କେନ୍ଦୁଝର

ସାର ଦରବୃଦ୍ଧି ପ୍ରତିବାଦରେ ଧାରଣା

ପାଟଣା,୪ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସମ୍ମୁଖରେ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସାରର ଦର ବୃଦ୍ଧି ପ୍ରତିବାଦରେ ଧାରଣା ଦିଆଯାଇଛି। ସାରର ଅହେତୁକ ଦର…

3 years ago

ବିଶ୍ୱାସରେ ବିଷ: ସାଙ୍ଗ ସ୍ତ୍ରୀଙ୍କୁ ବଳାତ୍କାର ପରେ ମାରିଦେଲେ

ଢେଙ୍କିକୋଟ,୪।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ଥାନା ଢେଙ୍କିକୋଟ ଫାଣ୍ଡି ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ବିଶ୍ୱାସରେ ବିଷ ଦେଇ ଜଣେ ବ୍ୟକ୍ତି ତାଙ୍କ ସାଙ୍ଗଙ୍କ ସ୍ତ୍ରୀଙ୍କୁ…

3 years ago

ବାୟାପଣ୍ଡାଧାର ଗାଁରେ ଆଇଟିଡିଏର ଟିମ୍‌

କେନ୍ଦୁଝର, ୪ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ବାୟାପଣ୍ଡାଧାର ଜୁଆଙ୍ଗ ଗ୍ରାମରେ ବର୍ଷକରେ ଅକାଳରେ ୧୨ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଏକ ଖବର ଧରିତ୍ରୀରେ…

3 years ago

୭ କିମି ଚାଲିଚାଲି ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଛାତ୍ର

କେନ୍ଦୁଝର,୩ା୮(ସ୍ବ.ପ୍ର.): ସଦର ବ୍ଲକ ରାଙ୍କିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ବୁଧବାର ଦଶମ ଶ୍ରେଣୀ ଛାତ୍ରମାନେ ୭ କିଲୋମିଟର ରାସ୍ତା ଚାଲଚାଲି ଆସି…

3 years ago

ବାୟାପଣ୍ଡାଧାର ଜୁଆଙ୍ଗ ସାହିରେ ପହଞ୍ଚିଲେ ଆଇଟିଡିଏ ଟିମ୍‌

କେନ୍ଦୁଝର,୩ା୮(ସ୍ବ.ପ୍ର.): କେନ୍ଦୁଝର ବାଂଶପାଳ ବ୍ଲକ ଅନ୍ତର୍ଗତ ବାୟାପଣ୍ଡାଧାର ଜୁଆଙ୍ଗ ଗ୍ରାମରେ କେନ୍ଦୁଝର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ତପନ କୁମାର ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ପହଞ୍ଚି…

3 years ago

ନଦୀଜଳ ସମସ୍ୟା ନେଇ ଜିଲାପାଳଙ୍କୁ ଦାବିପତ୍ର

କେନ୍ଦୁଝର,୩ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବୈତରଣୀ, ଅରଢେଇ, କାରୋ, ସୁନା ପ୍ରଭୃତି ନଦୀ ପାଣିରେ ଲୁହା ପଥରଗୁଣ୍ଡକୁ ବଡ଼ ବଡ଼ ପାଇପ ସାହାଯ୍ୟରେ ରପ୍ତାନୀ କରାଯିବାରୁ ନଦୀଗୁଡ଼ିକ ଶୁଖି…

3 years ago

ଶ୍ରାବଣରେ ଟାଇଁ ଟାଇଁ ଖରା

ତେଲକୋଇ, ୩।୮(ଡି.ଏନ.ଏ.): କେନ୍ଦୁଝର ଜିଲାର ତେଲକୋଇ ବ୍ଲକ ଏକ ଚାଷ ବହୁଳ ଆଦିବାସୀ ଅଞ୍ଚଳ। ଏହି ଅଞ୍ଚଳରେ ଚାଷୀମାନେ ଖରିଫ ଫସଲ (ଧାନ) ଉପରେ ବେଶୀ ନିର୍ଭର…

3 years ago

ଜଗନ୍ନାଥଙ୍କୁ ଯୁବା ଗୌରବ ସମ୍ମାନ

କେନ୍ଦୁଝର, ୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ଭଗାମୁଣ୍ଡା ପଞ୍ଚାୟତ ନୂଆଗାଁ ଗ୍ରାମରୁ ବାହାରି ବିଶ୍ବ ରେକର୍ଡର ଅଧିକାରୀ ହୋଇପାରିଛନ୍ତି ଜଗନ୍ନାଥ ମହାନ୍ତି। ତାଙ୍କ ପିତା…

3 years ago

ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା

ପାଟଣା,୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜା ଗ୍ରାମର ଜଣେ ଯୁବକ ରବିବାର ବିଳମ୍ବିତ ରାତ୍ରିରେ କଟକ ନୂଆ ବଜାରରେ ଭଡ଼ାଘରେ ବିଦ୍ୟୁତ୍‌ ସଂସ୍ପର୍ଶରେ…

3 years ago

ବିକିବା ପାଇଁ ହାଟକୁ ନେଉଥିଲେ ଗୋରୁ : ଧକ୍କା ଦେଲା ଟ୍ରକ୍‌; ୪ ମୃତ , ୩ ଗୁରୁତର

ପାଟଣା,୩୧।୭(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ବ୍ୟାଙ୍କ ନିକଟରେ ରବିବାର ସକାଳେ ଦୁର୍ଘଟଣା ଘଟିଛି। ଟ୍ରକ…

3 years ago