କେନ୍ଦୁଝର

ପତ୍ନୀହନ୍ତା ସ୍ବାମୀ ଗିରଫ

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାନ୍ତ ଅଞ୍ଚଳ ପଲାଣିଘାଟି ପଞ୍ଚାୟତ ଜାମୁଳେଇ ବେଡା ଗ୍ରାମର ପତ୍ନୀହନ୍ତା ସ୍ବାମୀଙ୍କୁ ଘଟଗାଁ ପୋଲିସ ଗିରଫ କରିଛି। ଏହାପରେ ଉକ୍ତ…

4 years ago

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ

ବଡବିଲ,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳରେ ଏକ ଲଜ୍ଜାକର ଘଟଣା ଘଟିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ…

4 years ago

୬ ସ୍କୁଲ ବସକୁ ଜରିମାନା

ପାଟଣା,୨୩।୪(ସ୍ବ.ପ୍ର.): ପରିବହନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ସ୍କୁଲ ବସ୍‌ଗୁଡ଼ିକର ଯାଞ୍ଚ କରାଯାଉଛି। କେନ୍ଦୁଝର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ପାଟଣାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଓ…

4 years ago

‘୨୦୨୩ ଡିସେମ୍ବରରେ ସରିବ କାନପୁର ଡ୍ୟାମ୍‌ କାମ’

ଯୋଡ଼ା/କେନ୍ଦୁଝର,୨୩।୪ (ଡି.ଏନ.ଏ./ସ୍ବ.ପ୍ର.) ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କେନ୍ଦୁଝର ଜିଲାର କାନ୍‌ପୁର ଜଳସେଚନ ଡ୍ୟାମ୍‌ର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ୨୦୨୩ ଡିସେମ୍ବର ସୁଦ୍ଧା ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ ପୂର୍ଣ୍ଣାଙ୍ଗ…

4 years ago

କେନ୍ଦୁଝର ଗସ୍ତରେ ମୁଖ୍ୟ ଶାସନ ସଚିବ, ୫ଟି ସଚିବ

ବଡ଼ବିଲ,୨୪।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଗସ୍ତରେ ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫ଟି ସଚିବ ଭି.କେ. ପାଣ୍ଡିଆନ ଏବଂ ଜଳସମ୍ପଦ ବିଭାଗର ଅତିରିକ୍ତ ପ୍ରମୁଖ…

4 years ago

କାଳବୈଶାଖୀରେ ଉଡ଼ିଗଲା ହଷ୍ଟେଲ ଛପର

ପାଟଣା/ଢେଙ୍କିକୋଟ, ୨୨।୪(ସ୍ବ.ପ୍ର./ଡି.ଏନ.ଏ.) କେନ୍ଦୁଝର ଜିଲା ପାଟଣା ଓ ଢେଙ୍କିକୋଟ ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଝଡ଼ବର୍ଷା ସାଙ୍ଗକୁ ପବନରେ ପାଟଣା ବ୍ଲକରେ ବାଉଁଶୁଳି…

4 years ago

ଅଟୋକୁ ଧକ୍କା ଦେଲା ହାଇଓ୍ବା: ୩ ମୃତ, ଜଣେ ଗୁରୁତର

ଆନନ୍ଦପୁର,୨୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କୋଡ଼ପଡ଼ା ଛକ ନିକଟରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଚିପ୍ସ ବୋଝେଇ ହାଇଓ୍ବା ଏକ…

4 years ago

ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡିରେ ଆଣି ମାନବିକତା ଦେଖାଇଲେ ବିଡିଓ

ଚମ୍ପୁଆ, ୨୧।୪(ଡି.ଏନ୍‌.ଏ.): ଅଫିସ କାର୍ଯ୍ୟରେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡିରେ ଆଣି ମାନବିକତାର ନିଦର୍ଶନ ଦେଖାଇଛନ୍ତି ଚମ୍ପୁଆ ବିଡିଓ ଜ୍ୟୋତ୍ସ୍ନା ନାଏକ। ଖୁବ୍‌କମ୍‌ ଦିନ ଭିତରେ…

4 years ago

ବୈତରଣୀରୁ ବାଲି ଚୋରାଚାଲାଣ

କେନ୍ଦୁଝର,୨୦ା୪(ସ୍ବ.ପ୍ର.): ପାଟଣା ଓ ସାହାରପଡ଼ା ତହସିଲ ଅଞ୍ଚଳ ଦେଇଯାଇଥିବା ବୈତରଣୀ ନଦୀପଠାରୁ ବେଆଇନ ଭାବରେ ବାଲି ଚୋରାଚାଲାଣ ଚାଲିଥିବା ଜଣାପଡ଼ିଛି। ଏବେ ମଧ୍ୟ କିଆପଡ଼ା ଓ ପାଟନାଳି…

4 years ago

କୁକୁଡ଼ା ଫାର୍ମରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ

ହାଟଡିହୀ,୨୦ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ବଡ଼ରମ୍ପାସ ଗ୍ରାମଠାରୁ ଅନତି ଦୂରରେ ଅବସ୍ଥିତ କେନାଲ ନିକଟ ଏକ କୁକୁଡ଼ା ଫାର୍ମରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଜବତ…

4 years ago