କେନ୍ଦୁଝର

ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୯ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସଂକ୍ଷିପ୍ତ ଗସ୍ତରେ କେନ୍ଦୁଝରକୁ ଆସିବାର କାର୍ଯ୍ୟକ୍ରମ ରହିଛି। ରବିବାର ୧୦ଟା୧୦ରେ ଧରଣୀଧର ମେଡିକାଲ…

2 years ago

କୋଟିକୋଟି ଟଙ୍କା ହେର୍‌ଫେର୍‌ ଅଭିଯୋଗ: ୨ ଗିରଫ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋଟିଂ କୋଅପରେଟିଭ ସୋସାଇଟି ଉପରେ ଇଓଡବ୍ଲ୍ୟୁର ବଡ଼ ରେଡ୍‌। କୋଟି କୋଟି ଟଙ୍କାର ହେରଫେର…

2 years ago

ଦିଲ୍ଲୀରେ ବମ୍ପର ବିଜୟ: କେନ୍ଦୁଝର ଭାଜପା ପାଳୁଛି ବିଜୟ ଉତ୍ସବ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିଲ୍ଲୀରେ ଭାଜପାର ଜବରଦସ୍ତ ବିଜୟ ପରେ କେନ୍ଦୁଝର ଭାଜପା ପକ୍ଷରୁ ଶନିବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟ ଉତ୍ସବ ପାଳିତ ହୋଇଛି। ଜିଲା…

2 years ago

ଭାଜପା ସରକାର ଉପରେ ବର୍ଷିଲେ ବିଜେଡିର ଆଗଧାଡ଼ି ନେତା, କହିଲେ…

ପାଟଣା,୮ା୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜେଡି କର୍ମକର୍ତ୍ତା ବୈଠକ ଶନିବାର ରାଜନଗର ମଠପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ନିର୍ବାଚନ…

2 years ago

ନବନିର୍ବାଚିତ ସଭାପତିଙ୍କୁ ଭାଜପା ପକ୍ଷରୁ ସମ୍ବର୍ଦ୍ଧନା: ସଂଗଠନକୁ ସୁଦୃଢ଼ କରିବାକୁ ସୁକଦେବଙ୍କ ଆହ୍ବାନ

ପାଟଣା,୮।୨(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରେ ଶନିବାର ଜିଲା ଭାଜପା ସଭାପତି ସୁକଦେବ ମହାନ୍ତଙ୍କୁ ପାଟଣା ବ୍ଲକ ଛକରୁ ଶୋଭାଯାତ୍ରାରେ ନିଆଯାଇଥିଲା। ଏହାପରେ ଭାଜପା ପକ୍ଷରୁ…

2 years ago

ମୁଖ୍ୟମନ୍ତ୍ରୀଙ୍କ ଭାଷଣବେଳେ ଉଠିଗଲେ ଲୋକେ: ରାଜନୈତିକ ବାତାବରଣ ଉଷ୍ମ

ହାଟଡ଼ିହୀ, ୭l୨(ଶୁଭକାନ୍ତ ନାୟକ):ରାଜ୍ୟ ସରକାରଙ୍କ ବିକଶିତ ଗାଁ, ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ପରିସରରେ ବୁଧବାର ଅନୁଷ୍ଠିତ ହୋଇଥିଲା। ବିଡିଓ ରଞ୍ଜନ କୁମାର…

2 years ago

Kendujhar: କଷ୍ଟ ସହି ନ ପାରି ମେଡିକାଲ ଛାତରୁ ଡେଇଁ ଜୀବନ ହାରିଲେ ରୋଗୀ

ଆନନ୍ଦପୁର,୬।୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଡାଇଲେସିସ କଷ୍ଟ ସହି ନ ପାରି ଜଣେ…

2 years ago

ବିଭିନ୍ନ ଦାବି ନେଇ ସ୍କୁଲ ଗେଟ୍‌ରେ ତାଲା: ଧାରଣାରେ ବସିଲେ ଛାତ୍ରୀଛାତ୍ର

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହରପଡା ବ୍ଲକ କୁଣ୍ଡଳା ପଞ୍ଚାୟତ ମୁଖ୍ୟାଳୟ ଏମ କେ(ମିରିଖୋଜୀ କୁଣ୍ଡଳାଉଚ୍ଚ ବିଦ୍ୟାଳୟ) ହାଇସ୍କୁଲ କୁଣ୍ଡଳା ଗେଟ ସମ୍ମୁଖରେ ଗୁରୁବାର ସକାଳୁ…

2 years ago

ପଞ୍ଚାୟତରୁ ନଳକୂପ ମରାମତି କ୍ଷମତା କାଢି ନେବାରୁ ଆପତ୍ତି ଉଠାଇଲେ ସରପଞ୍ଚ

ପାଟଣା,୬।୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ପିଆରଆଇ ମେମ୍ବରମାନଙ୍କୁ ନେଇ ବର୍ଷ ୨୦୨୫ ନିମନ୍ତେ ସ୍ବତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ ହୋଇଛି। ତେବେ…

2 years ago

‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାରୁ ସୁଫଳ ପାଇବ ପାଟଣା ନିର୍ବାଚନ ମଣ୍ଡଳୀ: ବିଧାୟକ

ପାଟଣା,୫।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଖୋର୍ଦ୍ଧାରୁ ମୁଖ୍ୟମନ୍ତ୍ରୀ…

2 years ago