ପାଟଣା,୧୫।୧ (ସ୍ବ.ପ୍ର.): ଗଣପର୍ବ ମକର ମେଳା ପାଇଁ କେନ୍ଦୁଝର ଜିଲାର ପାଟଣା ଓ ସାହାରପଡା ବ୍ଲକ ଉତ୍ସମୁଖର ହୋଇଉଠିଛି। ଏହା କୁଡୁମୀ ସମ୍ପ୍ରଦାୟର ଏକ ସ୍ବତନ୍ତ୍ର ପର୍ବ।…
କେନ୍ଦୁଝର,୧୪ା୧(ସ୍ବ.ପ୍ର.): ଓଡ଼ିଶାର ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ତଦାରଖ ସହ ସମୀକ୍ଷା କରିଛନ୍ତି। ନିର୍ଦ୍ଧାରିତ…
କେନ୍ଦୁଝର,୧୪ା୧(ସ୍ବ.ପ୍ର.): ମକର ସଂକ୍ରାନ୍ତି ଉପଲକ୍ଷେ କେନ୍ଦୁଝର ଜିଲା ଘଟଗାଁ ବ୍ଲକ ବାରହାଟିପୁରାରେ ପାହାଡ଼ ଉପରେ ପୂଜା ପାଇ ଆସୁଥିବା ନୀଳକଣ୍ଠେଶର ମହାଦେବଙ୍କ ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ଼…
କେନ୍ଦୁଝର,୧୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗଁା ଆରାଧ୍ୟା ଦେବୀ ମା’ ତାରିଣୀଙ୍କ ପୀଠରେ ପବିତ୍ର ମକର ସଂକ୍ରାନ୍ତି ପାଳନ କରାଯାଉଛି। ଏହି ଉପଲକ୍ଷେ ଭକ୍ତଙ୍କ ପ୍ରବଳ ସମାଗମ ହୋଇଛି।…
ପାଟଣା,୧୩ା୧(ସ୍ବ.ପ୍ର.): ଘନ କୁହୁଡ଼ି ବଳୟରେ ଶୁକ୍ରବାର ସକାଳୁ କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳର ରାସ୍ତା ଘାଟ ଆଚ୍ଛାଦିତ ହୋଇଥିବାରୁ ସକାଳ ୯ଟା ପର୍ଯ୍ୟନ୍ତ…
କେନ୍ଦୁଝର,୧୨ା୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ମୃତ୍ୟୁ ଚିନ୍ତାଜନକ ହୋଇଛି। ଏହାକୁ ରୋକିବା ପାଇଁ ବନ ବିଭାଗ ପକ୍ଷରୁ ବହୁବିଦ୍ଧ ପଦକ୍ଷେପ ଗ୍ରହଣ କରାଯାଉଛି। ହାତୀମାନଙ୍କ ସୁରକ୍ଷିତ ଯାତାୟାତ…
କେନ୍ଦୁଝର,୧୧ା୧(ସ୍ବ.ପ୍ର.): କେନ୍ଦୁଝର ସହରରେ କିଛି ଦିନ ଚୋରମାନଙ୍କର ପ୍ରାଦୁର୍ଭାବ ବୃଦ୍ଧିି ପାଇବାରେ ଲାଗିଥିବାରୁ ସହରବାସୀ ଚିନ୍ତା ବ୍ୟକ୍ତ କରିଛନ୍ତି। କେତେକ ବ୍ୟବସାୟୀ ସିିସିଟିଭି କ୍ୟାମେରାରେ କଏଦ ହୋଇଥିବା…
କେନ୍ଦୁଝର,୧୧ା୧(ସ୍ବ.ପ୍ର.): କେନ୍ଦୁଝରସ୍ଥିତ ସରକାରୀ ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲର ନାମ ବଦଳି ଧରଣୀଧର ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲ ନାମରେ ନାମିତ କରାଯାଇଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ…
କେନ୍ଦୁଝର,୧୧ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ତେନ୍ତଳାପଶି ପଞ୍ଚାୟତ ବଡ଼କମଣ୍ଡରା ସ୍କୁଲରେ ବର୍ଷାଧିକ ଧରି ଶିକ୍ଷକ ଅଭାବ ନେଇ ଚାଲିଥିବା ଆନ୍ଦୋଳନ ତୃତୀୟ ଦିନରେ ସ୍କୁଲ କମିଟି,ଅଭିଭାବକ,…