ଚମ୍ପୁଆ/ଝୁମ୍ପୁରା,୨୪।୩(ଡି.ଏନ୍.ଏ): ଭାରତୀୟ ଜଳ ପରିଚାଳନା ସଂସ୍ଥାନର ଦୁଇ ବୈଜ୍ଞାନିକ ଉଠା ଜଳସେଚନ ବିଭାଗ ଦ୍ୱାରା ଚାଷୀଙ୍କୁ ପ୍ରଦାନ କରାଯାଇଥିବା ସୌରଚାଳିତ ଗଭୀର ନଳକୂପ ପରିଦର୍ଶନ କରିବା ସହିତ…
କେନ୍ଦୁଝର,୨୩ା୩(ସ୍ବ.ପ୍ର): କେନ୍ଦୁଝର ସଦର ଥାନା ଅନ୍ତର୍ଗତ କଣ୍ତାରାପୋଶି ଗ୍ରାମରେ ୨୦୨୦ରେ ଘଟିଥିବା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଦର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…
ଚମ୍ପୁଆ,୨୩ା୩(ଡି.ଏନ୍.ଏ): ଖଣି ଖାଦାନ ପାଇଁ କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ମାତ୍ର ଉପଖଣ୍ଡ ମୁଖ୍ୟାଳୟଠାରୁ ୧୨ କି.ମି ଦୂର କାଳିକାପ୍ରସାଦ ପଞ୍ଚାୟତ…
କେନ୍ଦୁଝର,୨୨ା୩(ସ୍ବ.ପ୍ର.): ସ୍ଥାନୀୟ ଜିଲା ଦୌରାଜଜ୍ ଚିତ୍ତରଞ୍ଜନ ମହାପାତ୍ର ବୁଧବାର ଏକ ହତ୍ୟା ଘଟଣାର ଶୁଣାଣି କରି ଜଣେ ସ୍ତ୍ରୀ ହନ୍ତା ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା…
କେନ୍ଦୁଝର,୨୨ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ହେଲା କାମ କରି ଆସୁଥିବା ୬୨ଜଣ ରୋଗୀ ସହାୟକ ସମେତ ବିଭିନ୍ନ ବିଭାଗରେ କାମ କରୁଥିବା…
କେନ୍ଦୁଝର,୨୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲାମୁଖ୍ୟ ଡାକ୍ତରଖାନାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ହେଲା କାମ କରି ଆସୁଥିବା ପ୍ରାୟ ୬୨ଜଣ ରୋଗୀ ସହାୟକ ସମେତ ବିଭିନ୍ନ ବିଭାଗରେ କାମ କରୁଥିବା…
ସୁନାବେଡ଼ା/ସେମିଳିଗୁଡ଼ା, ନନ୍ଦପୁର, ୨୨।୩(ସ୍ବ.ପ୍ର./ଡି.ଏନ୍.ଏ.): ଦିନ ଥିଲା ଆୟୁର୍ବେଦ ଚିକିତ୍ସାକୁ ଅଧିକ ପ୍ରାଧାନ୍ୟ ମିଳୁଥିଲା। ଏବେ ଏଲୋପାଥି ଯୁଗରେ ଆୟୁର୍ବେଦ ଚିକିତ୍ସା ନିଜର ସ୍ଥିତି ହରାଇବାକୁ ବସିଲାଣି। ସରକାର…
କେନ୍ଦୁଝର,୨୨।୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ୪୯ର ଜଗମୋହନପୁରଠାରେ ପ୍ରସ୍ତାବିତ ଓଭରବ୍ରିଜ (ଅଣ୍ଡରପାସ) ନିର୍ମାଣରେ ବିଳମ୍ବ ହେଉଛି। ଏହି ସ୍ଥାନରେ ହାତୀ ବର୍ଷର…
ଆନନ୍ଦପୁର,୨୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡକୁ ଜିଲା ଦାବି ଜୋର ଧରିଛି। ଲୋକଙ୍କ ମୌଳିକ ସ୍ବାର୍ଥକୁ ଦୃଷ୍ଟିରେ ରଖି ସାଧାରଣ ଜନତା ଏବେ ଜିଲା ଦାବିର ମଙ୍ଗ…
କେନ୍ଦୁଝର,୨୨ା୩ (ଡି.ଏନ୍.ଏ./ସ୍ବ.ପ୍ର.): ଦଳ ବିରୋଧୀ କାଯର୍ର୍ୟ ଅଭିଯୋଗରେ କେନ୍ଦୁଝର ଜିଲାର ୩ ନେତାଙ୍କୁ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଦଳର ପ୍ରାଥମିକ ସଦସ୍ୟପଦରୁ ନିଲମ୍ବନ କରିଛନ୍ତି।…