କେନ୍ଦୁଝର

ପ୍ରଧାନଶିକ୍ଷକଙ୍କ ବଦଳି ଦାବିରେ: ୨ ଦିନ ହେଲା  ବିଦ୍ୟାଳୟ  ବନ୍ଦ

ପାଟଣା,୧୨।୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା  ବ୍ଲକ ଉପାନ୍ତ ଅଞ୍ଚଳ ପଲାଣଘାଟି ପଞ୍ଚାୟତ ସଡ଼ଙ୍ଗ ବାହାଳି ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସନାତନ ମହାନ୍ତଙ୍କ ବଦଳି ଦାବି…

2 years ago

ଅସୁରକ୍ଷିତ ହାତୀପଲ

କେନ୍ଦୁଝର, ୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦେଇ ଯାଇଥିବା ଜଖପୁରା-ବାଂଶପାଣି ରେଳଧାରଣା ପାଲଟିଛି ହାତୀଙ୍କ ମରଣଯନ୍ତା। ଗତ ୨୦୧୨ରୁ ଅଦ୍ୟାବଧି ରେଳ ଦୁର୍ଘଟଣାରେ ୧୧ ହାତୀଙ୍କ…

2 years ago

ହାତୀପଲ ଉପରକୁ ଚଢିଗଲା ଟ୍ରେନ

କେନ୍ଦୁଝର,୧୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବନ ଖଣ୍ଡ ଅଧୀନ ଦଇତାରୀ ରେଞ୍ଜ ବ୍ରାହ୍ମଣୀପାଳ ନିକଟ ଟ୍ରେନ୍‌ ଲାଇନରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଯଖପୁରା-ବାଂଶପାଣି…

2 years ago

ପାଖରୀରୁ ମିଳିଲା କନଷ୍ଟେବଳଙ୍କ ମୃତଦେହ

ହାଟଡିହୀ,୧୧l୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ସମ୍ମୁଖ ପୋଖରୀରୁ ମଙ୍ଗଳାବର ଜଣେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ହେଲେ କେନ୍ଦ୍ରାପଡ଼ା ଅଞ୍ଚଳର ପ୍ରଦୀପ…

2 years ago

ଜୁରୁଡ଼ି-ବାମେବାରି ରାସ୍ତା ମରଣଯନ୍ତା

ଯୋଡ଼ା,୧୧ା୭(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସହର ଦେଇ ଯାଇଥିବା ଜୁରୁଡ଼ି ବାମେବାରି ରାସ୍ତା ମରଣଯନ୍ତା ପାଲଟିଛି। ଜରିବାହାଲ, ଆନ୍ତରାମାନ୍ତର ଛକ ନିକଟରେ ବଡ଼ ବଡ଼ ଖାଲ…

2 years ago

କ୍ରଶର ବନ୍ଦ ଦାବିରେ ସ୍କୁଲ ଗେଟ୍‌ରେ ତାଲା ପକାଇଲେ ଗ୍ରାମବାସୀ

ପାଟଣା,୧୦ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଟାଙ୍ଗରପଡ଼ା ଆରଆଇ ସର୍କଲ ଅନ୍ତର୍ଗତ ଅଙ୍କୁରା ସ୍କୁଲ ସାହି ନିକଟରେ ଥିବା ଏକ ଠିକାସଂସ୍ଥାର କ୍ରଶର ପାଇଁ ନିକଟ…

2 years ago

ଜଣଙ୍କ ନାମରେ କାର୍ଯ୍ୟାଦେଶ, ଆଉ ଜଣଙ୍କୁ କିସ୍ତି

ଆନନ୍ଦପୁର(ସନ୍ତୋଷ ରାଉତ)/କଣ୍ଟିପାଳ(ସୁଶାନ୍ତ ସାହୁ),୧୦ା୭: କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ଆବାସ କାର୍ଯ୍ୟାଦେଶକୁ ନେଇ ସବୁ ସମୟରେ ଚର୍ଚ୍ଚା ଲାଗି ରହିଛି। ନିକଟରେ ମୋଚିନ୍ଦା ପଞ୍ଚାୟତର ହିତାଧିକାରୀ ପ୍ରଭାତ…

2 years ago

କାମରେ ଲାଗୁନି ଖଣି ସ୍କ୍ବାଡ୍‌

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଖଣି ଚୋରି ଓ ଖଣିଜପଥର ମାନ ହେରଫେର କରି ବେଆଇନ ଚାଲାଣ ରୋକିବା ପାଇଁ ଗଠନ ହୋଇଥିବା ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌…

2 years ago

କ୍ରଶରରେ ବ୍ଲାଷ୍ଟିଂ, ଥରିଲା ଗାଁ

ପାଟଣା,୧୦ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଟାଙ୍ଗରପଡ଼ା ଆରଆଇ ସର୍କଲ ଅଧୀନ ଅଙ୍କୁରା ସ୍କୁଲସାହି ତଥା ହୁଡ଼ି ସାହିରେ ଥିବା ଏକ କ୍ରଶରରେ ରବିବାର…

2 years ago

ଶଯ୍ୟା ୩୫, ସେବା ପାଉଛନ୍ତି ୧୦୦

ଚମ୍ପୁଆ,୯।୭(ମହେଶ୍ୱର ଦାସ)କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟ ନାନା ଘାତ ପ୍ରତିଘାତ ଭିତରେ ଗତି କରୁଛି। ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉନ୍ନତି କରୁଥିବା ବେଳେ ରୋଗୀ ସେବା…

2 years ago