କେନ୍ଦୁଝର

ଦୁର୍ଘଟଣାରେ ୨ ପରୀକ୍ଷାର୍ଥୀଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୃଥକ୍‌ ସ୍ଥାନରେ ରବିବାର ସଡ଼କ ଦୁର୍ଘଟଣାରେ ୨ପରୀକ୍ଷାର୍ଥୀଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଟାଉନ ଥାନା ଅଧୀନ ରାମଚନ୍ଦ୍ରପୁର ନିକଟରେ ତେଲ…

4 years ago

ଝିଆରୀଙ୍କୁ ବଳାତ୍କାର କରି ଜେଲ ଗଲେ କକା

ପାଟଣା,୨୬ା୯(ସ୍ବ.ପ୍ର.): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ରବିବାର ସମ୍ପର୍କୀୟ କକାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୋଗ ଅନୁଯାୟୀ,…

4 years ago

ଯୁବଚିତ୍ରକାରଙ୍କ କାନ୍‌ଭାସରେ ଅରିନ୍ଦମ ଦାସ

ପାଟଣା,୨୬।୯(ସ୍ବ. ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ ମର୍ମାହତ…

4 years ago

ମା’ ବାପାଙ୍କ କଥା ସହିପାରିଲେନି ପୁଅ, ଶେଷରେ …

ପାଟଣା,୨୬।୯(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ବଡ଼ଗମ୍ଭାରିଆ ହାଟ ନିକଟରେ ଥିବା ଏକ ଗଛରୁ ରବିବାର ସକାଳୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ…

4 years ago

ଅରିନ୍ଦମଙ୍କ ପରିବାରକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି

କେନ୍ଦୁଝର,୨୬।୯(ସ୍ବ.ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ ମର୍ମାହତ କରିଦେଇଛି।…

4 years ago

‘ସଫଳତା ପାଇବାରେ ଖବରକାଗଜ ସହାୟ ହୋଇଛି’

ବଡ଼ବିଲ, ୨୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ରହୁଥିବା ୟଶ୍‌ ଜାଲୁକା କେନ୍ଦ୍ରୀୟ ଲୋକସେବା ଆୟୋଗ( ୟପିଏସ୍‌ସି) ଦ୍ୱାରା ପରିଚାଳିତ ପରୀକ୍ଷା-୨୦୨୦ରେ ଦେଶରେ ୪ର୍ଥ ସ୍ଥାନ ହାସଲ…

4 years ago

ପଞ୍ଚଭୂତରେ ବିଲୀନ ହେଲେ ଅରିନ୍ଦମ ଦାସ

ପାଟଣା,୨୫।୯(ସ୍ବ.ପ୍ର.): ଯୁବ ସାମ୍ବାଦିକ ଅରିନ୍ଦମ ଦାସ (ସାମୀ) ଶନିବାର ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଜନ୍ମସ୍ଥାନ କେନ୍ଦୁଝର ଜିଲା ରାଜନଗର ପଞ୍ଚାୟତର ରାଇକଳା ନିକଟ ବୈତରଣୀ ନଦୀକୂଳରେ ତାଙ୍କର…

4 years ago

ହାତୀଗୋଠରେ୨ ନୂଆ ଅତିଥି

ଚମ୍ପୁଆ,୨୪।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଜାମୁଦଲକ ଜଙ୍ଗଲରେ ରହିଥିବା ହାତୀପଲ ମଧ୍ୟରେ ଗୁରୁବାର ସକାଳୁ ୨ ଶାବକ ଜନ୍ମ ନେଇଛନ୍ତି। ଗୋଟିଏ ମାଈହାତୀ ପ୍ରସବ…

4 years ago

ଜେଲ ଗଲେ କୋଟିପତି ଏସ୍‌ଡିଓ

କେନ୍ଦୁଝର,୨୨।୯(ଡି.ଏନ.ଏ./ସ୍ବ.ପ୍ର.): ଶେଷରେ ଭିଜିଲାନ୍ସ ହାତରେ ବନ୍ଧା ହୋଇଛନ୍ତି ବିଦ୍ୟୁତ୍‌ ବିଭାଗର କୋଟିପତି ଏସ୍‌ଡିଓ ମହେଶ୍ୱର ସେଠୀ। ମଙ୍ଗଳବାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌…

4 years ago

ଶୌଚ ହେବାକୁ ଯାଇ ଆଉ ଫେରିଲେନି ଢାବା କର୍ମଚାରୀ

ପାଟଣା,୨୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ- କୋଲକାତା ଜାତୀୟ ରାଜପଥର ହାତିବାରୀ ନିକଟରେ ବୁଧବାର ଅଜଣା ଟ୍ରକ୍‌ ଧକ୍କାରେ…

4 years ago