କେନ୍ଦୁଝର

ଭାଲୁ ହାବୁଡ଼ରେ ନାବାଳକ, ମୋବାଇଲ ଟର୍ଚ୍ଚ ଜଳିବାରୁ ଛାଡ଼ି ପଳାଇଲା

କେନ୍ଦୁଝର,୨୩ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ରେଞ୍ଜ ନରଣପୁର ସେକ୍ସନ ରଘୁନାଥପୁର ବିଟ୍‌ ଅଧୀନ ଜଜପଶି ଗ୍ରାମରେ ଭାଲୁ ହାବୁଡ଼ରେ ପଡି ଜଣେ ନାବାଳକ ଗୁରୁତର ଆହତ ହୋଇଛନ୍ତି।…

2 years ago

ରାସ୍ତାରେ ଟ୍ରକ୍‌ ରଖି କରୁଥିଲେ ରୋଷେଇ, ହୁ ହୁ ହୋଇ ଜଳିଲା

ପାଟଣା,୨୩।୧୦(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ଜାତୀୟ ରାଜ ପଥ ଖୁରେଇ ଟାଙ୍ଗିରି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ଅଘଟଣ ଘଟିଛି।…

2 years ago

ବିଦ୍ୟୁତତାର ସଂସ୍ପର୍ଶରେ ଆସି ୩ ମହିଳା ମୃତ

କେନ୍ଦୁଝର,୨୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଟାଙ୍ଗିରି ଗାଁ ଜୁଆଙ୍ଗସାହିରେ ଶନିବାର ବିଦ୍ୟୁତତାର ଲାଗି ୩ ମହିଳାଙ୍କ ଜୀବନ ଯାଇଛି। ଏକ ଛେଳିକୁ ବଞ୍ଚାଇବାକୁ ଯାଇ ଏହି…

2 years ago

ରାସ୍ତା କାମରେ ନିୟୋଜିତ ଟ୍ରାକ୍ଟରକୁ ଚୋରିକଲେ ଦୁର୍ବୃତ୍ତ

ପାଟଣା,୨୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା-ମାଛଗଡ଼ ରାସ୍ତାରୁ ଏକ ଟ୍ରାକ୍ଟର ଚୋରି ହୋଇଥିବା ପାଟଣା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଘଷିପୁରା ଥାନା କେନ୍ଦୁଆ…

2 years ago

ପୁଣି ଦବିଲା ବୈତରଣୀ ସେତୁ

ଆନନ୍ଦପୁର,୨୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ସେତୁର ଏକ ସ୍ପାନ୍‌ ଦବିଯାଇ ପୁନର୍ବାର ବିପଦ ସୃଷ୍ଟି କରିଛି। ସ୍ପାନ୍‌ର ଜଏଣ୍ଟ୍‌ ସ୍ଥାନରେ ପାଖାପାଖି ୪ ଇଞ୍ଚ୍‌ ଦବିଥିବା…

2 years ago

କେନ୍ଦୁଝର ଡିଭିଜନରେ ୧୩୬ ହାତୀ

କେନ୍ଦୁଝର,୨୨ା୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ଲାଗି ରହିଥିବା ବେଳେ ଶୁକ୍ରବାର କେନ୍ଦୁଝର ଡିଭିଜନର ବିଭିନ୍ନ ଜଙ୍ଗଲରେ ୧୩୬ ହାତୀପଲ ହୋଇ ବୁଲୁଛନ୍ତି। ଭୂୟଁା ଓ…

2 years ago

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦୁଝର,୨୧।୧୦(ସ୍ବ.ପ୍ର.)- ସ୍ତ୍ରୀ ହତ୍ୟା ମାମଲାର ଶୁଣାଣି କରି କେନ୍ଦୁଝର ଜିଲା ଓ ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଶୁକ୍ରବାର ସ୍ତ୍ରୀ ହତ୍ୟାକାରୀ ସଦର ଥାନା ବାୟାପଣ୍ଡାଧର ଗ୍ରାମର ସୁମନ୍ତ…

2 years ago

୯୦ ବର୍ଷୀୟ ଜେଜେମା’ଙ୍କ କାନ୍ଧରେ ୩ ଅନାଥଙ୍କ ବୋଝ

ପାଟଣା,୨୧ା୧୦(ସ୍ବ.ପ୍ର.) ଦୁଇ ବର୍ଷ ପୂର୍ବେ ବାପା ପ୍ରାଣ ହରାଇଥିଲେ। ୩ଦିନ ତଳେ ମା’ଙ୍କ ମୃତ୍ୟୁ ହୋଇଛି। ମା’-ବାପାଙ୍କ ମୃତ୍ୟୁ ପରେ ୩ ପିଲାଙ୍କ ବୋଝ ଏବେ ୯୦ବର୍ଷୀୟା…

2 years ago

ଅସ୍ବାସ୍ଥ୍ୟକର ପରିବେଶରେ ପୌରପାଳିକା ମାର୍କେଟ, ଜମା ହୋଇ ରହୁଛି କୁଢ଼କୁଢ଼ ଅଳିଆ

କେନ୍ଦୁଝର,୨୦ା୧୦(ସ୍ବ.ପ୍ର.): କେନ୍ଦୁଝର ସହରର କେନ୍ଦ୍ରସ୍ଥଳ ଗାନ୍ଧୀଛକ ନିକଟରେ ଥିବା ପୌରପାଳିକା ମାର୍କେଟ ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି। ମାର୍କେଟ ମଧ୍ୟରେ ଏବଂ ଡ୍ରେନ୍‌ ଗୁଡ଼ିକରେ କୁଢ଼କୁଢ଼ ଅଳିଆ ଜମା…

2 years ago

ଖୁଡ଼ୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ପୁତୁରା ଗିରଫ

ଆନନ୍ଦପୁର,୨୦।୧୦(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ସମ୍ପର୍କୀୟ ଖୁଡ଼ୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ପୁତୁରାକୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ବିଜୟ…

2 years ago