କେନ୍ଦୁଝର

ଡ୍ରଇଂ ଶିଟ୍‌ରେ ୧ ଲକ୍ଷ ୧୦୮ ରାମ ନାମ

କେନ୍ଦୁଝର, ୧୬ା୫(ଡି.ଏନ୍‌.ଏ.): କେନ୍ଦୁଝର ପୁରୁଣା ସହରର ପ୍ରସନ୍ନ ପତିଙ୍କ କନ୍ୟା ସୁଶ୍ରୀ ସୁମନ ପତି ୨୮ ଇଞ୍ଚ ଓସାର, ୩୪ ଇଞ୍ଚ ଲମ୍ବ ବିଶିଷ୍ଟ ଏକ ଡ୍ରଇଂ…

3 years ago

ବିବାହର ୮ ମାସ ପରେ ନାବାଳିକା ଉଦ୍ଧାର

ଆନନ୍ଦପୁର,୧୫।୫(ସ୍ବ.ପ୍ର.): ବିବାହର ୮ ମାସ ପରେ ବାଲେଶ୍ୱର ଜିଲା ଅଞ୍ଚଳର ଜଣେ ନାବାଳିକାଙ୍କୁ ସୋମବାର ଆନନ୍ଦପୁର ଥାନା କୋଡ଼ପଡ଼ାର ଗଉଡ଼ଡିହା ଅଞ୍ଚଳରୁ ଚାଇଲ୍ଡଲାଇନ ପକ୍ଷରୁ ଉଦ୍ଧାର କରାଯାଇଛି।…

3 years ago

ଚକା ଫାଟି ପୋଲ ତଳକୁ ଖସିଲା ଟ୍ରାକ୍ଟର

ଆନନ୍ଦପୁର,୧୫।୫(ସ୍ବ.ପ୍ର.): ଘସିପୁରା ଥାନା ଦରଡ଼ିପାଳ ଗ୍ରାମର ଦିପୁନ ନାଏକ ନାମକ ଜଣେ ଯୁବକ ଟ୍ରାକ୍ଟର ଧରି ଯାଉଥିବା ବେଳେ ରେମାଳ ପୋଲ ଉପରେ ଚକା ଫାଟିଯାଇଥିଲା। ଫଳରେ…

3 years ago

ରାଇସୁଆଁ-ସାହାଡ଼ାପୁର ରାସ୍ତା ଶୋଚନୀୟ

କେନ୍ଦୁଝର,୧୫ା୫(ଡି.ଏନ୍‌.ଏ.): କେନ୍ଦୁଝର ସଦର ବ୍ଲକ୍‌ ରାଇସୁଆଁ-ସାହାଡାପୁର ଗୁରୁତ୍ୱପୂର୍ଣ୍ଣ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିିଛି। ମରାମତି ଅଭାବରୁ ପିଚୁ ଉଠି ମେଟାଲ ଦେଖାଯାଉଛି। ଫଳରେ ଦୈନିକ ଛୋଟବଡ଼ ଦୁର୍ଘଟଣା…

3 years ago

କାରଖାନାରେ ଦୁର୍ଘଟଣା: ଅକ୍ସିଜେନ ସିଲିଣ୍ଡର ଫାଟି ୩ ଗୁରୁତର

ବଡ଼ବିଲ,୧୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ-ବଲାଣି ରାସ୍ତା ମାଟକାମବେଡ଼ାରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ୍‌ କମ୍ପାନୀ ପ୍ରାଇଭେଟ ଲିମିଟେଡ୍‌ରେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଅକ୍ସିଜେନ୍‌…

3 years ago

ଜଳନ୍ତା ଚୁଲିରେ ପଡ଼ି ଶିଶୁ ଗୁରୁତର

ହାଟଡିହୀ,୧୪।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ପଞ୍ଚାୟତ ଦଲିକି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି l ଗ୍ରାମର ବାଜୁ ହୋଙ୍କ ସ୍ତ୍ରୀ ବୁଧୁନି ଶନିବାର…

3 years ago

ହାରିନାହାନ୍ତି ସୁଶୀଳା

କେନ୍ଦୁଝର,୧୪।୫(ସ୍ବ.ପ୍ର.): ପରିବାରରେ ସନ୍ତାନମାନଙ୍କ ଭବିଷ୍ୟତ ଗଠନରେ ମାତାପିତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। କିନ୍ତୁ ସନ୍ତାନର ଲାଳନପାଳନ ସହ ଘର, ପରିବାର ଚଳାଇବାରେ ମା’ଙ୍କ ଗୁରୁତ୍ୱ ଅଧିକ। ନିଜ ପିଲା…

3 years ago

ଆମ୍ବ ତୋଳିବାକୁ ଯାଇଥିଲେ, ମାରିଦେଲା ଭାଲୁ

କେନ୍ଦୁଝର,୧୩ା୫(ସ୍ବ.ପ୍ର.): ସଦର ରେଞ୍ଜ ଅନ୍ତର୍ଗତ ତିହାଡିପଶି ଗ୍ରାମ ଚାଷଜମି ନିକଟରେ ଶନିବାର ଏକ ବଣୁଆ ଭାଲୁ ଆକ୍ରମଣ କରିବାରୁ ଜଣେ ୫୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

3 years ago

ପୁନରୁଦ୍ଧାର ହେବ ସିଦ୍ଧମଠ ଔଷଧୀୟ ଉଦ୍ୟାନ

କେନ୍ଦୁଝର,୧୩ା୫(ସ୍ବ.ପ୍ର.): ବ୍ୟାପକ ଜଙ୍ଗଲ ନଷ୍ଟ, ଗଛ ଚୋରି କାରଣରୁ ଉଜୁଡ଼ି ଯାଇଥିବା ସିଦ୍ଧମଠ ଔଷଧୀୟ ଉଦ୍ୟାନର ରକ୍ଷଣାବେକ୍ଷଣ ପାଇଁ ବନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି ା…

3 years ago

ବଡବିଲରେ ଏକାଧିକ ଚୋରି ମାମଲାରେ ୨ ଗିରଫ

ବଡବିଲ,୧୨।୫(ସ୍ବ:ପ୍ର:): କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳରେ ଘଟିଥିବା ଏକାଧିକ ଚୋରି ମାମଲାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଏଥିସହ…

3 years ago