କେନ୍ଦୁଝର

କେନ୍ଦୁଝରରେ ତାପମାତ୍ରା ୭.୨ ଡିଗ୍ରୀକୁ ଖସିଲା

କେନ୍ଦୁଝର,୨୦ା୧୨(ସ୍ବ.ପ୍ର.): ଜିଲାରେ ଚଳିତବର୍ଷର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ରେକର୍ଡ ହୋଇଛି। ରାତିରେ ତାପମାତ୍ରା ହ୍ରାସ ପାଉଥିବାରୁ ଲୋକମାନେ ବହୁ ଅସୁବିଧା ଭୋଗୁଛନ୍ତି। ଆସନ୍ତାକାଲି ତାପମାତ୍ରା ଆହୁରି…

4 years ago

କେନ୍ଦୁଝରରେ ୬୫୪ ଶିକ୍ଷକ ପଦବୀ ଖାଲି

କେନ୍ଦୁଝର,୨୦।୧୨(ସ୍ବ.ପ୍ର.)  କେନ୍ଦୁଝର ଜିଲାରେ ଶିକ୍ଷକ ଅଭାବ ଯୋଗୁ ୨୦୮ଟି ସରକାରୀ ବିଦ୍ୟାଳୟରେ ଶିକ୍ଷୟିତ୍ରୀଶିକ୍ଷକ ପଦବୀ ଖାଲି ରହିଛି। ଫଳରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ସରକାରୀ ବିଦ୍ୟାଳୟଗୁଡ଼ିକରେ ସଂସ୍କୃତ ଶିକ୍ଷକମାନେ…

4 years ago

ଅଧିକ ଦାମରେ ବସ୍ତା କିଣୁଛନ୍ତି ଚାଷୀ

ଚମ୍ପୁଆ,୨୦।୧୨(ଡି.ଏନ.ଏ)  ଧାନ ଅମଳ ପ୍ରାୟ ୯୯ ଭାଗ ଶେଷ ହୋଇଯାଇଥିବା ବେଳେ ଚାଷୀ ପାଇଁ ଏବେ ଚିନ୍ତାର କାରଣ ପାଲଟିଛି ବସ୍ତା। ଧାନ ସାଇତି ରଖିବା ହେଉ କି…

4 years ago

ରାଜ୍ୟର ୪ ଜିଲାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ସୋମବାର ଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ସେବାର ଶୁଭାରମ୍ଭ କରିବେ…

4 years ago

ଜଗା ଦର୍ଶନରେ ବାହାରିଥିଲେ, ରାସ୍ତାରେ ଘଟିଲା ଦୁର୍ଘଟଣା

ପାଟଣା,୧୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନଂ. ଜାତୀୟ ରାଜପଥର ଖୁଞ୍ଚିବେଡା ନିକଟରେ ରବିବାର ସକାଳୁ ଭାରସାମ୍ୟ ହରାଇ ଏକ ସ୍କର୍ପିଓ ଦୁର୍ଘଟଣା ଗ୍ରସ୍ତ…

4 years ago

ଯୋଡ଼ାରେ ଜାଲ ନୋଟ କାରବାର

ଯୋଡ଼ା, ୧୯।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ରାସ୍ତାରେ ପୌରପାଳିକା କମ୍ପ୍ଲେକ୍ସରେ ଜଣେ ମାଛ ବ୍ୟବସାୟୀଙ୍କୁ ଜାଲ ନୋଟ ଦେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଶନିବାର ଅପରାହ୍ନରେ…

4 years ago

ପାଟଣା ରେଞ୍ଜକୁ ପୁଣି ଫେରିଲେ ୨୬ ଟିକିଆ ହାତୀପଲ, ଚିନ୍ତାରେ ଗ୍ରାମବାସୀ

ପାଟଣା,୧୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ପୁଣିଥରେ ୨୬ ଟିକିଆ ବଣୁଆ ହାତୀପଲ କରଞ୍ଜିଆ ରେଞ୍ଜରୁ ଶୁକ୍ରବାର ସନ୍ଧ୍ୟାରେ ଫେରିଛନ୍ତି। ପୂର୍ବରୁ ୫ଦିନ ତଳେ ଏହି ହାତୀପଲ…

4 years ago

ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହେଲେ ପାଟଣା ବିଧାୟକ

ପାଟଣା,୧୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କୁ ଜିଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତି ମଳିଛି। ଏ ନେଇ ରାଜ୍ୟ ଯୋଜନା ସମନ୍ବୟ ବିଭାଗ…

4 years ago

ଏସ୍‌ପି ଅଫିସ ଘେରାଉ କଲା ଯୁବ କଂଗ୍ରେସ

କେନ୍ଦୁଝର,୧୭ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ କଂଗ୍ରେସ କମିଟି ପକ୍ଷରୁ ସଭାପତି ସୁନେଶ ଧୀରଙ୍କ ନେତୃତ୍ୱରେ ଶୁକ୍ରବାର କଂଗ୍ରେସ ଭବନଠାରୁ ଏକ ଶୋଭାଯାତ୍ରା କରାଯାଇଛି। କଂଗ୍ରେସ କର୍ମୀମାନେ ବିଜେଡି…

4 years ago

କେନ୍ଦୁଝର ସହରକୁ ଜଳଯୋଗାଣ ବନ୍ଦ

କେନ୍ଦୁଝର, ୧୭ା୧୨ (ସ୍ବ.ପ୍ର.):  ହାତୀ ଯୋଗୁ କେନ୍ଦୁଝର ଜିଲା ମୁଖ୍ୟାଳୟକୁ ଗତ ପ୍ରାୟ ଏକ ସପ୍ତାହ ହେଲା କାନଝରୀ ଡ୍ୟାମରୁ ପାନୀୟ ଜଳ ଯୋଗାଣ ବ୍ୟାହତ ହୋଇଛି।…

4 years ago