କେନ୍ଦୁଝର,୧୫ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଡାକ୍ତରଖାନାରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଡାକ୍ତରଙ୍କ ଅବହେଳା ଯୋଗୁ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ…
ଆନନ୍ଦପୁର,୧୫ା୪(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଥିବା ଧାରଣା ୨୦ ଦିନରେ ପହଞ୍ଚିଛି। ଆନନ୍ଦପୁର ବିକାଶ ପରିଷଦର ଆହ୍ବାନରେ ମାର୍ଚ୍ଚ…
ଘଟଗାଁ,୧୪ା୪(ଡି.ଏନ୍.ଏ): କେନ୍ଦୁଝର ଜିଲା ଘଟଗାଁ ମା’ତାରିଣୀଙ୍କ ପୀଠରେ ଚଇତି ପର୍ବର ଷଷ୍ଠ ଦିବସ ଅବସରରେ ବିଶେଷକରି ଓଡ଼ିଆ ନବବର୍ଷ ଓ ମହାବିଷୁବ ପଣାସଂକ୍ରାନ୍ତିରେ ପୀଠ ଭକ୍ତମୟ ହୋଇଉଠିଥିଲା।…
କେନ୍ଦୁଝର,୧୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅଞ୍ଚଳର ଏକ ଡକାୟତି ମାମଲାର ବିଚାର କରି କେନ୍ଦୁଝର ସିଜେଏମ ରଞ୍ଜୁଲତା ଲେଙ୍କା ଜଣେ ଦୋଷୀଙ୍କୁ ୭ ବର୍ଷ କାରାଦଣ୍ଡରେ ଦଣ୍ଡିତ…
ଯୋଡ଼ା,୧୪ା୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ ଅନ୍ତର୍ଗତ ଜୁରୁଡ଼ିସ୍ଥିତ ଶ୍ରୀ ଜଗନ୍ନାଥ ହାଇସ୍କୁଲକୁ ହାୟର ସେକଣ୍ଡାରୀ ସ୍କୁଲର ମାନ୍ୟତା ମିଳିଛି। ଏଠାରେ ଚଳିତ ଶିକ୍ଷା ବର୍ଷରୁ ଛାତ୍ରୀଛାତ୍ର…
ପାଟଣା,୧୪ା୪(ସ୍ବ.ପ୍ର.): ୭ଜଣ ପିଲା ଗଁା ଗାଡ଼ିଆରେ ଗାଧୋଇବାରୁ ୨ରୁ ୩ ଜଣ ଉନ୍ମତ୍ତ ଯୁବକ ମାନବିକତା ଭୁଲିଯାଇ ଗୋଇଠା ମାରିବା ସହ ବେଲ୍ଟରେ ନିର୍ମମ ଭାବେ ପିଟିଛନ୍ତି।…
ଆନନ୍ଦପୁର,୧୪।୪ (ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍ଙ୍କ କୋର୍ଟରେ ଗୁରୁବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍ ପ୍ରଜ୍ୟୋତି…
କେନ୍ଦୁଝର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ବନ ବିଭାଗ ବେଆଇନ ଭାବେ ବିରଳ ପ୍ରଜାତିର ଶୁଆ ରଖିଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ…
କେନ୍ଦୁଝର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ କରଙ୍ଗାଡିହି ଗ୍ରାମର ରଙ୍ଗାଧର ମହାକୁଡ଼ଙ୍କ ୮ବର୍ଷର ପୁଅ ଫକୀର ମହାକୁଡ଼ ନିଖୋଜ ପୁଅର ମୃତଦେହ ଗତ ବୁଧବାର ଜବତ…
ଆନନ୍ଦପୁର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଏସ୍ଆଇଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆସିଛି। ଜଣେ ଟ୍ରାକ୍ଟର ଚାଳକଙ୍କୁ ଜନୈକ ଏସ୍ଆଇ ତାଙ୍କ ସହଯୋଗୀଙ୍କ ସହିତ ଗୋଡ଼ାଇ ଗୋଡ଼ାଇ…