ପାଟଣା,୧୯।୧: କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଉଦୟପୁର ବିଟ୍ ବଲାଣି ପଶି ଗ୍ରାମ୍ୟ ଜଙ୍ଗଲରେ ମଙ୍ଗଳବାର କିଛି ଦୁର୍ବୁତ୍ତ ନିଆଁ ଲଗାଇ ଦେଇଥିବା ଜଣାପଡିଛି। ଫଳରେ…
ଯୋଡ଼ା,୧୯ା୧(ଡି.ଏନ୍.ଏ.)-କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳରେ ଥିବା ଏକ କମ୍ପାନୀରେ ବିଭିନ୍ନ ପଦ ପଦବୀରେ ନିଯୁକ୍ତି ପାଇଁ ହୋଇଥିବା ପ୍ରାର୍ଥୀ ଚୟନ ପ୍ରକ୍ରିୟାରେ ଅର୍ଥ କାରବାର ହୋଇ ଅନିୟମିତତା…
ଘଟଗାଁ/କେନ୍ଦୁଝର,୧୮।୧: ଦୀର୍ଘ ୧୦ମାସ ପରେ ଖୋଲିଲା ଘଟଗାଁ ମା’ତାରିଣୀ ପୀଠ। ସୋମବାର ସକାଳେ ରୀତିନୀତି ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା ପରେ ସାଧାରଣ ଦର୍ଶନ ପାଇଁ ମନ୍ଦିର ଖୋଲାଯାଇଥିଲା।…
ପାଟଣା,୧୮। ୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଗୋଡିପୋଖରୀ ଗ୍ରାମ ଜଙ୍ଗଲରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଉଛନ୍ତି ଗୋଡିପୋଖରୀ ଗ୍ରାମର…
ପାଟଣା,୧୮।୧( ସ୍ବ.ପ୍ର):କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାରଠାରୁ କରୋନା ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଆଗଧାଡ଼ିର କରୋନା ଯୋଦ୍ଧାଙ୍କୁ ଟିକା ଦେବାର ବ୍ୟବସ୍ଥା ହୋଇଛି।…
କେନ୍ଦୁଝର,୧୮।୧(ସ୍ବ.ପ୍ର.): ରବିବାର କେନ୍ଦୁଝରରେ ହୋଇଥିବା ଆକ୍ରମଣ ଘଟଣାରେ ଟାଉନ ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରିବା ସହ ଅନ୍ୟମାନଙ୍କୁ ଧରିବ ପାଇଁ ଉଦ୍ୟମ…
କେନ୍ଦୁଝର,୧୮।୧(ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ପୀଠ ସୋମବାରଠାରୁ ଖୋଲିଛି। ସକାଳେ ମା’ଙ୍କ ଠାରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହେବା ପରେ କରୋନା କଟକଣା ମଧ୍ୟରେ ଭକ୍ତଙ୍କ ଦର୍ଶନ…
ପାଟଣା,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ପାଟଣା ମୁଖ୍ୟ ବଜାରର ଏକ ଗହଣା ଦୋକାନରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦୋକାନରୁ ୨୦ଲକ୍ଷରୁ ଟଙ୍କାରୁ ଊର୍ଦ୍ଧ୍ୱ…
କେନ୍ଦୁଝର,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ୬ଟି କେନ୍ଦ୍ରରେ କରୋନା ଟିକାକରଣ ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଡାକ୍ତରଖାନାରେ ଜିଲାପାଳ ଆଶିଷ ଥାକରେ ଓ ସିଡିଏମଓଙ୍କ ତତ୍ତ୍ୱାବଧାନରେ…
କେନ୍ଦୁଝର/ଆନନ୍ଦପୁର, ୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ ଅର୍ଜୁନବଣିଆ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପ୍ଲାଷ୍ଟିକ୍ ଖେଳଣା ଗିଳି ଦେବାରୁ ଜଣେ ଶିଶୁପୁତ୍ରର…