କେନ୍ଦୁଝର

ତାଲା କାଟି ଦୋକାନରୁ କରୁଥିଲେ ଚୋରି, ଯୁବକଙ୍କୁ ଦେଖି ବାଇକ୍‌ ଛାଡ଼ି ମାରିଲେ ଚମ୍ପଟ

ପାଟଣା,୫ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ବଜାର ଉପରେ ଥିବା ଏକ ଦୋକାନରୁ ଚୋରି ଉଦ୍ୟମ ହୋଇଛି। ଚିରଞ୍ଜୀବ ଦାଶଙ୍କ ଜେରକ୍ସ ଭେରାଇଟି ଷ୍ଟୋରରୁ ଶନିବାର ବିଳମ୍ବିତ…

4 years ago

ପୂର୍ବତନ ବ୍ଲକ ଉପାଧ୍ୟକ୍ଷଙ୍କୁ ଧକ୍କା ଦେଇ ବୋଲେରୋ ଫେରାର

ପାଟଣା,୪।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ନିରଞ୍ଜନ ସ୍ବାଇଁ ଶନିବାର ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି। ନିଜ ଗ୍ରାମ ମଲହାରପଦାରୁ ସାହାରପଡା ଯାଉଥିବା ବେଳେ…

4 years ago

ପୁଅ ହତ୍ୟା ମାମଲା: ଦମ୍ପତିଙ୍କୁ ଆଜୀବନ କାରାଦଣ୍ଡ

ଚମ୍ପୁଆ,୪।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ ଦୋଳଗୋବିନ୍ଦ ବାରିକ ଏକ ହତ୍ୟା ମାମଲାର ବିଚାର କରି ଶନିବାର ଦୋଷୀ ଦମ୍ପତିଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି।…

4 years ago

ମରୁଡ଼ି ଅଞ୍ଚଳ ପରିଦର୍ଶନ କଲେ ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ଟିମ୍‌

ପାଟଣା,୪ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ନିଅଣ୍ଟିଆ ବର୍ଷା ନେଇ ଶନିବାର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଏକ ଟିମ୍‌ ମରୁଡ଼ି ଅଞ୍ଚଳ ପରିଦର୍ଶନ…

4 years ago

ଦୁର୍ଘଟଣାରେ ଗଲା ଦାଦାଙ୍କ ଜୀବନ, ପୁତୁରା ଗୁରୁତର

ଢେଙ୍କିକୋଟ, ୩।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅଧୀନ ସାନ୍ତରାପୁର ପଞ୍ଚାୟତ ରାଇବଣ ସାହି ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ବାଇକ୍‌ ଦୁର୍ଘଟଣା ଘଟିଛି। ଏଥିରେ ଦାଦାଙ୍କ…

4 years ago

ମୃତ ହିତାଧିକାରୀଙ୍କ ନାଁରେ କୋଭିଡ୍‌ ସହାୟତା ହଡ଼ପ: ତଦନ୍ତ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର,୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଉଦୟପୁର ପଞ୍ଚୟାତରେ କୋଭିଡ୍‌ ସହାୟତା ରାଶି ଓ ରାଶନ ସାମଗ୍ରୀ ହଡ଼ପ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଗତବର୍ଷ…

4 years ago

ଶ୍ବଶୁର ଘର ଆସି ଆଉ ଫେରିଲେନି ଜ୍ୱାଇଁ

ପାଟଣା,୨୯।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ଖୁଣ୍ଟାପିଙ୍ଗୁ ଗାଁ ନିକଟ ଏକ କାଜୁ ବଗିଚାରୁ ରବିବାର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ…

4 years ago

କେନ୍ଦୁଝରରେ ପ୍ରିୟ ବିଦେଶୀଙ୍କ ନାଲି ଚା’

କେନ୍ଦୁଝର, ୨୯ା୮(ସ୍ବ.ପ୍ର.): କେନ୍ଦୁଝର ସହରର ବିଭିନ୍ନ ସାହି ଗଳିରେ ଚା’ ଦୋକାନ ଖୋଲିଛି। କିନ୍ତୁ ସିନେମା ହଲ ନିକଟରେରେ ଥିବା ବିଦେଶୀ ନାୟକ(୭୧)ଙ୍କ ଦୋକାନରୁ ଚା’ପିଇବାର ମଜା…

4 years ago

ଏମିତି ଆସେ ବିପଦ: ଶୋଇଥିଲେ, ରାତିରେ ଛପର ଫଟେଇ ଘରେ ଗଛ

ପାଟଣା,୨୮ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ଗ୍ରାମ ନାଏକ ସାହିର ପ୍ରଦୀପ ଦାସଙ୍କ ଘର ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଗଛ ପଡ଼ିଯାଇଛି। ଏଥିରେ ତାଙ୍କର…

4 years ago

ଜୁଡ଼ିଆ ଘାଟିରୁ ଖସୁଛି ମାଟି ଅତଡ଼ା

କେନ୍ଦୁଝର,୨୮।୮(ଡି.ଏନ.ଏ.): କେନ୍ଦୁଝର ସହର ନିକଟସ୍ଥ ଜୁଡ଼ିଆ ଘାଟି ରାସ୍ତା ପାର୍ଶ୍ୱ ପାହାଡ଼ରୁ ପଥର ଓ ମାଟି ଅତଡ଼ା ଖସୁଥିବାରୁ ପଥଚାରୀ ଏବଂ ଗାଡ଼ିମଟର ପାଇଁ ବିପଦ ସୃଷ୍ଟି…

4 years ago