ୍ରମାଣ ଦିଅନ୍ତୁ: ବିଡିଓ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ତଅଁଳ ଗ୍ରାମରେ ବିଜେଡି ପକ୍ଷରୁ ଲୋକ ପ୍ରତିନିଧି ସରକାରୀ…

2 years ago

୩୪ ନଂ ଜୋନ୍‌ରେ କେନ୍ଦ୍ର ସରକାରଙ୍କ ଗ୍ୟାରେଣ୍ଟିକୁ ନେଇ ପ୍ରାର୍ଥୀଙ୍କ ଭୋଟ୍‌ ଭିକ୍ଷା

ହାଟଡିହୀ,୧୮।୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ୩୪ନଂ ଜୋନ୍‌ ଅଧୀନ ୭ଟି ପଞ୍ଚାୟତରେ ଭାଜପା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଛି। ବିଧାୟକ…

2 years ago

ଘରକୁ ଘର ବୁଲି ଭୋଟ୍‌ ପାଇଁ ନିବେଦନ କରୁଛନ୍ତି ପ୍ରାର୍ଥୀ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ପନ୍ଦାଡ଼ୋ ଏବଂ ଆନନ୍ଦପୁର ବ୍ଲକର ଶାଳବଣୀ ସହ ଆନନ୍ଦପୁର ମ୍ୟୁନିସିପାଲିଟିରେ ବିଜେଡି ବିଧାୟକ…

2 years ago

ପରିବହନକାରୀ ସଂସ୍ଥା କର୍ମଚାରୀଙ୍କଠାରୁ ୨୦ ଲକ୍ଷ ଜବତ

ବଡ଼ବିଲ,୧୮ା୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଶୁକ୍ରବାର କିରିବୁ ଓ ସାଧୁସିଂ ହଟିଂ ଛକରେ ଯାନବାହନ ତନଖି ବେଳେ ୨୦ ଲକ୍ଷ ଟଙ୍କା ଜବତ କରିଛି।…

2 years ago

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି ଚୁନିଲାଲ…

2 years ago

୩ନଂ ଜୋନରେ ବିଜେଡିର ପ୍ରଚାର

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ତରଫରୁ ଶୁକ୍ରବାର ୩ନଂ ଜୋନରେ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକ ବେଲବାହାଳି ଠାରେ…

2 years ago

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ ଗାଁକୁ…

2 years ago

ଅଭୟାରଣ୍ୟ ପରିଧୀରେ ମଦ ଆଡ୍ଡା, ଜବତ ହେଲା ୧୬୧୮ ଲିଟର ଦେଶୀ ମହୁଲି ମଦ

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ), କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନରେ ୫ଟି ଥାନା ରହିଛି l ଚଳିତ ମାସ ଗତ ୧୪ ତାରିଖ ହାଟଡିହୀ ବ୍ଲକ ସୋସୋ ଥାନା…

2 years ago

କାଠ ଚୋରା ଚାଲାଣ ବେଳେ ଧରିଲା ବନ ବିଭାଗ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡା ସେକ୍ସନ ମାଛଗଡ଼ ଦକ୍ଷିଣ ବିଟ ମିରିଖୋଜି ଗ୍ରାମ ବିରଳ ନଦୀକୂଳ ଜଙ୍ଗଲରୁ ଶୁକ୍ରବାର ସକାଳୁ କାଠ ମାଫିଆମାନେ…

2 years ago