କେନ୍ଦୁଝର

ୟୁକାଲିପଟାସ ଜଙ୍ଗଲରୁ ନବଜାତ ଶିଶୁ ଉଦ୍ଧାର

ରାଇସୁଆଁ (ଡି.ଏନ୍‌.ଏ.)/କେନ୍ଦୁଝର (ସ୍ବ.ପ୍ର.),୬।୬: କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପୋଟଳ ଗ୍ରାମ ନିକଟ ଏକ ୟୁକାଲିପଟାସ ଜଙ୍ଗଲରୁ ପରିତ୍ୟକ୍ତ ସ୍ଥାନରୁ ଶନିବାର ଏକ ନବଜାତ ଶିଶୁପୁତ୍ର…

6 years ago

ଚମ୍ପୁଆରେ ମହାପ୍ରଭୁଙ୍କ ଦେବସ୍ନାନ

ଚମ୍ପୁଆ, ୫ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଶ୍ରୀଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ତଥା ଚମ୍ପୁଆ ପ୍ରଶାସନ ମୁଖ୍ୟ ପ୍ରତାପ ପ୍ରତିମୟଙ୍କ ଉପସ୍ଥିତିରେ…

6 years ago

ମହିଳା ସରପଞ୍ଚଙ୍କୁ ପୋଲିସର ମାଡ଼ ଘଟଣା: ୪୦୦ଙ୍କ ନାଁରେ ମାମଲା

ହାଟଡିହୀ/ଆନନ୍ଦପୁର/କେନ୍ଦୁଝର,୫ା୬(ଡି.ଏନ୍‌.ଏ/ସ୍ବ.ପ୍ର.)-କେନ୍ଦୁଝର ଜିଲା ବଉଳା ଫାଣ୍ଡିକୁ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ଲୁଚି ପଳାଇଥିତ୍ବା ଜଣେ ପ୍ରବାସୀଙ୍କ ସମ୍ପର୍କରେ ଏତଲା ଦେବାକୁ ଯାଇଥିବା ବାଙ୍ଗୋର ପଞ୍ଚାୟତର ମହିଳା ସରପଞ୍ଚ ସୁପ୍ରଭା ରାଉତ…

6 years ago

ବଣେଇରୁ ବଡବିଲକୁ ବାଲି ଚୋରା ଚାଲାଣ: ୭ ହାଇଓ୍ବା ଜବତ, ୭ ଗିରଫ

ବଡବିଲ,୫।୬(ସ୍ବ.ପ୍ର.)-ସୁନ୍ଦରଗଡ ଜିଲା ବଣେଇରୁ ବଡବିଲକୁ ବାଲି ଚୋରା ଚାଲାଣ ହେଉଥିବାବେଳେ କେନ୍ଦୁଝର ଜିଲା ବଡବିଲ ପୋଲିସ ଗୁରୁବାର ୭ଟି ବାଲି ବୋଝେଇ ହାଇଓ୍ବା ଟ୍ରକ ଜବତ କରିଛି।…

6 years ago

କେନ୍ଦୁଝରରେ ଆଉ ୨ ପଜିଟିଭ ଚିହ୍ନଟ

କେନ୍ଦୁଝର,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ଆଉ ୨ଜଣ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ପଜିଟିଭ୍‌ଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି। ଘଟଗାଁ ଓ…

6 years ago

କରୋନା କଟକଣା : ବିନା ଭକ୍ତରେ ସ୍ନାନ ମଣ୍ଡପରେ ଶ୍ରୀଜିଉ

କେନ୍ଦୁଝର,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ଶ୍ରୀ ବଳଦେବଜିଉଙ୍କ ସ୍ନାନଯାତ୍ରା ଶୁକ୍ରବାର ନିରାଡମ୍ବର ଭାବେ ଅନୁଷ୍ଠିତ ହୋଇଯାଇଛି। କରୋନା କଟକଣା ପାଇଁ ଭକ୍ତଙ୍କ ପ୍ରବେଶ ନିଷେଧ କରାଯାଇଥିବା…

6 years ago

ଯୋଡ଼ାରେ କାଳବୈଶାଖୀ: ଉପୁଡିଲା ଗଛ, ଭାଙ୍ଗିଲା ଛପର ଘର

ଯୋଡ଼ା, ୪।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁତ ବେଗରେ ପବନ ଆରମ୍ଭ ହୋଇଥିଲା। ମାତ୍ର ୧୫ମିନିଟ୍‌ରେ ଯୋଡା…

6 years ago

ଚମ୍ପୁଆରେ ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଖାଇଲେ ଚାଉଳ

ଚମ୍ପୁଆ,୪।୬(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ହାତୀ ଉପଦ୍ରବ କମିବାର ନାଁ ଧରୁନାହିଁ। ବନ ବିଭାଗର ହାତୀ ଘଉଡାଇବା କୌଶଳ ସବୁ ଦିଗରେ ଫେଲ ମାରୁଛି। ଦୁଇଦିନ ତଳେ ହାତୀ ପଲ…

6 years ago

ଖେଳ ହେଲା କାଳ: ଗାଡ଼ିଆରେ ବୁଡ଼ି ୨ ଯାଆଁଳା ଭାଇଙ୍କ ଜୀବନଗଲା

ପାଟଣା,୪।୬(ସ୍ବ.ପ୍ର.): ଦୁଇ ଯମଜ ଭାଇଙ୍କ ଲାଗି ଖେଳ କାଳ ହୋଇଛି। ଖେଳୁ ଖେଳୁ ଗୁରୁବାର ଗଡ଼ିଆରେ ବୁଡ଼ି ୮ ବର୍ଷ ଦୁଇ ଯାଆଁଳା ଭାଇଙ୍କ ମୃତ୍ୟୁ ଘଟିଥିବା…

6 years ago

ପଛରୁ ଧକ୍କାଦେଲା ଟ୍ରକ, ଚାଲିଗଲା ମା’ ପୁଅଙ୍କ ଜୀବନ

ଯୋଡ଼ା,୪ା୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ନିର୍ମାଣାଧୀନ ୫୨୦ ନଂ. ଜାତୀୟ ରାଜପଥର କଣ୍ଡରାଠାରେ ଗୁରୁବାର ଟ୍ରକ ଧକ୍କାରେ ମା’ ଓ ପୁଅଙ୍କ…

6 years ago