କେନ୍ଦୁଝର

୪ ମାସ ହେଲା ଏଟିଏମ୍‌ରେ ତାଲା

ଢେଙ୍କିକୋଟ,୬।୧୨(ଡି.ଏନ.ଏ.)  କେନ୍ଦୁଝର ଜିଲା ଢେଙ୍କିକୋଟ ଏକ ବ୍ୟସ୍ତ ବହୁଳ ବଜାର ଭାବେ ପରିଚିତ। ଏଠାରେ ଛୋଟ ବଡ଼ ୫୦ରୁ ଉର୍ଦ୍ଧ୍ୱ ବ୍ୟବସାୟିକ ଦୋକାନ ଥିବାବେଳେ ଏହି ବଜାର ଉପରେ…

4 years ago

ବର୍ଷାରେ ବ୍ୟାପକ ଫସଲ କ୍ଷତି

କେନ୍ଦୁଝର, ୬।୧୨ (ସ୍ବ.ପ୍ର.)  କେନ୍ଦୁଝର ଜିଲାରେ ଜଓ୍ବାଦ ବାତ୍ୟାର ପ୍ରଭାବରେ କୋହଲା ପାଗ ସାଙ୍ଗକୁ ସାମାନ୍ୟ ବର୍ଷା ହୋଇଛି। ଜିଲାରେ ସେଭଳି କାୈଣସି କ୍ଷୟକ୍ଷତି ଘଟି ନାହିଁ।…

4 years ago

ଦରଗଡ଼ିଶିଳାକୁ ମିଳୁନି ପର୍ଯ୍ୟଟନ କେନ୍ଦ୍ର ମାନ୍ୟତା

କେନ୍ଦୁଝର,୬।୧୨(ସ୍ବ.ପ୍ର.)  କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ କୋଳିମାଟି ପଞ୍ଚାୟତର ସିଂହନାଳୀ ନିକଟରେ ଥିବା ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ ଦରଗଡ଼ିଶୀଳା ଅଞ୍ଚଳକୁ ପର୍ଯ୍ୟଟନ କେନ୍ଦ୍ରର ମାନ୍ୟତା ମିଳୁ ନ ଥିବାରୁ…

4 years ago

ପିଅନଙ୍କ ହତ୍ୟା ପଛରେ ପରକୀୟା ପ୍ରୀତି

କେନ୍ଦୁଝର,୫।୧୨(ସ୍ବ.ପ୍ର.): କେନ୍ଦୁଝର ପଣ୍ଡାପଡା ଥାନା ଅନ୍ତର୍ଗତ ବଡକମଣ୍ଡରା ଗ୍ରାମରେ ସ୍କୁଲ ପିଅନ ନିରଞ୍ଜନ ନାଏକଙ୍କ ମୃତଦେହ ଶନିବାର ଏକ କୂଅରୁ ମିଳିଥିଲା। ତାଙ୍କୁ ହତ୍ୟା କରି କୂଅରେ…

4 years ago

ଅଖାରେ ବାନ୍ଧି ନବଜାତ ଶିଶୁ କନ୍ୟାଙ୍କୁ ଫୋପାଡି ଦେଇଥିଲେ

ଯୋଡ଼ା,୫।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ପଶ୍ଚିମ ଯୋଡ଼ା ହୁଡ଼ି ସାହି ନିକଟ ଏକ ପରିତ୍ୟକ୍ତ ବୁଦାମୂଳରୁ ଏକ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି। ସୂଚନା…

4 years ago

‘ଜୱାଦ’ ପାଇଁ ପ୍ରସ୍ତୁତ କୃଷି ବିଭାଗ

ଚମ୍ପୁଆ,୫ା୧୨(ଡି.ଏନ.ଏ.) - ବାତ୍ୟା ‘ଜୱାଦ’ର ମୁକାବିଲାପାଇଁ ଚମ୍ପୁଆ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ଉପଜିଲାପାଳ ପ୍ରତାପ ପ୍ରିତିମୟ ସୂଚନା ଦେଇଛନ୍ତି। ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ…

4 years ago

ନିଖୋଜ ପିଅନଙ୍କ ମୃତଦେହ ମିଳିଲା କୂଅରୁ

  କେନ୍ଦୁଝର,୪ା୧୨ (ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ପୋଲିସ ଶନିବାର ବଡ଼କମଣ୍ଡରା ଗ୍ରାମର ଏକ କୂଅରୁ ନିରଞ୍ଜନ ନାୟକ ବ୍ୟକ୍ତିଙ୍କ ମୃତଦେହ ଜବତ କରିଛି। ତାଙ୍କ…

4 years ago

ଡାକବଙ୍ଗଳା ପାଚେରି ଭାଙ୍ଗିଲେ ହାତୀପଲ, ନଷ୍ଟ କଲେ ଧାନଫସଲ

ପାଟଣା,୪ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ୍‌ ଅଞ୍ଚଳରେ ବୁଧବାର ରାତିରେ ୨୬ ଟିକିଆ ହାତୀପଲ ଅଟେଇ ସଂରକ୍ଷିତ ଜଙ୍ଗଲରେ ଡେରା ପକାଇଥିଲେ। ପରେ ଆଖପାଖ…

4 years ago

ବିଦ୍ୟାଳୟ ରାତି ଜଗୁଆଳଙ୍କୁ ଅପହରଣ ଅଭିଯୋଗ: ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କେନ୍ଦୁଝର,୧ା୧୨(ସ୍ବ.ପ୍ର.): ପଣ୍ଡାପଡ଼ା ଥାନା ଅନ୍ତର୍ଗତ ବଡ଼କମାଣ୍ଡରା ଗ୍ରାମରେ ଜଣେ ହାଇସ୍କୁଲ ରାତି ଜଗୁଆଳଙ୍କୁ ଅପହରଣ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କୁ ଅପହରଣ କରାଯାଇଥିବା ନେଇ ପରିବାର…

4 years ago

ଖସିଲା ପାରଦ, ବଢ଼ିଲା ଶୀତ

କେନ୍ଦୁଝର,୨୯ା୧୧(ସ୍ବ.ପ୍ର.): ବିଳମ୍ବରେ ହେଉ ପଛେ କେନ୍ଦୁଝର ଜିଲାରେ ଶୀତ ଆସିଛି। ଧିରେ ଧିରେ ଜଲାରେ ଶୀତର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳେ ତାପମାତ୍ରା ୧୩…

4 years ago