କେନ୍ଦୁଝର

କାଳବୈଶାଖୀର ତାଣ୍ଡବ: ଉଡ଼ିଲା ଘର ଛପର, ଭାଙ୍ଗିଲା ଶହ ଶହ ଗଛ

ପାଟଣା,୧।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ଓ ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ଘର ଛପର ଉଡ଼ିଯିବା ସହ ଶହ ଶହ ଗଛ ଭାଙ୍ଗି…

5 years ago

ରାତିରେ ପର ଘରେ ଆଶ୍ରୟ

ଚମ୍ପୁଆ, ୧।୫ (ଡି.ଏନ.ଏ.)-ଘର ଭାଙ୍ଗି ଯାଇଥିବାରୁ ଯେକୌଣସି ମୁହୂର୍ତ୍ତରେ ଜୀବନ ପ୍ରତି ବିପଦ ଆଶଙ୍କା ରହିଛି। ଅର୍ଥ ଅଭାବ ଯୋଗୁ ଘରେ ଖଣ୍ଡେ କରିବା ତାଙ୍କ ପକ୍ଷେ…

5 years ago

ଝିଅକୁ ହତ୍ୟା ପରେ ମା’ର ଆତ୍ମହତ୍ୟା: ଜଙ୍ଗଲରୁ ମିଳିଲା ସ୍ବାମୀଙ୍କ ମୃତଦେହ

ବଣାଇ/ବଡ଼ବିଲ/ଟେନ୍‌ସା,୨୯।୪: ରାସ୍ତାକଡ଼ ଶାଳ ଜଙ୍ଗଲରୁ ସ୍ବାମୀ ଏବଂ ଭଡ଼ାଘରୁ ମିଳିଲା ସ୍ତ୍ରୀ ଓ ଝିଅଙ୍କ ମୃତଦେହ। ଗୋଟିଏ ଦିନରେ ପରିବାରର ୩ ସଦସ୍ୟଙ୍କ ଏଭଳି ସନ୍ଦେହଜନକ ମୃତ୍ୟୁ…

5 years ago

ପାଟଣାରେ କୁଆପଥର ବର୍ଷା

ପାଟଣା,୨୯।୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର  କାଳବୈଶାଖୀ ପ୍ରଭାବରେ କୁଆପଥର, ଘଡ଼ଘଡ଼ି ସହ ବର୍ଷା ହୋଇଛି। ପାଟଣା ମୁଖ୍ୟାଳୟ, କେନ୍ଦେଇପଶି ଓ ତୁରୁମୁଙ୍ଗା…

5 years ago

ଶୁଖିବାକୁ ବସିଛି କାନଝରୀ ଡ୍ୟାମ୍‌

କେନ୍ଦୁଝର, ୨୯।୪ (ସ୍ବ.ପ୍ର.):  କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରୀ ଜଳସେଚନ ପ୍ରକଳ୍ପ ବିଭିନ୍ନ କାରଣରୁ ଶୁଖିବାକୁ ବସିଛି। ବର୍ଷା ଅଭାବରୁ କାନଝରୀ ନଦୀର ଜଳସ୍ରୋତ ପ୍ରବାହ…

5 years ago

୫ ଜଣ ଏକାଠି ହେଲେ କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର, ୨୯।୪ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ କରୋନାର ଦ୍ୱିତୀୟ ଲହରରେ ସ୍ଥିତି ଗୁରୁତର ହୋଇ ପଡୁଛି। ବିଶେଷ କରି ସହରାଞ୍ଚଳରେ କରନା ସଂଖ୍ୟା ଅଧିକ ଥିବାରୁ ଏହାର…

5 years ago

ଔଷଧ ଦୋକାନ ବାରଣ୍ଡାରେ ରୋଗୀଙ୍କୁ ଦିଆଯାଉଛି ସାଲାଇନ

ପାଟଣା,୨୬।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ମୁଖ୍ୟାଳୟଠାରେ ସେମବାର ସ୍ବାସ୍ଥ୍ୟ ସେବାର କରୁଣ ଦୃଶ୍ୟ ଦେଖିବାକୁ ମିଳିଛି। ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ବ୍ୟସ୍ତ…

5 years ago

ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ୧୪ ଦିନ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍‌

କେନ୍ଦୁଝର,୨୬।୪(ସ୍ବ.ପ୍ର.): ପଶ୍ଚିମବଙ୍ଗରୁ ଆସୁଥିବା ଲୋକଙ୍କ ପାଇଁ ଜିଲା ପ୍ରଶାସନ କଟକଣା ଜାରି କରିଛି। ଏଠାରୁ ଆସୁଥିବା ଲୋକ ୧୪ ଦିନ ଅନୁଷ୍ଠାନ କ୍ୱାରାଣ୍ଟାଇନ୍‌ ବାଧ୍ୟତାମୂଳକ। ସରପଞ୍ଚ ଓ…

5 years ago

ବିନା ଅନୁମତିରେ ଓଡ଼ିଶା ସୀମାରେ ପଶ୍ଚିମବଙ୍ଗ ବସ୍‌ ପଶି ଅଡୁଆରେ ପଡ଼ିଲା

ପାଟଣା,୨୪।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ବଜାର ନିକଟରୁ ପଶ୍ଚିମବଙ୍ଗରୁ ବେଆଇନ ଭାବେ ପଶିଥିବା ଏକ…

5 years ago

ଚମ୍ପୁଆରେ ଖୋଲିବ କୋଭିଡ୍‌ ହସ୍ପିଟାଲ

ଚମ୍ପୁଆ, ୨୩।୪ (ଡି.ଏନ.ଏ.)-ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଚମ୍ପୁଆରେ ବଢିବାରେ ଲାଗିଛି। ଏହାକୁ ଆଖି ଆଗରେ ରଖି ଜିଲାପ୍ରଶାସନର ନିର୍ଦ୍ଦେଶକ୍ରମେ ଚମ୍ପୁଆରେ ୫୦ ଶଯ୍ୟା ବିଶିଷ୍ଟ…

5 years ago