କେନ୍ଦୁଝର

୪୩ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ବାତିଲ

କେନ୍ଦୁଝର,୨୮ା୩(ସ୍ବ.ପ୍ର.): କେନ୍ଦୁଝରସ୍ଥିତ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଗତ ୩ ଦିନ ଧରି ଚଢ଼ାଉ କରି ଜିଲାର ବିଭିନ୍ନ ସ୍ଥାନରେ ୪୩ ଜଣ ଲୋକଙ୍କ ଡ୍ରାଇଭିଂ ଲାଇସେନ୍ସକୁ…

3 years ago

ଖୋଲିଲା ହାଡ଼ବନ୍ଧ ପୋଖରୀ

କେନ୍ଦୁଝର,୨୮ା୩(ସ୍ବ.ପ୍ର.): ସାତ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ସୌନ୍ଦର୍ଯ୍ୟକରଣ କରାଯାଇଥିବା ହାଡ଼ବନ୍ଧ ପୋଖରୀ ସର୍ବସାଧାରଣଙ୍କ ପାଇଁ ସୋମବାର ଖୋଲିଛି। ଖୋଲିବା ପରେ ଲୋକେ ପ୍ରାତଃ ଭ୍ରମଣ କରିବା…

3 years ago

ଅନ୍ୟ ଗାଁରେ ଜନ୍ମ ବୋଲି ଶବ ଉଠାଇଲେନି

ପାଟଣା,୨୮ା୩(ସ୍ବ.ପ୍ର.): ଅନ୍ୟ ଗାଁରେ ଜନ୍ମ ବୋଲି ମୃତ୍ୟୁ ପରେ ସାହିଭାଇ ମୃତଦେହକୁ କାନ୍ଧ ଦେବାକୁ ମନାକଲେ। ଶବସତ୍କାର ନ ହୋଇ ଘର ଆଗରେ ଦୀର୍ଘ ସମୟ ପଡ଼ିରହିଲା।…

3 years ago

ଯୋଡ଼ାରେ ସନ୍ଦିଗ୍ଧ ବେଲୁନ୍‌

ଯୋଡ଼ା,୨୮ା୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ବିଲେଇପଦା ନିକଟ ବିରିକଳାଠାରେ ଏକ ସନ୍ଦିଗ୍ଧ ବେଲୁନ ଦେଖିବାକୁ ମିଳିଛି। ଗଛରେ ବାଜି ବେଲୁନଟି ଫାଟି ତଳେ ପଡ଼ିଥିବା ବେଳେ…

3 years ago

ସ୍ତ୍ରୀ ସହିତ ସମ୍ପର୍କ ରଖିବାକୁ ବାରଣ କରୁଥିଲେ ଶାଶୁ : ୭ ବର୍ଷ ଜେଲ ଗଲେ ଅଭିଯୁକ୍ତ ଜ୍ୱାଇଁ

କେନ୍ଦୁଝର,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଏକ ହତ୍ୟା ମାମଲାର ରାୟ ଶୁଣାଇଛନ୍ତି। ରାୟରେ ଅଭିଯୁକ୍ତ ଜଗନ୍ନାଥ ମୁଣ୍ଡାଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।…

3 years ago

ଗାଁ ଭିତରେ ପଶି ୩ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲା ଭାଲୁ

ପାଟଣା,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ରାଇଡିହା ବିଟ୍‌ ଖିଲାରୀ ପାଟନୂଆଗାଁରେ ସୋମବାର ଏକ ବଣୁଆ ଭାଲୁ ଆକ୍ରମଣରେ ୩ ଜଣ ଗୁରୁତର ହୋଇଛନ୍ତି। …

3 years ago

ଆଦିବାସୀ ମହିଳାଙ୍କ ନାଁରେ ବ୍ୟାଙ୍କ ଋଣ ଟଙ୍କା ଆତ୍ମସାତ୍‌

ଯୋଡ଼ା,୨୭ା୩(ଡି.ଏନ.ଏ):କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ କୋଲହୋ ହୁଣ୍ଡୁଳା ଗ୍ରାମର କେତେଜଣ ଆଦିବାସୀ ମହିଳାଙ୍କ ନାମରେ ଜନୈକ ମହିଳା ବ୍ୟାଙ୍କରୁ ଋଣ କରି ଟଙ୍କା ଆତ୍ମସାତ କରିଥିବା…

3 years ago

ଭାରିଯାନ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

କେନ୍ଦୁଝର,୨୭ା୩(ସ୍ବ.ପ୍ର.):କେନ୍ଦୁଝର ସହରର ମୁଖ୍ୟ ରାସ୍ତାରୁ ଅଜନ୍ତା ଲଜ୍‌ ଗଳିକୁ ସଂଯୋଗ କରୁଥିବା ରାସ୍ତାରେ ଟ୍ରାଫିକ ସମସ୍ୟା ଉକତ୍ଟ ରୂପ ଧାରଣ କରିଛି। ଅଞ୍ଚଳରେ ରାତି ୧୦ଟାରୁ ସକାଳ…

3 years ago

ଦିଲ୍ଲୀ ବିଚାରବିଭାଗ ସେବା ପରୀକ୍ଷାରେ ପ୍ରଥମ

କେନ୍ଦୁଝର,୨୭ା୩(ସ୍ବ.ପ୍ର.):ଦେଶର ରାଜଧାନୀ ନୂଆଦିଲ୍ଲୀରେ କେନ୍ଦୁଝର ଜିଲାର ଆଦିବାସୀ ଝିଅ କୃତିତ୍ୱ ଅର୍ଜନ କରିଛନ୍ତି। କେନ୍ଦୁଝର ଜିଲା ସଦର ବ୍ଲକ୍‌ର ରାଜବନ୍ଧ ଗ୍ରାମର ଝିଅ ତୁହିନା ମାର୍ଡି ଦିଲ୍ଲୀ…

3 years ago

ମୁଖାପିନ୍ଧା ଚୋର ଆତଙ୍କ: ଗୋଟିଏ ରାତିରେ ୨ ଘରେ ବୁଲାଇଲେ କଳାକନା

କେନ୍ଦୁଝର,୨୬ା୩(ସ୍ବ.ପ୍ର.): କେନ୍ଦୁଝର ସହରର ବଳଦେବଜୀଉ କଲୋନୀ ଲେନ୍‌ ୬ ଏବଂ ଲେନ୍‌ ୭ରେ ଶନିବାର ବିଳମ୍ବିତ ରାତିରେ ଦୁଇ ଜଣ ଲୋକଙ୍କ ଘରୁ ଚୋରି ଘଟଣା ଚର୍ଚ୍ଚାର…

3 years ago