କେନ୍ଦୁଝର

କାମ କରୁନି ସୋଲାର ପ୍ରକଳ୍ପ

କେନ୍ଦୁଝର, ୫ା୧୧(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଗ୍ରାମାଞ୍ଚଳରେ ପାନୀୟ ଜଳ ସମସ୍ୟା ଯୋଗୁ ଲୋକ ମାନେ ବହୁ ଅସୁବିଧା ଭୋଗୁଛନ୍ତି। ଏଭଳି ଜିଲା ମୁଖ୍ୟାଳୟ ତଥା ଆଖପାଖ ଗ୍ରାମରେ ସମସ୍ୟା…

5 years ago

ବିକାଶ ଚାହୁଁଛି ମରାଗୁଳା

କେନ୍ଦୁଝର, ୫ା୧୧(ଡି.ଏନ.ଏ.)-ରାଜ୍ୟ ଏବଂ କେନ୍ଦ୍ର ସରକାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ଅନେକ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ ମଧ୍ୟ…

5 years ago

ଯୁବକଙ୍କ ଉପରେ ଚଢିଗଲା ଟ୍ରେଲର

ଢେଙ୍କିକୋଟ,୩।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଖଣ୍ଟଘର ପଞ୍ଚାୟତ ଜାତୀୟ ରାଜପଥ ୨୦ ନଂ. ଟୋଲ୍‌ ପ୍ଲାଜା ନିକଟରେ ଟ୍ରେଲର ଚାପାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

5 years ago

ମମତାଙ୍କ କୁଶପୁତ୍ତଳିକା ଦାହ

କେନ୍ଦୁଝର, ୩।୧୧(ସ୍ବ.ପ୍ର.): ପଶ୍ଚିମବଙ୍ଗରେ ଭାରତୀୟ ମଜଦ୍ଦୁର ସଂଘର କାର୍ଯ୍ୟକର୍ତ୍ତାଙ୍କୁ ତୃଣମୂଳ କଂଗ୍ରେସର ଗୁଣ୍ଡାଙ୍କ ଆକ୍ରମଣ ପ୍ରତିବାଦରେ କେନ୍ଦୁଝରରେ ମଙ୍ଗଳବାର ଏକ ରାଲି ଅନୁଷ୍ଠିତ ହୋଇଯାଇଛି। ସଂଘର ଜିଲା…

5 years ago

ଭୁଶୁଡ଼ିବ ମାଛକାନ୍ଦଣା ପୋଲ

କେନ୍ଦୁଝର,୩ା୧୧(ସ୍ବ.ପ୍ର.)-ଖଣି ଓ ଶିଳ୍ପ ସମୃଦ୍ଧ କେନ୍ଦୁଝର ଜିଲାର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଥିଲେ ହେଁ ମରାମତି ଅଭାବରୁ ବହୁ ରାସ୍ତାଘାଟ ତଥା ପୋଲ ଅସୁରକ୍ଷିତ…

5 years ago

ଗଢ଼ା ମଜୁରୀ ଉଠୁନି

କେନ୍ଦୁଝର, ୩।୧୧(ସ୍ବ.ପ୍ର.)-କରୋନା ମହାମାରୀ ଯୋଗୁ ଅନେକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି ା ବିଶେଷ କରି ପାର୍ବଣ ଋତୁରେ କାରିଗରମାନେ ମୂର୍ତ୍ତି ଗଢି ଯାହା ରୋଜଗାର କରନ୍ତି…

5 years ago

୩ ବାର୍‌ହା ଶିକାରୀ ଗିରଫ, ମାଂସ ଜବତ

କେନ୍ଦୁଝର,୧ା୧୧(ସ୍ବ.ପ୍ର.): ତେଲକୋଇ ବନାଞ୍ଚଳ ସମାକୋଇ ରିଜର୍ଭ ଜଙ୍ଗଲରେ ବାର୍‌ହା ଶିକାର ଜାରି ରହିଥିବାରୁ ବନ୍ୟପ୍ରାଣୀ ସୁରକ୍ଷାକୁ ନେଇ ସାଧାରଣରେ ଚିନ୍ତାର ବିଷୟ ହୋଇଛି। ବିଦ୍ୟୁତତାର ଟାଣି ବାରହା…

5 years ago

କେନ୍ଦୁଝରରେ ଜଳିଗଲା ମାଲବୁହା ଟ୍ରକ୍‌

କେନ୍ଦୁଝର, ୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ନରଣପୁର-ଡୁବୁରୀ ରାସ୍ତା ପିଟାପିଟି ଗ୍ରାମ ଭାଇଭାଇ ଢାବା ନିକଟରେ ଶନିବାର ସକାଳେ ଏକ ୧୨ ଚକିଆ ମାଲବୁହା…

5 years ago

କରୋନା କଟକଣା ପାଇଁ ପାଟଣାରେ ନିରାଡମ୍ବରେ ହେଲା ଗଜଲକ୍ଷ୍ମୀ ପୂଜା

ପାଟଣା,୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିର ନିକଟରେ ଥିବା କଲ୍ୟାଣ ମଣ୍ଡପରେ ଶନିବାର ରାତ୍ରି ପାଟଣା କୁମାର ଉତ୍ସ କମିଟି ତରଫରୁ…

5 years ago

ଅଜା, ନାତିଙ୍କ ଉପରେ ଚଢିଗଲା ଚାଉଳ ବୋଝେଇ ଟ୍ରକ

ଆନନ୍ଦପୁର,୩୦।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଜାତୀୟ ରାଜପଥ ୨୦ ନମ୍ବର ବରପଦା ବଜାର ନିକଟରେ ଶୁକ୍ରବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଚାଉଳ ବୋଝେଇ ଟ୍ରକ…

5 years ago