କେନ୍ଦୁଝର

ବିଜେଡିର ବିଜୟଧାରାକୁ ବ୍ରେକ୍‌ ଦେବା ପାଇଁ ଭାଜପାର ଜୋରଦାର ପ୍ରୟାସ

କେନ୍ଦୁଝର,୧୯ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ୨୯ ନମ୍ବର ଜୋନ୍‌ ଅଣସଂରକ୍ଷିତ ରହିଛି। ଏହି ସିଟ୍‌ରେ ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଫେବୃୟାରୀ ୨୪ରେ ନିର୍ବାଚନ ଅନୁଷ୍ଠିତ…

4 years ago

ପୁତୁଲପାଣି ଛକରେ ପଛକୁ ପଛ ପିଟିହେଲେ ୩ ଟ୍ରକ୍‌

କେନ୍ଦୁଝର,୧୯ା୨(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଏନ୍‌ଏଚ୍‌ ୪୯ ପୁତୁଲପାଣି ଛକ ନିକଟରେ ପଛକୁ ପଛ ପିଟି ହୋଇ ୩ ଟ୍ରକ୍‌ ନଷ୍ଟ ହୋଇଥିବା ବେଳେ ଜଣେ…

4 years ago

ମରାଗୋଳା ବୁଥ୍‌ରେ ଭୋଟ ବର୍ଜନ

କେନ୍ଦୁଝର,୧୯ ।୨(ସ୍ବ.ପ୍ର./ଡି.ଏନ.ଏ.) କେନ୍ଦୁଝର ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ହରିଚନ୍ଦନପୁର ବ୍ଲକ ପିଠାଗୋଳା ପଞ୍ଚାୟତର ମରାଗୋଳା ବୁଥ୍‌ ନଂ.୧୪ରେ ଗ୍ରାମବାସୀ ଭୋଟ ବର୍ଜନ କରିଛନ୍ତି।…

4 years ago

ବ୍ଲକ୍‌ ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ

ଆନନ୍ଦପୁର,୧୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ପରିସର ଏକ କୋଠରୀରୁ ଶୁକ୍ରବାର ସକାଳେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ମହିଳାଙ୍କ ପରିଚୟ ମିଳିପାରି ନ…

4 years ago

ବୃଦ୍ଧଙ୍କୁ ଆକ୍ରମଣ କରି ତିନି ବର୍ଷ ଜେଲ ଦଣ୍ଡାଦେଶ

କେନ୍ଦୁଝର,୧୮।୨(ସ୍ବ.ପ୍ର.): ସିଜେଏମ୍‌ କୋର୍ଟର ଚିଫ ଜୁୁଡିଶିଆଲ ମାଜିଷ୍ଟ୍ରେଟ ରଞ୍ଜୁଲତା ଲେଙ୍କା ଶୁକ୍ରବାର ଏକ ମାମଲାର ଶୁଣାଣି କରିଛନ୍ତି। ଜଣେ ଆକ୍ରମଣକାରୀଙ୍କୁ ତିନିବର୍ଷ ଜେଲ ଦଣ୍ଡାଦେଶ କରିବା ସହ…

4 years ago

ଅନ୍‌ଲାଇନ ପରୀକ୍ଷା ଦାବିରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

କେନ୍ଦୁଝର,୧୮।୨ (ସ୍ବ.ପ୍ର.) କେନ୍ଦୁଝର ଧରଣୀଧର ସ୍ବଂୟଶାସିତ ମହାବିଦ୍ୟାଳୟରେ ଅନ୍‌ଲାଇନ ପରୀକ୍ଷା ଦାବିରେ ଛାତ୍ରଛାତ୍ରୀମାନେ ଗୁରୁବାର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇ ପ୍ରତିବାଦ କରିଛନ୍ତି। ଯୁକ୍ତ ୩…

4 years ago

ଅନ୍‌ଲାଇନ୍‌ ପରୀକ୍ଷା ଦାବିରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

କେନ୍ଦୁଝର,୧୭ା୨(ସ୍ବ.ପ୍ର.): ଅନ୍‌ଲାଇନ୍‌ ପରୀକ୍ଷା ଦାବିରେ ଗୁରୁବାର ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତତିନି ଶେଷବର୍ଷ ଛାତ୍ରୀଛାତ୍ର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇଛନ୍ତି। ପରେ ଅଧ୍ୟକ୍ଷ…

4 years ago

ରାତି ଅଧରେ ଟଙ୍କା ବାଣ୍ଟୁଥିବା କର୍ମୀଙ୍କୁ ଥାନାକୁ ଆଣିବାକୁ ଯାଇ ପୋଲିସ ହଟହଟା

ପାଟଣା,୧୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୨୧ ନମ୍ବର ଜିଲା ପରିଷଦ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ବଲାଣିପଶି ଗାଁରେ ବୁଧବାର ରାତି ଅଧରେ ରାଜନୈତିକ ହଟଚମଟ ସୃଷ୍ଟି…

4 years ago

ଗଛରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ଜବତ

ପାଟଣା,୧୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଖଡିକାପଦା ଗାଁ ନିକଟରେ ଥିବା ଏକ କେନ୍ଦୁ ଗଛରୁ ଗୁରୁବାର ଗ୍ରାମର ଜଣେ ନାବାଳକଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି…

4 years ago

ମତ ସାବ୍ୟସ୍ତ ପାଇଁ ବୁଥ୍‌କୁ ଟେକା ହୋଇ ଆସିଲେ ଶତାୟୁ

କେନ୍ଦୁଝର,୧୬।୨(ସ୍ବ.ପ୍ର.): କେନ୍ଦୁଝର ବଂଶପାଳ ବ୍ଲକ ଶୁଆକାଟି ବାଳକ ଉଚ୍ଚ ବିଦ୍ୟାଳୟ ୫ ନଂ. ବୁଥ୍‌ରେ ଜଣେ ଶତାୟୁ ମହିଳା ମେତଦାନ କରିଛନ୍ତି। ତାଙ୍କ ନାମ ଲୋଚନୀ ସାହୁ।…

4 years ago