କେନ୍ଦୁଝର

ଯୋଡ଼ା ଏଫ୍‌ଏପି କଲୋନୀରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

କେନ୍ଦୁଝର/ଯୋଡ଼ା,୧୬।୬ (ସ୍ବ.ପ୍ର./ ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ମଧ୍ୟ ଭାଗରେ ଥିବା ଫେରୋ ଆଲଏଜ ପ୍ଲାଣ୍ଟ(ଏଫ୍‌ଏପି) କଲୋନୀରେ ମଙ୍ଗଳବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।…

6 years ago

କେନ୍ଦୁଝର ଜିଲାରେ ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୧୬।୬(ସ୍ବ.ପ୍ର.): କେନ୍ଦୁଝରରେ ମଙ୍ଗଳବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ରେ ପହଞ୍ଚିଛି। ଚିହ୍ନଟ ୫ ଆକ୍ରାନ୍ତ ସଙ୍ଗରୋଧ…

6 years ago

ରଜ ଖର୍ଚ୍ଚ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ

ରାଇସୁଆଁ,୧୬।୬(ଡି.ଏନ୍‌.ଏ.): ରଜ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋପୀନାଥପୁର…

6 years ago

ରେଳସାଇଡିଂରୁ ମିଳିଥିବା ଆର୍ଥତ୍କ ସହାୟତା ରାଶି ହଡପ ଅଭିଯୋଗ: ସରପଞ୍ଚଙ୍କୁ ଘେରିଲେ ଗ୍ରାମବାସୀ

ଯୋଡା, ୧୬ା୬(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଜଲହରି ଗ୍ରାମପଞ୍ଚାୟତରେ ଥିବା ଏସେଲ ଖଣି କମ୍ପାନୀର ଆପାହାତୁ ରେଳସାଇଡିଂରୁ ମିଳିଥିବା ଆର୍ଥତ୍କ ସହାୟତା ରାଶିକୁ ହଡପ କରାଯାଇଥିବା ଅଭିଯୋଗ…

6 years ago

ଗୁରୁବେଡା ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା: ତଦନ୍ତ କଲେ ଆଡିସନାଲ ପିସିସିଏଫ

କେନ୍ଦୁଝର, ଯୋଡା ୧୫।୬(ସ୍ବ.ପ୍ର.)/(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡା ସେକ୍ସନର ଗୁରୁବେଡା ଗ୍ରାମ ପାଖ ବୈତରଣୀ (ଖ) ସଂରକ୍ଷିତ ଜଙ୍ଗଲରେ ରବିବାର ୨ହାତୀଙ୍କ ମୃତଦେହ ଠାବ କରାଯାଇଥିଲା।…

6 years ago

କେନ୍ଦୁଝର ଡେଲି ମାର୍କେଟରେ ବ୍ୟବସାୟୀ ମାନୁନାହାନ୍ତି ସାମାଜିକ ଦୂରତ୍ୱ

କେନ୍ଦୁଝର,୧୫।୬(ସ୍ବ.ପ୍ର.) କେନ୍ଦୁଝର ଡେଲି ମାର୍କେଟରେ ବ୍ୟବସାୟୀ ମାନୁନାହାନ୍ତି ସାମାଜିକ ଦୂରତ୍ୱ ନିୟମ। ଚାଷୀ ସେମାନଙ୍କ ଉତ୍ପାଦିତ ଦ୍ରବ୍ୟ ନେଇ ବଜାରକୁ ଆସିଲେ ବ୍ୟବସାୟୀ ସେମାନଙ୍କୁ ଘେରିଯାଇ ସାମଗ୍ରୀ…

6 years ago

ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହେଲେ ଶତାଧିକ ମହିଳା

ଆନନ୍ଦପୁର,୧୫।୬(ସ୍ବ.ପ୍ର.):୧୪ ବର୍ଷର ନାବାଳକ ଜିତେନ୍ଦ୍ରର ମୃତ୍ୟୁ ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରି ନ୍ୟାୟ ପାଇଁ ଆନନ୍ଦପୁର ଥାନା ଅନ୍ତର୍ଗତ ଖଡିପାଳ ଗ୍ରାମର ଶତାଧିକ ମହିଳା…

6 years ago

ରଙ୍ଗୋଲିରେ ସବ୍ୟସାଚୀଙ୍କୁ ଧନ୍ୟବାଦ ଜଣାଇଲେ ଚିତ୍ରକାର ନିଶିକାନ୍ତ

କେନ୍ଦୁଝର,୧୫ା୬(ସ୍ବ.ପ୍ର.): ପ୍ରବାସୀମାନଙ୍କୁ ସହାୟତା କରିଥିବାରୁ ରଙ୍ଗୋଲିରେ ଓଡ଼ିଆ ସିନେଷ୍ଟାର ସବ୍ୟସାଚୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଚିତ୍ରକାର ନିଶିକାନ୍ତ ବେହେରା। ନିଶିକାନ୍ତଙ୍କ ଘର କେନ୍ଦୁଝର ସଦର ବ୍ଲକ ଟିକରପଡ଼ା ଗ୍ରାମରେ।…

6 years ago

ରଜ ମଉଜରେ ଖାଁ ଖାଁ ସୀତାବିଞ୍ଜ

ଢେଙ୍କିକୋଟ, ୧୫।୬(ଡି.ଏନ.ଏ.)-କେନ୍ଦୁଝର ଜିଲାର ଗଣପର୍ବ ହେଉଛି ରଜପର୍ବ। ମାତ୍ର ଚଳିତବର୍ଷ କରୋନା ଭାଇରସ୍‌ ସଂକ୍ରମଣ ପାଇଁ ରଜପର୍ବ ପାଳନରେ କଟକଣା କରାଯାଇଛି। ଜିଲାରେ ଫିକା ପଡ଼ିଛି ରଜ…

6 years ago

ଚୋରା କାଠ ଜବତ

ପାଟଣା, ୧୪।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଟେଇ ସଂରକ୍ଷିତ ଜଙ୍ଗଲର କାଳିଘାଇ ନିକଟରୁ ଶନିବାର ବିଳମ୍ବିତ ରାତିରେ ୨୫ଟି ଶାଗୁଆନ ଗଛ ଚୋରା ଚାଲାଣ ହେଉଥିବା ବେଳେ…

6 years ago